Yearly Archives

2023

ବଲାଙ୍ଗିର ପୋଲିସର ଆକ୍ସନ ଉପରେ ଆକ୍ସନ : ଏବେ ଟାର୍ଗେଟରେ ବେଆଇନ ଦେଶୀ ଓ ବିଦେଶୀ ମଦ ବେପାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୋଲିସର ଆକ୍ସନ ଉପରେ ଆକ୍ସନ ଦେଖିବାକୁ ମିଳୁଛି । ଅପରାଧୀଙ୍କୁ ସାବାଡ କରିବା ପାଇଁ ଅଣ୍ଟା ଭିଡିଛି ବଲାଙ୍ଗିର ପୋଲିସ । ପୋଲିସର ଏଭଳି ଜିରୋ ଟଲୋରେନ୍ସ ନୀତିରେ ହଲ୍‌ଚଲ୍‌ ହୋଇ ଉଠିଛି ଅପରାଧୀଙ୍କ ସାମ୍ରାଜ୍ୟ । ଏହି କ୍ରମରେ ଏବେ ବଲାଙ୍ଗିର
Read More...

ଇଣ୍ଟରନେସନାଲ୍‌ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

ଛାତ୍ରଛାତ୍ରୀଙ୍କୁ ପାଠପଢାକୁ ନେଇ ବୋଝ ଦେବା ଉଚିତ ନୁହେଁ ଗୁଡ଼ଭେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ସମରା ଗ୍ରାମ ସ୍ଥିତ ଇଣ୍ଟରନେସନାଲ୍‌ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଗୁଡ଼ଭେଲା ବ୍ଲକ ବିଡିଓ
Read More...

ଲେଡି ଲାୟନ ତରଫରୁ ରକ୍ତଦାନ ଶିବିର ଓ କଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳା ସଂଗଠନ ଲେଡି ଲାୟନ ତରଫରୁ କଳା ଦିବସ ଓ ରକ୍ତଦାନ ଶିବିର ଝିରପାଣି ସ୍ଥିତ ସାଇନିଂ କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବନ୍ଦିତା ମାହତୋଙ୍କ ସଭାପତିତ୍ୱ ଓ ସଂପାଦକ ଗୌରୀ କୁମ୍ଭାରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ବେସରକାରୀ କଲେଜ ଶିକ୍ଷକ ସଂଘ, ବରଗଡ଼ ଜିଲ୍ଲା ଶାଖାର ସମ୍ମିଳନୀ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ନିଖିଳ ଉତ୍କଳ ବେସରକାରୀ କଲେଜ ଶିକ୍ଷକ ସଂଘ, ବରଗଡ଼ ଜିଲ୍ଲା ଶାଖାର ସମ୍ମିଳନୀ ଗତକାଲି ପୂର୍ବାହ୍ନ ୧୧.୩୦ଘ.ରେ ଜିଲ୍ଲାର ମେଲଛାମୁଣ୍ଡା କନିଷ୍ଠ ମହାବିଦ୍ୟାଳୟରେ ସଭାପତି ପ୍ରାଧ୍ୟାପକ ସାଧୁଚରଣ ଗଡତିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚାସୀନ
Read More...

ଏକତା ମହିଳା ମଂଚ ତରଫରୁ ସହିଦ ଓ ପିତୃମାତୃ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା ମହିଳା ମଂଚ ତରଫରୁ କୋଏଲନଗର ସ୍ଥିତ ସି' ବ୍ଲକ ପାର୍କ ଠାରେ ସହିଦ ଓ ପିତୃମାତୃ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବସୁମତି ମହାନ୍ତିଙ୍କ ସଭାପତିତ୍ୱ ଓ ସଂପାଦିକା ଅଂଶୁପା ଦଳେଇଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ
Read More...

ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଂପର୍କିତ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଆଲୁମନି ଆସୋସିଏସନ୍ ତରଫରୁ ମହାବିଦ୍ୟାଳୟର ହଷ୍ଟେଲ ନମ୍ବର ୩ ଠାରେ ରହୁଥିବା ଅନ୍ତେବାସୀମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ସହ ଡାକ୍ତରଙ୍କ ସହ ଭାବବିନିମୟ କାର୍ଯ୍ୟକ୍ରମ କରାଯାଇଥିଲା ।
Read More...

ରେଲୱେ ସ୍କୁଲର ବାର୍ଷିକ ଉତ୍ସବ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ସ୍ଥାନୀୟ ସରକାରୀ ରେଲୱେ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ କଣ୍ଟାବାଞ୍ଜି ନଗରପାଳ ବରିୟମ୍ ସିଂ ସାଲୁଜା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କଣ୍ଟାବାଞ୍ଜି ଉପନଗରପାଲ ଶ୍ରୀମତି ମନୋରମା ରାଉତ, କଣ୍ଟାବାଞ୍ଜ
Read More...

ଧନଞ୍ଜୟ ମହାନ୍ତିଙ୍କ ପୂଣ୍ୟତିଥି ଓ ସ୍ମୃତି ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସିଭିଲ ଟାଉନସିପ ସ୍ଥିତ ସ୍ମୃତି ଉଦ୍ୟାନ ଠାରେ ଧନଞ୍ଜୟ ମହାନ୍ତି ମେମୋରିଆଲ ଟ୍ରଷ୍ଟ, ରାଉରକେଲା ତରଫରୁ ଧନଞ୍ଜୟ ମହାନ୍ତିଙ୍କ ୩୨ତମ ପୂଣ୍ୟତିଥି ଓ ସ୍ମୃତି ସଭା ପାଳିତ ହୋଇଯାଇଛି । ଟ୍ରଷ୍ଟର ସଂପାଦିକା ପୁଷ୍ପା ଲେଙ୍କାଙ୍କ ଆବାହକତ୍ୱରେ ଆୟୋଜିତ
Read More...

ଯୁବ ନେତୃତ୍ୱ ଏବଂ ଗୋଷ୍ଠୀ ବିକାଶ ତାଲିମ ଶିବିର ଅନୁଷ୍ଠିତ

ଭବାନୀପାଟଣା, (ପି.କେ.ସାହୁ) : ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧୀନସ୍ତ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ ମେହେରଙ୍କ ଅଧ୍ୟକ୍ଷତାରେ ପଲିଟେକନିକ୍‌ ପ୍ରଶିକ୍ଷଣ କେନ୍ଦ୍ର ଠାରେ ୩ ଦିନିଆ ଯୁବ ନେତୃତ୍ୱ ଏବଂ ଗୋଷ୍ଠୀ
Read More...

ମହୁଲପାଲିରେ ଶହୀଦ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲିଠାରେ ନେତାଜୀ ଯୁବକ ସଂଘ ତରଫରୁ ଶହୀଦ ଦିବସ ପାଳିତ ହୋଇଯାଇଛି । ପୁଲୱାମା ଘଟଣାର ଚତୁର୍ଥ ବାର୍ଷିକୀ ଅବସରରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବରିଷ୍ଠ ନାଗରିକ ଜଗଦୀଶ ସାହୁ, ମୁରାରୀ ସାହୁ, ମୀନକେତନ ସାହୁ, ଉଗ୍ରସେନ ସାହୁ,
Read More...