ତୁଳସୀଟୋଲାରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଆର୍ଏମ୍ସିର ୱାର୍ଡ ନଂ ୪ ତୁଳସୀଟୋଲାଠାରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ନିର୍ଦ୍ଦେଶକ୍ରମେ ଜେପି ହସପିଟାଲ୍ ତରଫରୁ ଏକ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୧୬୦ ଜଣଙ୍କର ଚକ୍ଷୁ ପରୀକ୍ଷା କରାଯାଇଥିଲା!-->…
Read More...
Read More...