Yearly Archives

2023

ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ନିଆଁ ଦାଉରୁ ଜଙ୍ଗଲକୁ ସୁରକ୍ଷା ଦେବା ପାଇଁ ସଚେତନତା

ଖପ୍ରାଖୋଲ, (ଅଶୋକ ବାଗ) : ହରିଶଙ୍କର ବନାଞ୍ଚଳ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ନିଆଁ ଦାଉରୁ ଜଙ୍ଗଲକୁ ସୁରକ୍ଷା ଦେବା ପାଇଁ ସଚେତନା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛଞ୍ଚନବାହାଲି, ଦୁଡୁମଦର୍ହା, ସିନ୍ଧବାହାଲି, କର୍ଲାମାଲ, ଗୁଣ୍ଡୁରୁପାଲି,
Read More...

ବାବା ବଣିବକ୍ରେଶ୍ଵର ପୀଠରେ ବିଶ୍ୱଶାନ୍ତି ମହାଶୈବ ଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଶ୍ରୀ ଶ୍ରୀ ବାବା ବଣିବକ୍ରେଶ୍ୱର ଦେବଙ୍କ ପବିତ୍ର ପୀଠ ସ୍ଥଳୀରେ ଗୁରୁବାର ସନ୍ଧ୍ୟାରେ ବିଶ୍ୱଶାନ୍ତି ମହାଯଜ୍ଞ ପୂର୍ଣ୍ଣାହୂତି ହୋଇଯାଇଛି । ଆଠଦେଶ ଠାକୁର ତଥା ଆମ ଅଞ୍ଚଳର ଇଷ୍ଟ ଦେବ ବାବା ବଣିବକ୍ରେଶ୍ୱର
Read More...

ଟିଟିଲାଗଡ ଆଦର୍ଶ ଥାନା ସମ୍ମିଳନୀ କକ୍ଷରେ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦିନ ଥିଲା ପୋଲିସକୁ ଲୋକ ଭୟ କରୁଥିଲେ । କିନ୍ତୁ ରାଜ୍ୟ ସରକାରଙ୍କ ୫ଟି ଆସିଲା ଦିନଠାରୁ ଲୋକଙ୍କ ମନରେ ଭୟ ସୃଷ୍ଟି ନ ହୋଇ ସାଧାରଣ ଜନତା ନିଜର ସୁବିଧା ଅସୁବିଧା ବିଷୟରେ କିପରି ନିର୍ଦ୍ଵନ୍ଦରେ କହିପାରିବେ ପୋଲିସ ତଥା ଥାନାକୁ କୌଣସି ଲୋକ ଅଭିଯୋଗ ନେଇ
Read More...

ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମ ସ୍ଥିତ ହାୱା ଗାର୍ଡେନ ଖେଳ ପଡିଆରେ ଜିଲ୍ଲାସ୍ତରୟ ଖେଳ ପ୍ରତିଯୋଗିତା ନେହେରୁ ଯୁବକେନ୍ଦ୍ର ସହାୟତାରେ ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଆନୁକୂଲ୍ୟରେ ଗତକାଲି ଆରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଗୋବିନ୍ଦ
Read More...

ସମୁଦ୍ର ବେଳାଭୂମିରେ ଋଷିକୂଲ୍ୟା ସଙ୍ଗମ ସ୍ଥଳରେ ଅଲିଭ ରିଡଲେଙ୍କ ଗଣ ଅଣ୍ଡାଦାନ ଆରମ୍ଭ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଋଷିକୂଲ୍ୟା ମୁହାଣ ସାମୁଦ୍ରିକ ଅଲିଭ ରିଡଲେ କଇଁଛଙ୍କ ଏନ୍ତୁଡ଼ିଶାଳ ଭାବେ ପରିଚିତ । ଅଲିଭ ରିଡଲେ ସାମୁଦ୍ରିକ କଇଁଛଙ୍କ ସାମୁହିକ ଗଣ ଅଣ୍ଡାଦାନ ହୋଇଥିବା ଗୁରୁବାର ଦିନ ଦେଖିବାକୁ ମିଳିଛି । ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟା ଗ୍ରାମ ନିକଟସ୍ଥ ସମୁଦ୍ର
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ ଦ୍ଵାରା ଜିଲ୍ଲାରେ ବିହନ ପରୀକ୍ଷାଗାର ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରଙ୍ଗେଇଲୁଣ୍ଡାଠାରେ ଥିବା ଆଞ୍ଚଳିକ କୃଷି ତାଲିମ ସମ୍ପ୍ରସାରଣ ପ୍ରତିଷ୍ଠାନ ପରିସରରେ ଜିଲ୍ଲାର ବିହନ ପରୀକ୍ଷାଗାର ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ କରକମଳରେ ବୁଧବାର ଉଦ୍‌ଘାଟିତ ହୋଇଯାଇଛି । ଦକ୍ଷିଣାଞ୍ଚଳ ଜିଲ୍ଲା ସକାଶେ ଏହା ଖୁସି
Read More...

ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି ଅଭିଯୋଗ

ଆନନ୍ଦପୁର : ଆନନ୍ଦପୁର ପୌରପରିଷଦ ଖପରାଖାଇ ଅଞ୍ଚଳର ଇନ୍ଦ୍ରମଣି ନନ୍ଦିଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଛି । ଘରେ କେହି ନ ଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ୧୦ ହଜାର ନଗଦ ଟଙ୍କା ସହ ୧୮ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରି କରି ନେଇଥିବା ଅଭିଯୋଗ
Read More...

ଛତିଶଗଡର ନୂତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ

ପାଟଣାଗଡ, (ସଦାଶିବ ସରାଫ) : ଛତିଶଗଡର ନୂତନ ରାଜ୍ୟପାଳ ଭାବେ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଓଡିଶାର ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂଦେଓ ଯୋଗଦାନ କରି
Read More...

ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଲଡୁଗାଁ ଦଳ ଚାମ୍ପିୟନ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁ ମିନି ଷ୍ଟାଡିୟମରେ ଲଡୁଗାଁ ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ଫାଇନାଲ ଖେଳରେ ମୁଖ୍ୟ ଅତିଥି ଭାବେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଯୋଗଦେଇ
Read More...

ଉତ୍କଳମଣିଙ୍କ ଜନ୍ମପୀଠର କାୟାକଳ୍ପ

୧୫ ଫୁଟ ଉଚ୍ଚ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ, ଶିବ ମନ୍ଦିର, ସଂଗ୍ରାହାଳୟ, ଶିଶୁ ପାର୍କ, ପରିକ୍ରମା ରାସ୍ତା, ସୂଚନା କେନ୍ଦ୍ରସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟକ୍ରମ, ୫-ଟି ଉପକ୍ରମରେ ରାଜ୍ୟର ସବୁ ବରପୁତ୍ରଙ୍କ ଜନ୍ମପୀଠର ରୂପାନ୍ତର
Read More...