Yearly Archives

2023

କୋଟଗଡ ଶିଶୁ ମଙ୍ଗଳ ସମିତିର ଭ୍ରାମ୍ୟମାଣ ଅଦାଲତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଶିଶୁ ମଙ୍ଗଳ ସମିତି, ଶିଶୁ ସୁରକ୍ଷା କମିଟି କନ୍ଧମାଳ, ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ କୋଟଗଡ ଓ ସାହାରା ସ୍ୱେଛାସେବୀ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ କୋଟଗଡ ପଞ୍ଚାୟତ ସମିତି ସଭାଗୃହରେ ସେବା ଓ ଯନ୍ତ୍ର ଆବଶ୍ୟକ କରୁଥିବା ଶିଶୁମାନଙ୍କ
Read More...

ଆଶା କର୍ମୀ ସଂଘ ତରଫରୁ ଜିଲ୍ଲାପାଳ ଅଫିସ ଘେରାଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଖିଳ ଓଡିଶା ଆଶା କର୍ମୀ ସଂଘ ବଲାଙ୍ଗିର ଜିଲ୍ଲା ତରଫରୁ ୧୨ ଦଫା ସମ୍ବଳିତ ଦାବୀ ନେଇ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ହଜାର ହଜାର ଆଶାକର୍ମୀ ଗାନ୍ଧିନଗରପଡା ଛକଠାରୁ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କଲାପରେ ଜିଲ୍ଲାପାଳଙ୍କ
Read More...

ବାଲିଗୁଡାରେ ପଞ୍ଚୁଦଣ୍ଡ ପରିଚାଳନା କମିଟିର କର୍ମକର୍ତ୍ତା ନିର୍ବାଚନ : ଏପ୍ରିଲ ୯ରେ ତେରଶମ୍ଭୁ ମିଳନ ପାଇଁ ନିଷ୍ପତ୍ତି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ପଞ୍ଚୁଦଣ୍ଡ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କମିଟିର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି । ଏଥିରେ ସର୍ବସମ୍ମତି କ୍ରମେ ସଭାପତି ଭାବେ ରାଜ କିଶୋର ଦାସ, ଉପସଭାପତି ବଂଶୀଧର ପଣ୍ଡା,
Read More...

ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ପଂଚାୟତ ସମିତି…

ଆଗଲପୁର, (କେପିଏନ୍‌ଏସ୍‌) : ଆଜି ବିଧାୟକ ତଥା ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଆଗଲପୁର ବ୍ଲକ ଅନ୍ତର୍ଗତ ରୋଥରେ ଥିବା ପଂଚାୟତ ସମିତି କଲେଜ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ କଲେଜର ଉନ୍ନତିକରଣ ପାଇଁ ସରକାରୀ
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ବିପ୍ଳବୀ କବି ରବି ସିଂଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ୍ ଏକାଡେମୀ ସଭାଗୃହଠାରେ କବି ବଳରାମ ରାଉଳଙ୍କ ସଭାପତିତ୍ୱରେ ବିପ୍ଳବୀ କବି ରବି ସିଂଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ପ୍ରଗତିବାଦୀ କବି ପଶୁପତିନାଥ
Read More...

ଖପ୍ରାଖୋଲ ପୋଲିସ ଦ୍ୱାରା ନକଲି ନୋଟ ଜବତ ଘଟଣା : ଜଣେ ଗିରଫ ଏବଂ କୋର୍ଟ ଚାଲାଣ, ଦୁଇ ଜଣ ଫେରାର

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ପୋଲିସ ଦ୍ୱାରା ନକଲି ନୋଟ ଜବତ ଘଟଣାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ ଦୁଇ ଜଣ ଫେରାର ଥିବା ଜଣାପଡିଛି । ତେବେ ଫେରାର ଥିବା ଅଭିଯୁକ୍ତ ହେଲେ ଲାଠୋର ଗ୍ରାମର ଖଇରାପଡାର ମାନସ ରଣା ଏବଂ ତୃତୀୟ ଅଭିଯୁକ୍ତର ପରିଚୟ ମିଳିପାରି ନଥିବା
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସାହିତ୍ୟ ପ୍ରତି ପ୍ରତିବଦ୍ଧତା ନେଇ ବାସନ୍ତୀ ପାଠାଗାର ତରଫରୁ ପାଠାଗାର ପରିସରରେ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ଅଧ୍ୟକ୍ଷତା ଓ ସାଧାରଣ ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ
Read More...

ଘର ଭିତରୁ ୨ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଉନ ଥାନା ସେପ୍ତିବାହାଲରେ ଏକ ଘର ଭିତରୁ ୨ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଖବର ପାଇ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ୨ ଶ୍ରମିକ ଘରେ ଶୋଇଥିବା ଅବସ୍ଥାରେ ଘରେ ନିଆଁ ଲାଗିଯାଇଥିଲା । ଯାହାଫଳରେ ସେମାନେ ଘରୁ
Read More...

ସୁସ୍ଥ ଗଣତନ୍ତ୍ର ପାଇଁ ନ୍ୟାୟପାଳିକାର ଭୂମିକା ସଂପର୍କରେ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁସ୍ଥ ଗଣତନ୍ତ୍ର ପାଇଁ ନ୍ୟାୟପାଳିକାର ଭୂମିକା ଶୀର୍ଷକ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ରାଉରକେଲା ମ୍ୟୁନିସିପାଲ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଆଲୋଚକ ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼. ଭବାନୀ
Read More...

ଏବେ ସାରା ବଲାଙ୍ଗିର ସହରକୁ ଜଳ ଜଳ ଦେଖୁଛି ସିସିଟିଭି କ୍ୟାମେରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏବେ ସାରା ବଲାଙ୍ଗିର ସହରକୁ ଜଳ ଜଳ ଦେଖୁଛି ସିସିଟିଭି କ୍ୟାମେରା । ବଲାଙ୍ଗିର ପୋଲିସ ଏବେ ଫୁଲ୍‌ ଆକ୍‌ଟିଭ ରହି କ୍ରିମିନାଲ୍‌ କ୍ଲିନ୍‌ ପାଇଁ ତତ୍ପର ରହିଥିବା ବେଳେ ବେପରୁଆ ଗାଡି ଚାଳନା ଓ ଅନ୍ୟାନ୍ୟ ଟ୍ରାଫିକ୍‌ ଆଇନ୍‌ ଉଲଂଘନକୁ ରୋକିବା ପାଇଁ ବି ଅଣ୍ଟା
Read More...