Yearly Archives

2023

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ପାଟଣା : ହାତୀ ଆକ୍ରମଣରେ ଚାଲିଗଲା ଜଣେ ମହିଳାଙ୍କ ଜୀବନ । ସୂଚନା ଅନୁସାରେ ଘଟଗାଁ ବ୍ଲକ ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ପୋଇପାଣି ଗ୍ରାମର ଗୁରୁଚରଣ ମହାରଣାଙ୍କ ପତ୍ନୀ ତୁଳସୀ ମହାରଣା (୪୫)ଙ୍କୁ ଗତ ୪ତାରିଖ ସନ୍ଧ୍ୟା ପାଖାପାଖି ୬ଟା ସମୟରେ ଏକ ଦନ୍ତା ହାତୀ ଟେକି କଚାଡି ଦେବାରୁ ସେ
Read More...

୧୧ କେଭି ଭୂତଳ ବିଦ୍ୟୁତ କେବୁଲ କାର୍ଯ୍ୟକ୍ଷମ

ସମ୍ବଲପୁର : ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ୱରୀଙ୍କ ଐତିହାସିକ ପ୍ରକଳ୍ପ ସମଲେଇ ଯୋଜନା ଅଧିନରେ କମଳି ବଜାରଠାରୁ ବଡବଜାର ଏବଂ ମାଁ ସମଲେଶ୍ୱରୀ ମନ୍ଦିର ପାଶ୍ୱ ଦେଇ ଭୂତଳ ୧୧ କେଭି ବିଦ୍ୟୁତ କେବୁଲକୁ କାର୍ଯ୍ୟକ୍ଷମ କରାଯାଇଛି । ଏହି ବିଦ୍ୟୁତ କେବୁଲ (ତାର)ରେ ବିଦ୍ୟୁତ
Read More...

୪ ରାଜ୍ୟରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ : ଆଜିକାଲି ସାରା ଦେଶରେ ଅନେକ ଭୂକମ୍ପ ଘଟୁଛି । ଆଜି ଦେଶର ବିଭିନ୍ନ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି । ତାମିଲନାଡୁ, କର୍ଣ୍ଣାଟକ, ଗୁଜରାଟ ଏବଂ ମେଘାଳୟରେ ଭୂକମ୍ପ ଅନୁଭୂତ ହୋଇଛି । ତାମିଲନାଡୁରେ ଆଜି ସକାଳୁ ୭.୩୯ ରେ ୩.୨ ମ୍ୟାଗ୍ନିଚ୍ୟୁଡ୍‌ର ଏକ ଭୂକମ୍ପ ଅନୁଭୂତ ହୋଇଥିବା
Read More...

ଡାକଘର ବିଧେୟକ ୨୦୨୩ରେ ପୋଷ୍ଟ ଅଫିସ ବିଲ୍‌କୁ ସମର୍ଥନ କରି ଜିଡିଏସ୍‌ମାନଙ୍କୁ ବିଭାଗୀୟ କର୍ମଚାରୀ ମାନ୍ୟତା ଦାବୀ କଲେ…

ଭୁବନେଶ୍ୱର /ବଲାଙ୍ଗିର, (କେପିଏନ୍‌ଏସ୍‌) : ଶୀତକାଳୀନ ଅଧିବେଶନରେ ରାଜ୍ୟସଭାରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଆଗତ ପୋଷ୍ଟ ଅଫିସ୍ ବିଲ୍ ୨୦୨୩ରେ ସାଂସଦ ନିରଞ୍ଜନ ବିଶି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ନୂତନ ପୋଷ୍ଟ ଅଫିସ ବିଲ୍‌ ୨୦୨୩ ୧୨୫ ବର୍ଷର ପୁରୁଣା ଇଣ୍ଡିଆନ୍‌
Read More...

ଅର୍ଜୁନ ମୁଣ୍ଡା ନୂଆ କୃଷି ମନ୍ତ୍ରୀ

ନୂଆଦିଲ୍ଲୀ : କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ନୂଆ କୃଷି ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଛି । ଆଦିବାସୀ ମନ୍ତ୍ରଣାଳୟ ସହ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଭାବେ ଶ୍ରୀ ମୁଣ୍ଡା କାମ କରିବେ। ତେଣୁ ଏବେ ଅର୍ଜୁନ ମୁଣ୍ଡା ଦେଶର ନୂଆ କୃଷି ମନ୍ତ୍ରୀ ହୋଇଛନ୍ତି । ଏଠାରେ
Read More...

