ପୋଲସରାଠାରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ଵାରା ୪୭୨ ଜଣଙ୍କୁ ମଧୁବାବୁ ପେନସନ୍ ନୂତନ ଭତ୍ତା ବଣ୍ଟନ…
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ମଧୁବାବୁ ପେନସନ୍ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରମମନ୍ତ୍ରୀ!-->…
Read More...
Read More...