Yearly Archives

2023

କୁଡାସିଂହାରେ ସୁନ୍ଦରାକାଣ୍ଡ ପାରାୟଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଆନୁକୂଲ୍ୟରେ ତୁଳସୀ ରାମାୟଣର ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ବିଭୁଷିତ ପୂଜ୍ୟପାଦ ଶଙ୍କରାଚାର୍ଯ୍ୟ ପୁରୀ ଗୋବର୍ଦ୍ଧନ ପୀଠାଧିଶ୍ୱର ଶ୍ରୀ ଶ୍ରୀ
Read More...

ରେଡକ୍ରସ୍‌ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଠଗାଁ ହାଇସ୍କୁଲ ଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ୍‌ ପରାମର୍ଶଦାତାମାନଙ୍କ ତ୍ରିଦିବସୀୟ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ
Read More...

ଖପ୍ରାଖୋଲରେ ବାତଜ୍ଵର ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ନିଜେ ଔଷଧ ଖାଇ ଆରମ୍ଭ କଲେ ମେଡିକାଲ ଅଫିସର ଖପ୍ରାଖୋଲ, (ଅଶୋକ ବାଗ) : ସରକାର ସାରା ରାଜ୍ୟରେ ବାତଜ୍ଵର ବା ଫାଇଲେରିଆ ନିରାକରଣ ପାଇଁ ଅଭିଯାନ ଆରମ୍ଭ କରିଛନ୍ତି । ଏହି ଅବସରରେ ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ବାତଜ୍ଵର ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି
Read More...

ବଲାଙ୍ଗିରରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ନ୍ୟାୟାଧିଶ ଭିଜିଲାନ୍ସ ନ୍ୟାୟାଳୟ, ବଲାଙ୍ଗିର ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲାରେ ଥିବା ସମସ୍ତ
Read More...

ସାମୁହିକ ବ୍ରତୋପନୟନ ଓ ଗାୟତ୍ରୀ ଯଜ୍ଞ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ କନସିଂହା ଠାରେ ଆଞ୍ଚଳିକ ବ୍ରାହ୍ମଣ ସମାଜ ତରଫରୁ ସାମୁହିକ ବ୍ରତୋପନୟନ ଓ ଗାୟତ୍ରୀ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୧ ଜଣ ବଟୁ ବ୍ରତ ହୋଇଥିବା ବେଳେ ତିନି ଦିନ ଧରି ଚାଲିଥିଲା । ପ୍ରଥମ ଦିନରେ କଳସ
Read More...

କଟକଠାରେ ଦ୍ୱିତୀୟ ଭାରତୀୟ ରାଇସ୍ କଂଗ୍ରେସକୁ ଉଦ୍‌ଘାଟନ କଲେ ରାଷ୍ଟ୍ରପତି

● ଚାଉଳ ଭାରତରେ ଖାଦ୍ୟ ସୁରକ୍ଷାର ମୁଖ୍ୟ ଆଧାର ଏବଂ ଆମ ଅର୍ଥ ବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ : ରାଷ୍ଟ୍ରପତି ମୁର୍ମୁ କଟକ, (ପିଆଇବି) : ଚାଉଳ ଭାରତୀୟ ଖାଦ୍ୟ ସୁରକ୍ଷାର ଏକ ମୁଖ୍ୟ ଆଧାର ଏବଂ ଆମ ଅର୍ଥବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ ବୋଲି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ
Read More...

ବଲାଙ୍ଗିର ରେଳଷ୍ଟେସନ୍‌ ରାସ୍ତାର ଇନ୍ଦ୍ରପସ୍ତ ହୋଟେଲ୍‌ ନିକଟରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣର ତାତି ଏବେ ବି ସହରରେ ରହିଥିବା ବେଳେ ପୁଣି ଘଟିଛି ଏକ ଜଘନ୍ୟ କାଣ୍ଡ । ବଲାଙ୍ଗିର ରେଳଷ୍ଟେସନ୍‌ ରାସ୍ତାର ଇନ୍ଦ୍ରପସ୍ତ ହୋଟେଲ ନିକଟରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ସଂଘବଦ୍ଧ ଆକ୍ରମଣ
Read More...

ଚର୍ଚ୍ଚାରେ ଜିଲ୍ଲା ପରିଷଦ ସଭ୍ୟା ଝରଣା ପାଣିଗ୍ରାହୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜନୀତିରେ ପାଦ ଦେବାର ମାତ୍ର ମାସ କେଇଟା ହୋଇଛି ହେଲେ ତାଙ୍କୁ ନେଇ ଚର୍ଚ୍ଚା ଏବେ ଖୁବ୍ । ଏ ଚର୍ଚ୍ଚା କେବଳ ତାଙ୍କ ନିଷ୍ଠା, ପରିଶ୍ରମ ଓ କାମ ପାଇଁ । ନିଜ ଅଞ୍ଚଳରେ ତାଙ୍କର କାମ କରିବାର ଶୈଳୀ ଓ ଜନତା ସହ ସମ୍ପର୍କର ରଖିବାର ନିଆରା କଳା ପାଇଁ ଝରଣା
Read More...

୨ ଗାଡି ମୁହାଁମୁହିଁ ଧକ୍କା : ୨ ଗୁରୁତର

ସଇଁତଳା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ୨୬ ନଂ. ଜାତୀୟ ରାଜପଥ କରେଲଧୁଆ ଓଭରବିଜ୍ରଠାରେ ୨ ଗାଡି ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଟାଟାଏସି ଏବଂ ୪୦୭ ଗାଡି ମଧ୍ୟରେ ଧକ୍କା ହେବା ଫଳରେ ଟାଟାଏସିରେ ଥିବା ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି
Read More...

ବାନ୍ଧନବାଡି ଓ ରେଙ୍ଗଟାସିଲରେ ଜଙ୍ଗଲ ସୁରକ୍ଷା ଉପରେ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ, (କେପିଏନ୍‌ଏସ୍‌) : ଧୁବଲପଡା ଗ୍ରାମ ପଞ୍ଚାୟତର ବାନ୍ଧନବାଡି ଓ ରେଙ୍ଗଟାସିଲରେ ପାଟଣାଗଡ ଜଙ୍ଗଲ ବିଭାଗ ପକ୍ଷରୁ ଏକ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜଙ୍ଗଲରେ କିପରି ନିଆଁ ନଲାଗିବ ତା’ ଉପରେ ଜଙ୍ଗଲ ବିଭାଗର କର୍ମଚାରୀମାନେ ଦାଶକାଠିଆ ମାଧ୍ୟମରେ ଲୋକଙ୍କୁ
Read More...