Yearly Archives

2023

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ପାଇକମାଲ ନାଗରିକ କମିଟି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ନାଗରିକ କମିଟିର ଏକ ଜରୁରୀ ବୈଠକ ନୃସିଂହନାଥ ଧର୍ମଶାଳା ପରିସରରେ ମନୋଜ କୁମାର ତ୍ରିବେଦୀଙ୍କ ସଭାପତିତ୍ୱରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ପାଇକମାଲ ନାଗରିକ କମିଟି, ବଣିକ ସଙ୍ଘ ସାମ୍ବାଦିକ ସଙ୍ଘର କର୍ମକର୍ତ୍ତାମାନେ
Read More...

କ୍ଷୁଦ୍ର ଚଳଚ୍ଚିତ୍ର ‘ଭରସା’ର ଲୋକାପର୍ଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନଠାରେ କ୍ଷୁଦ୍ର ଚଳଚ୍ଚିତ୍ର 'ଭରସା'ର ଲୋକାପର୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି
Read More...

ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ହରଭଙ୍ଗା ବିଡିଓଙ୍କ ଅଧ୍ୟକ୍ଷତାରେ ହରଭଙ୍ଗା ପଞ୍ଚାୟତ ସମିତିର ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ
Read More...

ଖୁଣ୍ଟପାଲିର ଝିଅ କୋଶଲି କୁଇନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲଟ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଝିଅ କୋଶଲି କୁଇନ ମୀରାବାଈ ପାଣିଗ୍ରାହୀଙ୍କୁ ତାଙ୍କ ଗ୍ରାମରେ ନିୟୁଜ ଜୁଏହୁଲା ସାହିତ୍ୟ ଅନୁଷ୍ଠାନ ତରଫରୁ ଗତ ଫେବୃୟାରୀ ୯ ତାରିଖରେ ସାମ୍ବାଦିକ ଅରକ୍ଷିତ ମହାନନ୍ଦ ନିଜେ ତାଙ୍କ
Read More...

ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟଗୁଡିକର ପ୍ରଧାନ ଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ…

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ ଜିଲ୍ଲାର ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଦିନ ୧୧ ଘଣ୍ଟା ସମୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ଆଗ ଥଇଥାନ ପରେ ଉଚ୍ଛେଦକୁ ପାଳନ କଲା ବଲାଙ୍ଗିର ପୌର ପରିଷଦ

ଜାଗା ମିଶନ ଜରିଆରେ ୧୬ଟି ପରିବାରଙ୍କୁ ପଟ୍ଟା ବଣ୍ଟନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋକଙ୍କୁ ବାସହୀନ, ଆଶ୍ରାହୀନ ଓ ଅସହାୟ କରି ଛାଡିଦେଇ ଧ୍ୱଂସସ୍ତୁପ ଉପରେ ବିକାଶ ଆମର ଲକ୍ଷ ନୁହେଁ । ବଲାଙ୍ଗିରର ସବୁ ବର୍ଗର ଲୋକଙ୍କୁ ନେଇ ବିସ୍ଥାପନ ପୂର୍ବରୁ ଉଚିତ ଥଇଥାନ କରି ବିକାଶ କରିବା
Read More...

ଧର୍ମ ପରାୟଣା ମହିଳାଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରାମଜୀପଡ଼ା ନିବାସୀ ଅଚ୍ୟୁତାନନ୍ଦ ଗୁରୁଙ୍କ ଧର୍ମପତ୍ନୀ ନନ୍ଦିନୀ ଦେବୀ ଗୁରୁଙ୍କ ତା.୧୦.୦୨.୨୦୨୩ ସକାଳେ ୭୮ବର୍ଷ ବୟସରେ ପରଲୋକ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କ ନିକଟରେ ପୁଅ ଏସଡ଼ିପିଓ ବୌଦ୍ଧ ଆନନ୍ଦ ଗୁରୁ, ବୋହୂ ମଞ୍ଜୁ ଗୁରୁ, ୨ ଝିଅ ଆରତୀ
Read More...

ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ବୁଢାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଡାସିଂହାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ବିଦାଳୟର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ ସଭାରେ ବଲାଙ୍ଗିର ବ୍ଲକ
Read More...

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ତରଭା ବ୍ଲକ ଅତାସିଂହା ସ୍ଥିତ କସ୍ତୁରବା ଗାନ୍ଧୀ ଆବାସିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଆନ୍ତର୍ଜାତୀୟ କରାଟେ ସ୍ୱର୍ଣ୍ଣ ପଦକ ବିଜେତା ତଥା ସେଲ୍ଫ ଡିଫେନ୍ସ ଏକ୍ସପାର୍ଟ ଅସୀମ କୁମାର ଭୋଇ
Read More...

ଜୁରାବନ୍ଧରେ ବସ୍ତ୍ରେନ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଯୁରାବନ୍ଧ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ପଞ୍ଚାୟତ ସଦରଠାରେ ଥିବା ଖେଳ ପଡିଆ ଠାରେ ୮ତମ ଷ୍ଟାର ସ୍ପୋର୍ଟସ ଏସୋସିଏସନ୍‌ ପକ୍ଷରୁ ମା' ବସ୍ତ୍ରେନ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି
Read More...