ପାକିସ୍ତାନରେ ଭୂମିକମ୍ପ ଅନୁଭୂତ
ଇସଲାମାବାଦ : ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଶୁକ୍ରବାର ସକାଳ ୬ଟାରେ ଏକ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ରେକର୍ଡ କରାଯାଇଛି । ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।
Read More...
Read More...