ବିଲେଇସର୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଲ୍ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଦିନ ଉଦ୍ଘାଟିତ ହୋଇଯାଇଛି । ପ୍ରଥମ ଦିନର ଖେଳ ବିଲେଇସର୍ଡା ଓ ଭବାନୀପାଟଣା ମଧ୍ୟରେ ହୋଇଥିଲା । ନିର୍ଦ୍ଧାରିତ ସମୟ ସୁଦ୍ଧା କେହି କାହାରିକୁ ଗୋଲ ଦେଇ ନ ପାରିବାରୁ ଟ୍ରାଇବ୍ରେକରର ସାହାଯ୍ୟ ନିଆଯାଇଥିଲା ।!-->…
Read More...
Read More...