Yearly Archives

2023

ଲାୟନ୍ସ ଭୋକେସନାଲ୍‌ ପବ୍ଲିକ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ

ପାଟଣାଗଡ଼, (ସଦାଶିବ ସରାଫ) : ପାଟଣାଗଡ଼ ସ୍ଥିତ ସର୍ବପୁରାତନ ଘରୋଇ ସ୍କୁଲ ଲାୟନ୍ସ ଭୋକେସନାଲ୍‌ ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ଉତ୍ସାହ ଉଦ୍ଦୀପନାରେ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବକୁ ପ୍ରଥମ ଦିନରେ ସ୍କୁଲର ସଭାପତି ତଥା ଲାୟନ୍ସ କ୍ଲବର
Read More...

ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ଓଲଟିଲା ବସ୍

ବୌଦ୍ଧ : ବୌଦ୍ଧ ଜିଲ୍ଲା ଚାରିଛକ ନିକଟସ୍ଥ ମାର୍ଡିଙ୍ଗ ଠାରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ଓଲଟିଲା ବସ୍ । ବିବାହ ପାଇଁ କନ୍ୟା ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ତେବେ ଦୁର୍ଘଟଣାରେ କନ୍ୟା ସମେତ ୨୫ ଜଣ ଯାତ୍ରୀ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲ ଗ୍ରାମ ଛକ ନିକଟରେ ବାଇକ୍‌-ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ପରଜଙ୍ଗ ଥାନା କନ୍ତୋର ଗ୍ରାମର ମାମୁଦ ସାହୁ ଓ ଅନ୍ୟ
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ମାସକିଆ ବୈଠକ ମାଲପଡାଠାରେ ସଭାପତି ଯୁଧିଷ୍ଠିର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ମାଲପଡାର ବିଭିନ୍ନ ସମସ୍ୟା ଓ ଉନ୍ନତିକରଣ ସମ୍ବନ୍ଧରେ ଆଗତ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା । ଆଲୋଚିତ ବିଷୟଗୁଡିକ
Read More...

ଫାଇଲେରିଆ ନିରାକରଣ ଅଭିଯାନ

ସାର୍ବଜନୀନ ବାତଜ୍ୱର ଔଷଧ ସେବନ ଦିବସ ପାଳନ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, ଶାସ୍ତ୍ରୀନଗର ମଧ୍ୟରେ ଫାଇଲେରିଆ ନିରାକରଣ ଅଭିଯାନ ଓ ସାର୍ବଜନୀନ ବାତଜ୍ୱର ଔଷଧ ସେବନ ଦିବସ ପାଳନ କରାଯାଇଛି । ଯାହା ମାଧ୍ୟମରେ ସର୍ବତ୍ର ଜିଲ୍ଲାରେ
Read More...

ବନବିଭାଗର ଚଢ଼ାଉ : କେନ୍ଦୁ ଏବଂ ଖଇର କାଠ ବୋଝଇ ଟ୍ରକ ଜବତ, ଅଭିଯୁକ୍ତ ଗିରଫ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ ଲାଠୋର ବନବିଭାଗ ମହୁଲପାଟି ଶଙ୍କରପଡାଠାରେ ଚଢାଉ କରି ଗୁରୁବାର ବିଲମ୍ବିତ ରାତିରେ ଖଇର ଏବଂ କେନ୍ଦୁ କାଠ ବୋଝେଇ ଏକ ଟ୍ରକ ଜବତ କରିଥିବା ଜଣାପଡିଛି । ସୂଚନା ଅନୁସାରେ ଲାଠୋର ବନବିଭାଗ ମହୁଲପାଟି ଗ୍ରାମର ଶଙ୍କରପଡାଠାରେ ବାହାର ରାଜ୍ୟ ଛତିଶଗଡକୁ
Read More...

ରାଜେନ୍ଦ୍ର ୟୁନିଭର୍ସିଟି ଛାତ୍ରଙ୍କୁ ଆକ୍ରମଣ ଘଟଣା : ୩ ଦଫା ଦାବୀରେ ଛାତ୍ର କଂଗ୍ରେସର ବିକ୍ଷୋଭ ଓ ଦାବାପତ୍ର ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଛାତ୍ରଛାତ୍ରୀଙ୍କ ବାରମ୍ବାର ଦାବୀ ସତ୍ୱେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ସୁରକ୍ଷା ବ୍ୟବସ୍ଥାକୁ ଅଣଦେଖା କରାଯାଉଛି । ଫଳରେ ପ୍ରତ୍ୟହ ଅନେକ ଛାତ୍ରଛାତ୍ରୀ ଅଣଛାତ୍ରଙ୍କ ଅସଦାଚରଣ ଓ ଆକ୍ରମଣର ଶିକାର ହେଉଛନ୍ତି । ଗୁରୁବାର ସନ୍ଧ୍ୟାରେ ଦୁଇ ଜଣ ହଷ୍ଟେଲ ଛାତ୍ର
Read More...

କୋଇଲା ଖଣି କ୍ଷତିଗ୍ରସ୍ତ ପ୍ରଜାଙ୍କ ସମସ୍ୟାକୁ ନେଇ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେପି ନେତୃମଣ୍ଡଳୀ

ତାଳଚେର, (ଆର୍ତ୍ତତ୍ରାଣ ପାଣି) : କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସଂସଦ ଭବନଠାରେ ତାଳଚେର ଏମ୍‌ସିଏଲ୍‌ କ୍ଷତିଗ୍ରସ୍ତ ପ୍ରଜାମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ଏକ ପ୍ରତିନିଧି ମଣ୍ଡଳୀ ସାକ୍ଷାତ କରିଛନ୍ତି । ବିଜେପି
Read More...

ଶ୍ରୀ ଭୀମଶଙ୍କର ମହାଦେବଙ୍କ ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ନିକଟରେ ଅବସ୍ଥିତ ଅଗସ୍ତି ନୂଆଁଗାଁ ଓଡିଶା ସ୍ୱତନ୍ତ୍ର ଆରକ୍ଷୀ ବାହିନୀ ଅଷ୍ଟମ ବାଟାଲିୟନ ପରିସରରେ ଶ୍ରୀ ଭୀମଶଙ୍କର ମହାଦେବଙ୍କ ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଗତ ସୋମବାର ଠାରୁ ୪ ଦିନ ବ୍ୟାପି
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଅଣଛାତ୍ରଙ୍କ ଆକ୍ରମଣର ଶିକାର ହେଲେ ୨ ଜଣ ଛାତ୍ର : ଜୋର ଧରିଛି ଅଶାନ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ସଂଧ୍ୟାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଜଣେ ଅସାମାଜିକ ଅଣଛାତ୍ର ବ୍ଲେଡ୍‌ ସାହାଯ୍ୟରେ ଦୁଇ ଜଣ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଫଳରେ ଦୁଇଜଣ ଛାତ୍ର ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି
Read More...