Yearly Archives

2023

ବ୍ଲକ ମିଶନ ଶକ୍ତି ଭବନର ଶୁଭ ଉଦ୍‌ଘାଟନ

ମ.ରାମପୁର, (ହେମନ୍ତ ସାହୁ) : ଆଜି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକର ନୂତନ ଭାବେ ନିର୍ମାଣଧୀନ ମିଶନ ଶକ୍ତି ଭବନ ଗୃହର ଆଜି ଉଦ୍‌ଘାଟନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ବଲାଙ୍ଗିର ଜିଲ୍ଲାରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୦ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ କରାଯିବ । ଆଜି ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ
Read More...

ମା’ ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ବୋର୍ଡି ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁର୍ଷାଗୁଡା ପଞ୍ଚାୟତ ଗଞ୍ଜିଆପଡା ଗାଁରେ ଚାଲିଥିବା ମା' ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିବା ବେଳେ ବୋର୍ଡି ଓ ଗନ୍ଧର୍ଲା ଦଳ ଫାଇନାଲ୍
Read More...

ମହାଶକ୍ତି ଫାଉଣ୍ଡେସନ ତରଫରୁ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ତ୍ରି-ଦିବସୀୟ ପ୍ରାରମ୍ଭିକ…

ମ.ରାମପୁର, (ହେମନ୍ତ ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ତଥା ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ସାଇଦଲଙ୍ଗା, ବମକ ଓ ଆଲାତରା ଗ୍ରାମ
Read More...

ପୁସ୍ତକ ମେଳାର ଷଷ୍ଠ ସାରସ୍ୱତ କାବ୍ୟ ସନ୍ଧ୍ୟା

ଓଡ଼ିଆ ଭାଷା ବିକାଶ ମଞ୍ଚର ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆନୁକୂଲ୍ୟରେ ପୁସ୍ତକ ପ୍ରଦର୍ଶନୀର ଷଷ୍ଠ ସନ୍ଧ୍ୟାରେ ଓଡ଼ିଆ ଭାଷା ବିକାଶ ମଞ୍ଚର ବସନ୍ତ କବିତା ପାଠୋତ୍ସବ ସହିତ ଅବକ୍ଷୟବାଦୀ ସମାଜ ବନାମ୍ ଲେଖକୀୟ ସଙ୍କଳ୍ପ ଶୀର୍ଷକ
Read More...

ରଘୁନାଥପାଲି ବିଧାୟକ ସୁବ୍ରତ ତରାଇଙ୍କ ହମିରପୁର ଅଂଚଳ ଗସ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲି ବିଧାୟକ ସୁବ୍ରତ ତରାଇଙ୍କ ହମିରପୁର ଅଂଚଳ ଗସ୍ତ ବେଳେ ଉକ୍ତ ଅଂଚଳରେ ବିଭିନ୍ନ ସମସ୍ୟା ବିଷୟରେ ହମିରପୁର ଉନ୍ନୟନ ପରିଷଦର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ । ଅମୃତ ଯୋଜନା ଅଧୀନରେ ହମିରପୁର ଅଂଚଳକୁ ପାନୀୟ ଜଳ ଯୋଗାଣ ଆରମ୍ଭ
Read More...

ସଇଁନ୍ତଲାରେ ଆବାସ ତାତି, ବ୍ଲକ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କଲା ବିଜେପି

ସଇଁନ୍ତଲା, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାର ଗରିବ ଲୋକଙ୍କ ପାଇଁ ଅନେକ ଯୋଜନା କରିବା ସାଙ୍ଗକୁ କେହିଁ ଜଣେ ବ୍ୟକ୍ତି ମଧ୍ୟ ମାଟି ଘରେ ରହିବେ ନାହିଁ ବୋଲି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ଘର ଯୋଗାଉଛନ୍ତି । ହେଲେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକର
Read More...

ଖୁଟୁଣାପାଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ପାଟଣାଗଡ, (ସଦାଶିବ ସରାଫ) : ପାଟଣାଗଡ ବ୍ଲକ୍ ଅନ୍ତର୍ଗତ ଖୁଟୁଣାପାଣି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପାଟଣାଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶଙ୍କର ପ୍ରସାଦ ମାଝୀ ମୁଖ୍ୟ ଅତିଥି ହୋଇ ଆସିଥିବା ବେଳେ ଅତିରିକ୍ତ ସହ-ଶିକ୍ଷା ଅଧିକାରୀ ରତନ ଧରୁଆ
Read More...

ଏସ୍‌ପିଙ୍କ ପ୍ରତିଶୃତି ପରେ ଆନ୍ଦୋଳନରୁ ଓହରିଲା ବିଜେପି

ପାଟଣାଗଡ଼, (ସଦାଶିବ ସରାଫ) : ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ଗତକାଲିଠାରୁ ପାଟଣାଗଡ଼ ଥାନା ଆଗରେ ଧାରଣା ଦେଉଥିଲେ ବିଜେପି କର୍ମୀ ଓ ନେତା । ଅହୋରାତ୍ର ଧାରଣାରେ ବସିଥିଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା କନକବର୍ଦ୍ଧନ ସିଂଦେଓ ।
Read More...

ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ବିଦାୟ ସମ୍ବର୍ଦ୍ଧନା ଯୁକ୍ତ ଦୁଇ ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯାଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବୁଢାଡଙ୍ଗର
Read More...