ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ବଲାଙ୍ଗିର ଗସ୍ତ
ବଲାଙ୍ଗିର, (କେପିଏନ୍ଏସ୍) : ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ତିନିଦିନିଆ ବଲାଙ୍ଗିର ଗସ୍ତରେ ଆସି ବିଭିନ୍ନ ସ୍କୁଲ, କସ୍ତୁରୀବା ଗାନ୍ଧୀ ବାଳିକା ବିଦ୍ୟାଳୟ ଓ ଋତୁକାଳୀନ ବିଦ୍ୟାଳୟ, ଏସିସିଆ, ଏସ୍ଏଏ ଏବଂ ପୋଲିସ ଷ୍ଟେସନ ପରିଦର୍ଶନ କରିଥିଲେ । ପରିଦର୍ଶନ ସମୟରେ ଶିକ୍ଷା ସହିତ!-->…
Read More...
Read More...