Yearly Archives

2023

ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ଗାନ୍ଧିଜୀଙ୍କ ତିରୋଧାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ଗାନ୍ଧିଜୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱରେ ଓ ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ମେଧାବୃତ୍ତି ପରୀକ୍ଷାରେ କୃତିତ୍ୱ ହାସଲ କଲେ ଛାତ୍ର ସୁଧୀନ୍ଦ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଯୋଯୋନାରା ଉ.ପ୍ରା ବିଦ୍ୟାଳୟର ଛାତ୍ର ସୁଧୀନ୍ଦ୍ର କୁମାର ସାହୁ ଚଳିତ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷାରେ କୃତିତ୍ୱ ହାସଲ କରିଛନ୍ତି । ସେ ଡଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ସରୋଜ କୁମାର ସାହୁ ତଥା
Read More...

ଜିଏସ୍‌ ଡୁଙ୍ଗୁରିପାଲି ଆଞ୍ଚଳିକ କୁଲତା ସମାଜର ବୈଠକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଆଭ୍ୟନ୍ତରୀଣ ରାନିପାଲି ଗ୍ରାମରେ ଗଡ଼ଶଙ୍କର ଡୁଙ୍ଗୁରିପାଲି ଆଞ୍ଚଳିକ କୁଲତା ସମାଜର ବୈଠକ ଓ ନୂତନ କର୍ମକର୍ତ୍ତା ମନୋନୟନ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସମାଜର ଅଧିଷ୍ଠାତ୍ରୀ ଦେବୀ ରଣେଶ୍ୱର ରାମଚଣ୍ଡୀଙ୍କ ପୂଜାର୍ଚ୍ଚନା କରାଯାଇଥିଲା
Read More...

ହୃଷିକେଶ ରାୟ ମହାବିଦ୍ୟାଳୟର ୩୭ତମ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ହୃଷିକେଶ ରାୟ ମହାବିଦ୍ୟାଳୟର ୩୭ତମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଭବେଶ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତା ଓ ଅଧ୍ୟାପକ କାମାକ୍ଷା ପ୍ରସାଦ ରଣାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ପଞ୍ଚଭୂତରେ ଲୀନ ହେଲେ ନବ ଦାସ

ଝାରସୁଗୁଡ଼ା : ପଞ୍ଚଭୂତରେ ଲୀନ ହୋଇଛନ୍ତି ନବ ଦାସ । ହଜାର ହଜାର ସମର୍ଥକ, ଶ୍ରଦ୍ଧାଳୁଙ୍କ ସହ ଓଡ଼ିଶାର ମନ୍ତ୍ରୀ, ବିଧାୟକ, ନେତାମାନେ ତାଙ୍କୁ ଶେଷ ବିଦାୟ ଦେଇଛନ୍ତି । ଆଜି ଝାରସୁଗୁଡ଼ାରେ ତାଙ୍କ ମର ଶରୀର ପହଂଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ପ୍ରଦାନ କରାଯାଇଥିଲା । ବେହେରାମାଲ
Read More...

ଗାଇସିଲେଟ ପୋଲିସକୁ ବଡ଼ ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୋଲିସ କବଜାରେ ଲୁଟେରା । ଜନତାଙ୍କ ସହଯୋଗରେ ପୋଲିସ ହାତରେ ଧରା ପଡ଼ିଛନ୍ତି ଲୁଟେରା । ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ କଣ୍ଟାଝୁଡା ଗ୍ରାମର ରାହୁଲ ସାହୁ ଗତ ରବିବାର ଗାଇସିଲେଟ ପେଟ୍ରୋଲ ପମ୍ପକୁ ତେଲ ଆଣିବା
Read More...

ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସରେ ଜାତୀୟ କୁଷ୍ଠ ରୋଗ ନିରାକରଣ ପାଇଁ ଶପଥ ପାଠ

ବଲାଙ୍ଗିର (କେପିଏନ୍‌ଏସ୍‌) : ସ୍ଥାନୀୟ ସହରାଂଚଳ ସ୍ୱାସ୍ଥ୍ୟକେନ୍ଦ୍ର, ଶାସ୍ତ୍ରୀନଗରର ପ୍ରକୋଷ୍ଠ ମଧ୍ୟରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଜାତୀୟ କୁଷ୍ଠ ରୋଗ ନିରାକରଣ ପାଇଁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ ପ୍ରଦତ୍ତ କୁଷ୍ଠ ରୋଗ ନିରାକରଣ ପାଇଁ
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ ସରକାରୀ ଅଧିକାରୀ ଧନୁର୍ଜୟ ଧୋବା

ଭବାନୀପାଟଣା : ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ସୋମବାର ଜଣେ ସରକାରୀ ଅଧିକାରୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି । ସେ ହେଲେ ମୃତ୍ତିକା ସଂରକ୍ଷଣ ବିଭାଗ ପର୍ଯ୍ୟବେକ୍ଷକ ଧନୁର୍ଜୟ ଧୋବା । ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର
Read More...

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ମିଳିଲା ସ୍ୱାସ୍ଥ୍ୟମନ୍ତ୍ରୀ ପଦ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ୱ । ମହାମହିମ ରାଜ୍ୟପାଳ ଗଣେଶୀଲାଲ୍‌ଙ୍କର ଅନୁମତି ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗୀୟ ମନ୍ତ୍ରୀ ପଦ ମଧ୍ୟ ପ୍ରଦାନ କରିଛନ୍ତି । ନବ ଦାସଙ୍କର ଅକାଳ
Read More...

ବଲାଙ୍ଗିର କରାଟେ ସ୍କୁଲର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥାନୀୟ ଉତ୍କଳ କରାଟେ ସ୍କୁଲରେ ୩୪ତମ ଅଣ୍ଡର-୨୧ ଓ ସିନିୟର ରାଜ୍ୟସ୍ତରୀୟ କରାଟେ ଚାମ୍ପିୟନସିପ୍‌ -୨୦୨୩ ଓଡିଶା ରାଜ୍ୟ କରାଟେ ସଂଘ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲା କରାଟେ ସଂଘରୁ ୫ ଜଣ (୧
Read More...