Yearly Archives

2023

ଆଦର୍ଶ ଶିକ୍ଷକ ହରିହର ସାହୁଙ୍କ ପରଲୋକ

ତରଭା, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ମେଣ୍ଢା ଗ୍ରାମର ଆଦର୍ଶ ଶିକ୍ଷକ ହରିହର ସାହୁଙ୍କ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁରେ ମେଣ୍ଢା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସେ ଦୁଇ ପୁଅ, ଦୁଇ ଝିଅ ତଥା ତିନି ନାତି, ପାଞ୍ଚ ନାତୁଣୀଙ୍କୁ ଛାଡ଼ି ଯାଇଛନ୍ତି । ସେ ଡଭା
Read More...

ୟୁପି ରାଜନୀତିରେ ଝଡ଼ : କେଶବ ପ୍ରସାଦ ମୌର୍ଯ୍ୟଙ୍କ ପରେ ଆଉ ଜଣେ ମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ସମର୍ଥନ କଲେ

ଲକ୍ଷ୍ନୌ : ବିହାର ପରେ ଏବେ ଉତ୍ତରପ୍ରଦେଶରେ ଜାତିଗତ ଜନଗଣନା ପାଇଁ ସମର୍ଥନ ବଢ଼ିବାରେ ଲାଗିଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଗତ କିଛି ଦିନ ହେବ ଏହି ଦାବୀ କରିଆସୁଛନ୍ତି । ରାଜ୍ୟର ଡେପୁଟି ସିଏମ୍ କେଶବ ପ୍ରସାଦ ମୌର୍ଯ୍ୟ ଅଖିଳେଶ ଯାଦବଙ୍କ ଦାବୀକୁ ସମର୍ଥନ କରିଛନ୍ତି । ଏଥି
Read More...

ବ୍ରାଉନସୁଗାର ଜବତ : ୪ ଗିରଫ

ଖୋର୍ଦ୍ଧା : ଖୋର୍ଦ୍ଧା ଆଦର୍ଶ ପୋଲିସକୁ ମିଳିଛି ବଡ଼ ସଫଳତା । ୧୬ ନଂ ଜାତୀୟ ରାଜପଥ ତୋଟାପଡ଼ା ଛକରେ ଚଢ଼ାଉ କରି ୫୬୦ ଗ୍ରାମର ବ୍ରାଉନସୁଗାର ଜବତ କରିଥିବା ଜଣାପଡିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୫୬ ଲକ୍ଷ ଟଙ୍କା ହେବ । ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ପୋଲିସ ଗିରଫ କରିଛି
Read More...

ଘାଟିରେ ଟ୍ରକ୍‌ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍‌ ଅଭିଯୋଗ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୃତ୍ତ ବୁଧବାର ସନ୍ଧ୍ୟାରେ ୫୯ନଂ. ଜାତୀୟ ରାଜପଥରେ କାଠଗଣ୍ଡି ପକାଇ ଏକ ଟ୍ରକ୍‌କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ ଶିକ୍ଷକଙ୍କୁ ମରଣାନ୍ତକ
Read More...

ରାଧା କୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ ମନ୍ଦିରର ରତ୍ନମୁଦ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦପଡ଼ାଠାରେ ରାଧା କୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ ଗତକାଲି ମନ୍ଦିରର ରତ୍ନମୁଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପ୍ରତିଷ୍ଠାର କର୍ତ୍ତା ଶ୍ରୀମତୀ ଉମାରାଣୀ ପୁରୋହିତ ଓ ରାଜେନ୍ଦ୍ର ପୁରୋହିତ ପୂଜାର୍ଚ୍ଚନା ପୂର୍ବକ ମନ୍ଦିରର
Read More...

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ : ଜଣେ ଗିରଫ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ ନିଜ ଟିମ୍ ସହ
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଶିବତଲା ସ୍ଥିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଛାତ୍ରୀମାନଙ୍କ ପାଇଁ ଆତ୍ମସୁରକ୍ଷା ତାଲିମ ଶିବିରର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ କୃପାସିନ୍ଧୁ ଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

କଳାହାଣ୍ଡି ଜିଲ୍ଲାରେ ବାର୍ଡ ଦ୍ଵାରା ଟ୍ରାଇର ଟେଲିକମ ଉପଭୋକ୍ତା ସଚେତନତା କର୍ମଶାଳା

କଳାହାଣ୍ଡି, (ପି.କେ.ସାହୁ) : ଉପୋଭକ୍ତା ଓକିଲାତି ସଂଘ ବାର୍ଡ ଭାରତ ସରକାରଙ୍କ ଟ୍ରାଇ ସହଯୋଗରେ ଏକ ଦିନିକିଆ ସାଇବର ନିରାପତ୍ତା ଟେଲିକମ ଓ ଗ୍ରାହକ ଅଧିକାର ଏବଂ ଅଭିଯୋଗ ସମ୍ବନ୍ଧୀୟ କର୍ମଶାଳାକୁ ମୁଖ୍ୟ ଅତିଥି ରୂପେ କଳାହାଣ୍ଡି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକ
Read More...

ସଚେତନ ନାଗରିକ ମଞ୍ଚର ଦିଲ୍ଲୀପ ରାୟଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚ ରାଉରକେଲାର ସାଧାରଣ ସଂପାଦକ ପି ପି ରାୟଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ମଂଚର ପ୍ରତିଷ୍ଠାତା ତଥା ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ସହ କଲ୍ୟାଣୀଠାରେ ଏକ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରି
Read More...

ପୁସ୍ତକ ମେଳାର ଅଷ୍ଟମ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳାର ଅଷ୍ଟମ ଦିନ ଇସ୍ପାତ ସାହିତ୍ୟ ସଂସଦ ତରଫରୁ ସାହିତ୍ୟ ସଭା ଓ ପୁସ୍ତକ ଅନାବରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ବ୍ରଜେନ୍ଦ୍ର ଦାଶଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ନୃସିଂହ ଚରଣ ବିଶ୍ବାଳଙ୍କ
Read More...