Yearly Archives

2023

ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର : ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ମାର୍ଚ୍ଚ ପହିଲାରୁ ଆଇଏଏସ୍ ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ
Read More...

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ନିଯୁକ୍ତି

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଅବସର ନେବେ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର । ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଅବସର ନେଉଥିବା ବେଳେ ସରକାର ତାଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଶକ୍ତି
Read More...

ମୁଖ୍ୟ ଶାସନ ସଚିବଙ୍କ ଦେଓମାଳି ଓ କୋଟିଆ ଗସ୍ତ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲ୍ଲାର ଦେଓମାଳି ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଦେଓମାଳୀଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ ଚାରା ରୋପଣ କରିଥିଲେ । ସେହିଭଳି କୋଟିଆରେ ସରକାରଙ୍କ
Read More...

ଆସନ୍ତା ମହିଳା ଦିବସ ଉପଲକ୍ଷେ ଲେଡିଲାୟନର ଖେଳ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ମହିଳା ଦିବସ ଉପଲକ୍ଷେ ମହିଳା ସଂଗଠନ ଲେଡିଲାୟନ ତରଫରୁ ଝିରପାଣି ସ୍ଥିତ ସାଇନିଂ ପଡିଆ ଠାରେ ବିଭିନ୍ନ ପ୍ରକାର ଖେଳ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବନ୍ଦିତା ମାହତୋ, ଉପସଭାପତି ଚିଲିକା ସାହୁ ଓ ସାଧାରଣ ସଂପାଦିକା ଗୌରୀ
Read More...

ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକ ବନ୍ଧୁମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ୍ କଲୋନୀ ସ୍ଥିତ ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକ ବନ୍ଧୁମିଳନ ଧାମରା ସଂଘଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ନବଘନ ସାହୁ ଏବଂ ସାଧାରଣ ସମ୍ପାଦକ ଶଙ୍କର ପ୍ରସାଦ ତ୍ରିପାଠୀଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତାମାନେ ସଦସ୍ୟମାନଙ୍କର
Read More...

ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ଖଡ୍ଗ ଭବନଠାରେ ରାଉରକେଲା ଅବସରପ୍ରାପ୍ତ ଇସ୍ପାତ ଶିକ୍ଷକ ସଂଘର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅନ୍ତର୍ଯ୍ୟାମୀ ସାହୁଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ମଧୁସୂଦନ ବଳଙ୍କ
Read More...

ମହାଶକ୍ତି ଫାଉଣ୍ଡେସନ ତରଫରୁ ଷଷ୍ଠ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ମ. ରାମପୁର, (ହେମନ୍ତ ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ଉର୍ଲାଦାନି, ଦୁଡ଼ୁକାରଞ୍ଜା ଓ ବ।ରବନ୍ଧା ଗ୍ରାମ
Read More...

ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆଙ୍କ ୯୭ତମ ଜୟନ୍ତୀ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିପ୍ଳବୀ କବି, ସୁଲେଖକ, ସର୍ବହରାର ସାଥୀ ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆଙ୍କ ୯୭ତମ ଜୟନ୍ତୀ ସମାରୋହ ସ୍ଥାନୀୟ ସାମ୍ବାଦିକ ଭବନଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଅଧ୍ୟାପକ ସନ୍ଦୀପ କୁମାର କୁଅଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ମାନିତ
Read More...

ଆମ ଆଦମୀ ପାର୍ଟି ବଲାଙ୍ଗିର ଜିଲ୍ଲା ତରଫରୁ ଆସନ୍ତା ୨୮ରେ ପଦଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଯାଦବ ଭବନଠାରେ ଆଜି ସାମ୍ବାଦିକ ସମ୍ମିଳନୀ କରି ଆମ ଆଦମୀ ପାଟି ବଲାଙ୍ଗିର ଜିଲ୍ଲା ତରଫରୁ ଆସନ୍ତା ୨୮ ତାରିଖରେ ଦିବା ୧୧ ଘଟିକା ସମୟରେ ଗାନ୍ଧୀପାଠାଗାରଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପଦଯାତ୍ରା ପ୍ରଦର୍ଶନ ମାଧ୍ୟମରେ ପ୍ରତିବାଦ
Read More...

ଶିକ୍ଷକ ଚନ୍ଦ୍ରଶେଖର ଧାଉଡିଆଙ୍କ ଏକାଦଶାହରେ ଶୋକସଭା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଶିକ୍ଷକ ଚନ୍ଦ୍ରଶେଖର ଧାଉଡିଆଙ୍କ ଏକାଦଶାହରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ ବ୍ଲକ୍ ପ୍ରାକ୍ତନ ଶିକ୍ଷକ ସଂଘ ସଭାପତି ପ୍ରହଲ୍ଲାଦ ସ୍ଵାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶୋକସଭାରେ ଗୁରୁ ଗୋବିନ୍ଦ ସାମନ୍ତରାୟ, କବି ଶିକ୍ଷୟିତ୍ରୀ
Read More...