ଚିନ୍ମୟ ବିଦ୍ୟାଳୟର ୩୨ତମ ବାର୍ଷିକୋତ୍ସବ ଚିନ୍ମୟବିଭା ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଇଂରାଜୀ ମାଧ୍ୟମ ଚିନ୍ମୟ ବିଦ୍ୟାଳୟର ୩୨ତମ ଦୁଇ ଦିନିଆ ବାର୍ଷିକୋତ୍ସବ ଚିନ୍ମୟବିଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଶିକ୍ଷାବିତ୍‌ ଉପେନ୍ଦ୍ର ନାଥ ଷଡ଼ଙ୍ଗୀଙ୍କ ସଭାପତିବ ଓ ସାଧାରଣ ସମ୍ପାଦକ ରମାକାନ୍ତ
Read More...

ଏଲ୍‌ପିଜି ଗ୍ୟାସ୍ ଲିକ୍‌ରୁ ଅଗ୍ନିକାଣ୍ଡ

କଟକ : କଟକର ପିଠାପୁରସ୍ଥିତ ତାରଚାନ୍ଦପାଟଣାରେ ସକାଳୁ ଏଲ୍‌ପିଜି ଗ୍ୟାସ୍ ଲିକ୍ ହୋଇ ଅଗ୍ନିକାଣ୍ଡ ହୋଇଛି । ରୋଷେଇ କରୁଥିବା ବେଳେ ଗ୍ୟାସ୍ ଲିକ୍ ହୋଇ ହଠାତ୍ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡରେ ଏକ ପରିବାରର ୩ ଜଣ ସାମାନ୍ୟ ଆହତ ହୋଇଛନ୍ତି । ତାଙ୍କୁ ଏସ୍‌ସିବି ମେଡିକାଲରେ
Read More...

ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରାଶି ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ନେହେରୁ ଯୁବକେନ୍ଦ୍ର ପକ୍ଷରୁ ସ୍ୱେଚ୍ଛାସେବୀ ଡି.ବିଷ୍ଣୁପ୍ରିୟାଙ୍କ ତତ୍ୱାବାଧାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ ହୋଇଥିଲା ।
Read More...

ଆର୍ମି କର୍ମୀ ଦିଲେଶ୍ୱର ପାତ୍ରଙ୍କ ପାର୍ଥିବ ଶରୀର କାଳୀପଲ୍ଲୀ ଗାଁରେ ପହଞ୍ଚିଲା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱର ମହାନଗର ନିଗମର ଆମ୍ବୁଲାନ୍ସରେ ସେନା କର୍ମଚାରୀ ଜେ.ଦିଲେଶ୍ୱର ପାତ୍ରଙ୍କ ପାର୍ଥିବ ଶରୀର କାଳୀପଲ୍ଲୀ ଗାଁରେ ପହଞ୍ଚିଲା । ସେନାବାହିନୀରେ ଚାକିରୀ କରି ଘରକୁ ଛୁଟିରେ ଆସିଥିଲେ । ଗୋପାଳପୁର ବନ୍ଦର ସହରରେ ଗତ ରବିବାର ଅନୁଷ୍ଠିତ
Read More...

ଟିଟିଲାଗଡ଼କୁ ସ୍ଵତନ୍ତ୍ର ଜିଲ୍ଲା ଓ ହଲଦୀକୁ ଏକ ବ୍ଲକ ଦାବୀ ନେଇ ମୁରିବାହାଲ ବ୍ଲକ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ :…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଦୀର୍ଘ ୩୧ବର୍ଷ ଧରି ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦାବୀ ହୋଇ ଆସୁଥିବା ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଉପଖଣ୍ଡକୁ ଏକ ସ୍ଵତନ୍ତ୍ର ଜିଲ୍ଲାର ମାନ୍ୟତା ତଥା ମୁରିବାହାଲ ବ୍ଲକର ହଳଦୀକୁ ଏକ ବ୍ଲକ ଦାବୀ ନେଇ ମୁରିବାହାଲରେ ଗୁରୁବାର ବନ୍ଦ ପାଳନ
Read More...