Yearly Archives

2023

ଛଉ ନୃତ୍ୟ ଗୁରୁ ତ୍ରିଲୋଚନ ମହାନ୍ତଙ୍କୁ ‘ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ’

ବାରିପଦା : ସାଂସ୍କୃତିକ କ୍ଷେତ୍ରକୁ ଅତୁଳନୀୟ ଅବଦାନ ପାଇଁ ପ୍ରଦାନ କରାଯାଉଥିବା ଦେଶର ସବୁଠାରୁ ସମ୍ମାନଜନକ 'ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ'ରେ ଭୂଷିତ ହେଲେ ମୟୂରଭଞ୍ଜ ବିଶିଷ୍ଟ ଛଉ ନୃତ୍ୟ ଗୁରୁ ତ୍ରିଲୋଚନ ମହାନ୍ତ । ଗୁରୁବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଭାରତର
Read More...

ଭାରସାମ୍ୟ ହରାଇ ଓଲଟିଲା ଗାଡି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପାଟଣାଗଡ଼ ମୁଖ୍ୟ ରାସ୍ତା ସ୍ଥିତ ପଥରଚେପା ହନୁମାନ ମନ୍ଦିର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ମାଲ ନେଇ ଯାଉଥିବା ଗାଡ଼ି ସମ୍ମୁଖରେ ଗାଈଟିଏ ଆସିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି । ସୂଚନା ଅନୁସାରେ
Read More...

ବରଯାତ୍ରୀରେ ନାଚୁଥିବା ବେଳେ ଠେଲାପେଲାରେ ଜଣେ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଘାଟତରଭା ଗାଁଠାରେ ଗତ ରାତ୍ରିରେ ବରଯାତ୍ରୀରେ ନାଚୁଥିବା ବେଳେ ଠେଲାପେଲାରେ ଜଣେ ଗୁରୁତର ହୋଇ ବଲାଙ୍ଗିର ମେଡ଼ିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ବ୍ୟକ୍ତି ଜଣକ ରମାକାନ୍ତ ନାଏକ(୨୯) ବୋଲି ଜଣାପଡିଛି । ସୂଚନା ଅନୁସାରେ ରମାକାନ୍ତ ବଲାଙ୍ଗିର ନିକଟସ୍ଥ
Read More...

ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱର୍ଣ୍ଣ ଜୟନ୍ତୀ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟର ଅଧିନସ୍ଥ ସାଲେପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପଚାଶ ବର୍ଷ ପୂର୍ତ୍ତି ଅବସରରେ ୨୨ ଓ ୨୩ ତାରିଖ ଦୁଇଦିନ ଧରି ବହୁ ଆଡମ୍ବରରେ ସୁବର୍ଣ୍ଣ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମ ଦିନରେ
Read More...

ଭାରସାମ୍ୟ ହରାଇ କାର୍‌ ଦୁର୍ଘଟଣାଗ୍ରସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅର୍ନ୍ତଗତ ଫାସଡ ନିକଟରେ ଏକ କାର୍‌ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପହିଛି । ଏଥିରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ତିନି ଜଣ ସାମାନ୍ୟ ଆହତ ହୋଇଛନ୍ତି । ଗୁରୁତର ଜଣକ ତ୍ରିଲୋଚନ
Read More...

ପଶ୍ଚିମ ଓଡ଼ିଶା ସନ୍ଥ ସମ୍ମିଳନୀ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଝାରବାହାଲି ରଘୁନାଥ ମଠ ପରିସରରେ ପଶ୍ଚିମ ଓଡ଼ିଶା ସନ୍ଥ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ସମ୍ବଲପୁର ଗୋପାଳଜୀ ମଠର ମହନ୍ତ ସଭାପତିତ୍ୱ କରିଥିବା ବେଳେ ପଶ୍ଚିମ ଓଡିଶାର ଅନେକ ମଠର ମହନ୍ତ ଓ ସାଧୁ ସମାଜ ଏହି ସମ୍ମିଳନୀରେ ଯୋଗଦାନ
Read More...

‘କୋଶଳ ପ୍ରବାହ’ର ପ୍ରଭାବ : ଖବର ପ୍ରସାରଣ ପରେ ତାତିଲା ପୋଲିସ, ଛୋଟ ମାଛକୁ ଧରି କୋର୍ଟ ଚାଲାଣ କରିଥିବା…

ପଦ୍ମପୁର, (ନିରୋଜ କୁମାର ପାଣୀ) : 'କୋଶଳ ପ୍ରବାହ'ର ପ୍ରଭାବ । ଖବର ପ୍ରସାରଣ ପରେ ତାତିଛି ପଦ୍ମପୁର ପୋଲିସ । ଛୋଟ ମାଛକୁ ଧରି କୋର୍ଟ ଚାଲାଣ କରିଥିବା ବେଳେ ବଡ଼ ମାଛକୁ ଗିରଫ କରିବ କେବେ ବୋଲି ସାଧାରଣରେ ପ୍ରଶ୍ନ ହେଉଛି । ସୂଚନାଯୋଗ୍ୟ ଯେ, ବରଗଡ ଜିଲ୍ଲା ପଦ୍ମପୁର ସହରରେ ମାତ୍ରାଧିକ
Read More...

ବଣିବନ୍ଧ ସଂରକ୍ଷିତ ଜଙ୍ଗଲରୁ ୨ ଗଳିତ ମୃତଦେହ ଉଦ୍ଧାର

ଚୌଦ୍ୱାର/ଗୁରୁଡ଼ିଝାଟିଆ : ଗୁରୁଡ଼ିଝାଟିଆ ପୁଲିସ ଖୁଣ୍ଟୁଣୀ ରେଂଜର ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ ଦୁଇ ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରିଥିବା ଜଣାପଡିଛି । ହେଲେ ସେମାନଙ୍କ ପରିଚୟ ଜଣା ପଡ଼ିନାହିଁ । ସୂଚନା ଅନୁସାରେ ଘଟଣାସ୍ଥଳରୁ ପୁଲିସ ଦୁଇଟି ମୋବାଇଲ ଜବତ କରିବା ସହ ମଦ ବୋତଲ ଓ ବିଷ
Read More...

ଗୋପବନ୍ଧୁ ଦାସଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟର ଲୋକାର୍ପଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟର ଲୋକାର୍ପଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

କିଡ୍‌ନୀ ରୋଗ ପ୍ରତି ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କିଡ୍‌ନୀ ରୋଗରୁ ଦୂରେଇ ରହିବା ପାଇଁ କେତେକ ସଚେତନତା ବାର୍ତ୍ତା ନିମ୍ନରେ ଦିଆଗଲା : କିଡ୍‌ନୀ ରୋଗରୁ ରକ୍ଷା ପାଇବା ପାଇଁ ଲୁଣ, ତେଲମସଲା ଓ ଆମୀଷ ଖାଦ୍ୟ କମ୍‌ ଖାଆନ୍ତୁ ।ନିଶା ଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।ପାଣିକୁ ଫୁଟାଇ ଛାଣି ପିଅନ୍ତୁ ।କୀଟନାଶକ
Read More...