ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକୋତ୍ସବ ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ପେଲେସ୍ ଲାଇନ ସ୍ଥିତ ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକୋତ୍ସବ ପ୍ରତିମା ଟେଣ୍ଟ ହାଉସଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହିଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷା ସୁଷମା ମଂଜରୀ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ସମ୍ମାନିତ!-->…
Read More...
Read More...