ଛତ୍ରପୁରରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ : ଘରେ ପଶି ମହିଳାଙ୍କୁ ନିର୍ମମ ହତ୍ୟା ଅଭିଯୋଗ
ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗ୍ରାମରେ ଘରେ ପଶି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି । ମହିଳା ଜଣକ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ ବୋଲି ଜଣାପଡିଛି । ବୁଧବାର ବିଳମ୍ବିତ ରାତିରେ!-->…
Read More...
Read More...