ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, ୧ ଗୁରୁତର
ଗଜପତି : ଗଜପତି ଜିଲା ଆର. ଉଦୟଗିରି ଥାନା ଶିଆଳିଲଟି ପଞ୍ଚାୟତ ବେତାରସିଂ ଗ୍ରାମରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଖବର ମିଳିଛି । ମୃତକମାନେ ହେଲେ ଗଣେଶ ନାୟକ (୧୮) ଏବଂ ଅମ୍ବିକା ନାୟକ (୧୨) । ଗୁରୁତର ୭ବର୍ଷର ଝିଅ ଝୁମୁରି!-->…
Read More...
Read More...