Yearly Archives

2023

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୦୯ ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ
Read More...

ସିଆର୍‌ପିଏଫ୍‌ ୬୪ ବାଟାଲିଆନ ତରଫରୁ ଜନ ସମ୍ପର୍କ ଶିବିର

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ୍ ଅନ୍ତର୍ଗତ ରାମପୁରଠାରେ ଥିବା ଇ/୬୪ ବାଟାଲିୟନ ଓ ଆଦିବାସୀ ଅଧ୍ୟୁଷିତ ପଂଚାୟତ ଲୁବେନ୍‌ଗଡଠାରେ ଥିବା ସିଆର୍‌ପିଏଫ୍ ଜି ୬୪ ବାଟାଲିଅନ୍‌ ତରଫରୁ ଆଜି ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ମ.ରାମପୁରଠାରେ ମୁଖ୍ୟ
Read More...

ଗାନ୍ଧୀ ସ୍ମୃତି କମିଟି ତରଫରୁ ଗାନ୍ଧୀ ତିରୋଧାନ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଗାନ୍ଧୀଭବନ ଠାରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତି ସ୍ଥଳରେ ଆଜି ବଲାଙ୍ଗିର ଗାନ୍ଧୀ ସ୍ମୃତି କମିଟି ତରଫରୁ ମହାତ୍ମାଗାନ୍ଧୀଙ୍କ ୭୫ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି । ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଦୀପଦାନ କରାଯାଇ ତାଙ୍କ
Read More...

ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ଉପଲକ୍ଷେ ୨ ମିନିଟ୍‌ ନୀରବ ପ୍ରାର୍ଥନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ (ଶହିଦ ଦିବସ) ଉପଲକ୍ଷେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ପ୍ରକୋଷ୍ଠରେ ୨ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ
Read More...

ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ଉପଲକ୍ଷେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ (ଶହିଦ ଦିବସ) ଉପଲକ୍ଷେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନର ଗାନ୍ଧୀନଗରପଡା ସ୍ଥିତ
Read More...

ନଭଯୁଗ ଦ୍ଵାରା ଡିଜିଟାଲ ଘର ନମ୍ବର କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଯାଦବ ଭବନ ଠାରେ ଡିଜିଟାଲ ଘର ନମ୍ବର କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡ. ପୁରୁଷୋତ୍ତମ ଦାସ,
Read More...

ସାହିତ୍ୟିକ ସମାଜର ପଥ ପ୍ରଦର୍ଶକ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଆଦିବାସୀ ଭବନଠାରେ ସ୍ଥାନୀୟ ତ୍ରିବେଣୀ ସାରସ୍ୱତ ସନ୍ଧାନ ପକ୍ଷରୁ ଏକ କବିତା ଆସର ଏବଂ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନ ଅଧ୍ୟକ୍ଷ ଧର୍ମସିଂହ ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉତ୍ସବରେ ସଭାପତି ଟିକେଚନ
Read More...

ମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଶୋକସଭା

କଳାହାଣ୍ଡି, (ନରୋତ୍ତମ ସେଲମା) : ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ଖବର ପ୍ରଚାରିତ ହେବା ମାତ୍ରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିଲା । ଆଜି ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ଅନ୍ୟ ଅନୁଷ୍ଠାନ ଗୁଡିକରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ବ୍ଲକ ବିଜେଡି
Read More...

କୋଇଡା ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

ମାତୃଜାତିର ସହଭାଗୀତା ବିନା ସୁସ୍ଥ ସମାଜ ଗଠନ ଅସମ୍ଭବ ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀ ହେଉଛି ପରିବାରର କେନ୍ଦ୍ରବିନ୍ଦୁ । ସେ ଜନନୀ ରୂପରେ ହେଉ କି ଜାୟା ରୂପରେ ହେଉ । ତା'ଛଡା ନାରୀ ହେଉଛି ଏକ ଘରର ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ । ତେଣୁ ମାତୃଜାତିର ସହଭାଗୀତା ବିନା ଏକ
Read More...

ଝଲିଆଲିଟିଠାରେ ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ଝଲିଆଲିଟି ଗ୍ରାମରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଲାଠୋର ପୁଲିସ ଉଦ୍ଧାର କରିଛି । ଝଲିଆଲିଟି ଗ୍ରାମର ଫଗନୁ ମାଝୀଙ୍କ ସ୍ତ୍ରୀ କଳ୍ପନା ମାଝୀ (୨୭) ବେକରେ ଫାସ ଦେଇ ଆତ୍ମହତ୍ୟା କରିଥିବା ବେଳେ ଆତ୍ମହତ୍ୟାର କାରଣ
Read More...