Yearly Archives

2023

ମନ୍ତ୍ରୀ ଟୁକୁନି ସାହୁଙ୍କ ଅଚାନକ ବାଲିମେଳା ଗସ୍ତ

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା ବାଲିମେଳା ପୋଟେରୁ ଜଳସେଚନ ପ୍ରକଳ୍ପର ସୋଲୁକୋଣ୍ଡା ବ୍ୟାରେଜ ଓ ମେଗା ଲିଫ୍ଟକୁ ଅଚାନକ ଗସ୍ତ କରିଛନ୍ତି ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଶନିବାର ପୋଟେରୁ ଜଳସେଚନର ସୋଲକୋଣ୍ଡା ବ୍ୟାରେଜକୁ ଯାଇ ସେଠାରେ ଥିବା ଦୁଇଟି କେନାଲ
Read More...

ବିଦ୍ୟୁତ୍ ଆଘାତରେ ଟ୍ରକ୍ ହେଲ୍ପର ସମେତ ଶ୍ରମିକ ଗୁରୁତର

ସୋର : ବିଦ୍ୟୁତ୍ ଆଘାତରେ ଜଣେ ଟ୍ରକ ହେଲ୍ପର ସମେତ ଜଣେ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବ୍ଲକ ନିକଟରେ ଥିବା ଏକ ରଡ଼ ସିମେଣ୍ଟ ଦୋକାନରେ ରଡ଼ ଓହ୍ଲାଯାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଏମାନେ ଆହତ ହୋଇଥିବା ଜଣାପଡ଼ିଛି ।
Read More...

ଆର୍‌ଆଇଏଚ୍‌ଏସ୍‌ରେ ମେଗା ରକ୍ତଦାନ ଶିବିର

ଭୋଗରାଇ : ବାଲେଶ୍ଵର ଜିଲ୍ଲାର ଅନ୍ୟତମ ଅଗ୍ରଣୀ ମହାବିଦ୍ୟାଳୟ ଭାବେ ପରିଚିତ ଭୋଗରାଇ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନ (ଆର୍‌ଆଇଏଚ୍‌ଏସ୍‌) । ଏହି ପ୍ରତିଷ୍ଠାନରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା(ଏନ୍ଏସଏସ), ଭାରତ ସ୍କାଉଟ୍ସ ଏଣ୍ଡ
Read More...

ତୁର୍କୀରେ ପୁଣି ଭୂମିକମ୍ପ

ଆଙ୍କାରା : ଶନିବାର ତୁର୍କୀରେ ପୁଣି ଥରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଛି । କେନ୍ଦ୍ରୀୟ ତୁର୍କୀ ଅଞ୍ଚଳରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରହିଛି । ଏନେଇ ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂମିକମ୍ପ କେନ୍ଦ୍ର ଏହି ସୂଚନା ଦେଇଛି ।
Read More...

ବିବାହ ପ୍ରୋସେସନ୍‌ରେ ବୋହିଲା ରକ୍ତ ନଦୀ, କନ୍ୟାପକ୍ଷଙ୍କୁ ଛୁରୀ ଭୁସିଦେଲେ ବରଯାତ୍ରୀ

ତୁରେକେଲା, (କୈଳାସ ସଗ୍ରିଆ) : ବିବାହ ପ୍ରୋସେସନ୍‌ରେ ବୋହିଲା ରକ୍ତ ନଦୀ, କନ୍ୟାପକ୍ଷଙ୍କୁ ଛୁରୀ ଭୁସିଦେଲେ ବରଯାତ୍ରୀ । ସୂଚନା ଅନୁସାରେ ତୁରକେଲା ଥାନା ମୁରିବାହାଲ ଗାଁରେ ଗତକାଲି ଏକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିଳମ୍ୱିତ ରାତି ରାୟପୁର କୁକୁରବେଡ଼ା ଗାଁରୁ ଆସିଥିବା
Read More...

୨ ଦିନିଆ କୋରାପୁଟ ଗସ୍ତରେ ମୁଖ୍ୟ ଶାସନ ସଚିବ

ଜୟପୁର : ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଦୁଇ ଦିନିଆ କୋରାପୁଟ ଜିଲ୍ଲା ଗସ୍ତରେ ଆସିଛନ୍ତି । ଆଜି ଅପରାହ୍ନରେ ଜୟପୁର ଏୟାରପୋର୍ଟରେ ଓହ୍ଲାଇ ବିମାନ ବନ୍ଦର ପରିଦର୍ଶନ କରିଛନ୍ତି । ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣଧିନ ୭ ମହଲା କୋଠା ବୁଲି ଦେଖିଛନ୍ତି ।
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ମହିଳା ମୃତ

ବିଞ୍ଝାରପୁର : ବିଞ୍ଝାରପୁର ବ୍ଲକ ମଇଁନ୍ଦା ପେଟ୍ରୋଲ ପମ୍ପ ନିକଟରେ ଶାଶୁ ଓ ବୋହୂ ସ୍କୁଟିରେ ଆସୁଥିବା ବେଳେ ହାଇୱା ଧକ୍କାରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ମହିଳା ଜଣକ ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମର ସ୍ଵର୍ଣ୍ଣଲତା ରାଉତ ବୋଲି ଜଣାପଡ଼ିଛି । ଘଟଣା ପରେ ସ୍ଥାନୀୟ
Read More...

ପରିବହନ ମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି : ବାଣିଜ୍ୟ ଏବଂ ପରିବହନ ମନ୍ତ୍ରୀ ଟୁକୁନି ସାହ ଓ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ମାଲକାନଗିରି ଗସ୍ତକରି ନିର୍ମାଣଧୀନ ଏୟାରଷ୍ଟ୍ରିପ କାର୍ୟ୍ୟ ତ୍ୱରାନ୍ୱିତ ନେଇ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ବିଶାଲ ସିଂ ଏୟାରଷ୍ଟ୍ରିପ କାର୍ୟ୍ୟର ଅଗ୍ରଗତି ବିଷୟରେ ସମସ୍ତ ସୂଚନା ପ୍ରଦାନ
Read More...

ବିଦ୍ୟୁତ ଆଘାତରେ ଯୁବକ ମୃତ

ଭୋଗରାଇ : ବିଦ୍ୟୁତ ଆଘାତରେ ଜନୈକ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଯୁବକ ଜଣକ ହେଲେ ବାଲେଶ୍ଵର ଜିଲ୍ଲା ଭୋଗରାଇ ଥାନା ଦେହୁର୍ଦ୍ଦା ପଞ୍ଚାୟତ ଅନ୍ତର୍ଗତ ଦେହୁର୍ଦ୍ଦା ଗ୍ରାମର ହୃଷିକେଶ ଦାସ (୨୦) । ସୂଚନା ଅନୁସାରେ ହୃଷିକେଶ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଲୋକଙ୍କ ଘରେ ବିଦ୍ୟୁତ
Read More...

ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମ ସ୍ଥିତ ହାୱା ଗାର୍ଡେନ ଖେଳ ପଡିଆରେ ଜିଲ୍ଲାସ୍ତରୀୟ ଖେଳ ପ୍ରତିଯୋଗିତା ନେହେରୁ ଯୁବକେନ୍ଦ୍ର ସହାୟତାରେ ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଆନୁକୂଲ୍ୟରେ ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନାଗରିକ
Read More...