Yearly Archives

2023

ପାରାଦୀପ ଦୋଛକି ନିକଟରେ ସିରିଜ ଦୁର୍ଘଟଣା : ୬ ଆହତ, ଡ୍ରାଇଭର ଅଟକ

ପାରାଦୀପ : ପାରାଦୀପ ଦୋଛକି ନିକଟରେ ସିରିଜ ଦୁର୍ଘଟଣା । କାର- ବାଇକ୍‌କୁ ଧକ୍କା ଦେଇ କେନାଲକୁ ପଶିଗଲା ପିକ୍‌ଅପ୍ ଗାଡି । ରାସ୍ତା କଡ଼ରେ ଥିବା ଜଙ୍ଗଲ ଭିତରକୁ ପଶିଗଲା କାର । ଦୁର୍ଘଟଣାରେ ୬ ଜଣ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ଉଦ୍ଧାର କରାଯାଇ ଅଠରବାଙ୍କି ସ୍ୱାସ୍ଥ୍ୟ କେନ୍ଦ୍ରରେ
Read More...

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା

ସନ୍ଧ୍ୟା ସାଢ଼େ ୫ଟାରେ ଝାଡ଼ଦୀପ ପ୍ରଜ୍ୱଳନ, ଉତ୍ସବ ମୁଖର ମହିମାଗାଦି ଢେଙ୍କାନାଳ/ଯୋରନ୍ଦା : ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଶନିବାର ବ୍ରାହ୍ମମୂହୂର୍ତ୍ତରୁ ଆରମ୍ଭ ହେବାକୁ ଯାଉଛି । ସନ୍ଧ୍ୟା ୫.୩୦ ମିନିଟ୍‌ରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ୱଳନ କରାଯିବ । ଜଗତ ଭକତର
Read More...

ହାଇୱା-ଯାତ୍ରୀବାହୀ ବସ୍‌ ମୁହାଁମୁହିଁ ଧକ୍କା : ୧୫ରୁ ଊର୍ଦ୍ଧ୍ୱ ଆହତ, ୫ ଗୁରୁତର

ବାରିପଦା : ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ସହରର ବାମନାଶାଳ ନିକଟସ୍ଥ ଗ୍ରୀଡ଼ ସବ୍‌ ଷ୍ଟେସନ ସମ୍ମୁଖରେ ଶୁକ୍ରବାର ବାଲି ବୋଝେଇ ହାଇୱା ସହ 'କଲ୍ୟାଣୀ' ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ଗୁରୁତର
Read More...

ଗଞ୍ଜେଇ ଜବତ : ୧ ଗିରଫ

ଦାରିଙ୍ଗବାଡ଼ି : ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ଲକଟି ଛକ ନିକଟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ଗାଡ଼ି ଅପେକ୍ଷାରେ ରହିଥିବା ବେଳେ ଚାଲାଣକାରୀକୁ ପୋଲିସ ଚତୁରତାର ସହ କାବୁ କରିଥିବା ଜଣାପଡିଛି । ବସ୍ତା ଯୋଗେ ନିଆ ଯାଉଥିବା ୨୩ କିଲୋ ୧୫୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି । ପୁଲିସ ତାଙ୍କୁ ଗିରଫ
Read More...

ଲୋକେଶ ମେମୋରିଆଲ କ୍ରିକେଟ ଫାଇନାଲ୍‌ରେ ପଦ୍ମପୁର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମଲା କ୍ରୀଡା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଆସୁଥିବା ୨ୟ ଲୋକେଶ ମେମୋରିଆଲ କ୍ରିକେଟର ପ୍ରଥମ ସେମିଫାଇନାଲ୍‌ ମ୍ୟାଚ୍ ପଦ୍ମପୁର ଏବଂ ବଲାଙ୍ଗିର ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଟସ୍ ଜିଣି ବଲାଙ୍ଗିର ଦଳ ବ୍ୟାଟିଂ କରିବାର
Read More...

ପୁସ୍ତକ ମେଳାର ତୃତୀୟ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳାର ତୃତୀୟ ସଂଧ୍ୟାରେ କଲ୍‌ଚରାଲ ଏକାଡ଼େମୀ ତରଫରୁ ଭଗବତୀ ଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ପାଳନ ସହ କବିତା ପାଠୋତ୍ସବ କରାଯାଇଛି । ଏକାଡେମୀର ସଭାପତି ଡ. ପ୍ରଭାତ କୁମାର ମଲ୍ଲିକଙ୍କ ସଭାପତିତ୍ୱ ଓ ଡ. ନଗେନ ଦାସଙ୍କ
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ଯୋଗାଣ ନିମନ୍ତେ ବ୍ଲକସ୍ତରୀୟ ଚିହ୍ନଟ ଶିବିର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ କେନ୍ଦ୍ର ଓ ସମଗ୍ର ଶିକ୍ଷା ବଲାଙ୍ଗିରଙ୍କ ମିଳିତ ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ
Read More...

ବିଶ୍ୱନାଥ ପାହାଡ଼ରେ ୪୧ତମ ବିଶ୍ୱ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧି ଲାଭ ପାହାଡ଼ ଶୀର୍ଷକ ଶ୍ରୀ ଶ୍ରୀ ବିଶ୍ୱନାଥ ଦେବଙ୍କ ପବିତ୍ର ପୀଠରେ ସାତଦିନ ବ୍ୟାପି ବିଶ୍ୱ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇ ଶୁକ୍ରବାର ସନ୍ଧ୍ୟା ଗୋଧୁଳି ଲଗ୍ନରେ ପୂର୍ଣ୍ଣାହୂତି ସମ୍ପନ୍ନ ହୋଇଯାଇଛି ।
Read More...

୭ କୁଚିଆ ମଦ ବେପାରୀ ଗିରଫ, ସିଆରପିସି ୧୧୦ରେ କୋର୍ଟ ଚାଲାଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବାରମ୍ବାର ଗିରଫ ପରେ ମଧ୍ୟ କୁଚିଆ ମଦ ବେପାରୀ ମଦ ବିକ୍ରିରୁ ନିବୃତ୍ତ ହେଉନାହାନ୍ତି । ଜାମିନ ଆଣିବା ପରେ ପୁଣି ମଦ ବେପାର କରୁଛନ୍ତି । ଫଳରେ ବେଆଇନ ମଦ ବେପାରର ଅବସ୍ଥା ଯଥା ପୂର୍ବଂ ତଥା ପରଂ ରହୁଛି । ଏବେ କିନ୍ତୁ ଏମାନଙ୍କ ଆଉ ନିସ୍ତାର ନାହିଁ ।
Read More...

ବିଜେପିର ବ୍ରାହ୍ମଣୀ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ

ମୋଦୀଙ୍କ ଯୋଜନାକୁ ଘରେ ଘରେ ପହଞ୍ଚାଇବା ଉପରେ ଗୁରୁତ୍ୱ ତାଳଚେର, (ଆର୍ତ୍ତତ୍ରାଣ ପାଣି) : ତାଳଚେର ବ୍ରାହ୍ମଣୀ ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ସ୍କଟଲାଣ୍ଡପୁର ଠାରେ ବୈଠକ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦି ସାମଲ ମୁଖ୍ୟ ଅତିଥି ଭାବେ
Read More...