Yearly Archives

2023

ସର୍ବସାଧାରଣଙ୍କ ପାଇଁ ମଙ୍ଗଳବାରଠାରୁ ଖୋଲିବ ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଉଦ୍ୟାନ ଉତ୍ସବ ୨୦୨୩ର ଉଦ୍‌ଘାଟନ କରିଛନ୍ତି । ରାଷ୍ଟ୍ରପତି ଭବନରେ ଥିବା ଐତିହାସିକ ମୋଗଲ ଗାର୍ଡେନର ନାମ ବଦଳାଇ ଶନିବାର ଏହାର ନୂତନ ନାମ ରଖାଯାଇଥିଲା 'ଅମୃତ ଉଦ୍ୟାନ' । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 'ଅମୃତ ଉଦ୍ୟାନ' ପରିଦର୍ଶନ
Read More...

ଆନ୍ତଃଜିଲ୍ଲା ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

• ଗଜପତି ଦଳକୁ ହରାଇ କନ୍ଧମାଳ ଦଳ ଚାମ୍ପିୟନ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଷ୍ଟାଡିୟମ ପରିସରରେ ସନରାଇଜ ସ୍ପୋର୍ଟସ୍ କ୍ଲବ ପକ୍ଷରୁ ଗତ ୨୨ ତାରିଖରୁ ଆରମ୍ଭ ହୋଇଥିବା ଆନ୍ତଃଜିଲ୍ଲା ଭଲିବଲ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଦିବସରେ
Read More...

ଗଞ୍ଜାମ ସହରରେ ନାଗରିକ କମିଟି ଓ ଶ୍ରମିକ ସାମ୍ମୁଖ୍ୟ ସମ୍ବର୍ଦ୍ଧନା ସମାରୋହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ବଡ଼ ବଜାର ଅନ୍ତେ ପେଟ୍ରୋଲ ପମ୍ପ ପଡିଆରେ ଗଞ୍ଜାମ ନାଗରିକ କମିଟି ଓ ଶ୍ରମିକ ସମାଜର ଏକ ସମ୍ବର୍ଦ୍ଧନା ସମାରୋହରେ ପୂର୍ବତନ ଉପବାଚସ୍ପତି ତଥା ରାଜ୍ୟ କୃଷି ବିପଣିନ ନିର୍ଦ୍ଦେଶକ ରାମଚନ୍ଦ୍ର ପଣ୍ଡା ଓ ବିଜୁ ଶ୍ରମିକ
Read More...

ଆମେ ସ୍ୱପ୍ନ ଦେଖିଥିଲେ ସ୍ୱପ୍ନ ଦେଖାଇ ପାରିବା, ମା’କୁ ଯିଏ ଭଲପାଏ ନାହିଁ ସେ କାହାର ହୋଇପାରେନା : କୁମରବର ଦାସ

ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଆଲୁମନି ଆସୋସିଏସନ୍‌ର ପ୍ରଥମ ଗ୍ଲୋବାଲ ମିଟ୍ ଅନୁଷ୍ଠିତ ରାଉରକେଲା, (ସସ୍ମିତା ପ୍ରଧାନ) : ଆମେ ସ୍ୱପ୍ନ ଦେଖିଥିଲେ ସ୍ୱପ୍ନ ଦେଖାଇ ପାରିବା, ଆମେ ଭଲ ଖାଇଥିଲେ ଭଲ ଖୁଆଇ ପାରିବା, ମା'କୁ ଭଲପାଉ ନଥିବା ବ୍ୟକ୍ତି କାହାର ବି ହୋଇପାରେନା ବୋଲି ଅତିଥି
Read More...

ଡାକ୍ତର ପ୍ରାଣବନ୍ଧୁ ଶତପଥୀଙ୍କ ପରଲୋକ

ବଲାଙ୍ଗିର : ବଲାଙ୍ଗିର ଶାନ୍ତିପଡା ନିବାସୀ ଡାକ୍ତର ପ୍ରାଣବନ୍ଧୁ ଶତପଥୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହେଉଥିଲା । ସେ ଅଣନିଶ୍ଵାସୀ ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ସେ ଜଣେ
Read More...

ପଶ୍ଚିମ ଓଡିଶା କୁମ୍ଭାର ମହାସଂଘ ବଲାଙ୍ଗିରର କାର୍ଯ୍ୟକାରୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶା କୁମ୍ଭାର ମହାସଂଘର ପ୍ରତ୍ୟେକ ଜିଲ୍ଲା ସଭାପତିଙ୍କୁ ନେଇ ଏକ କାର୍ଯ୍ୟକାରିଣୀ ବୈଠକ ସଭାପତି ପିତାମ୍ବର ରଣାଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ତଫସିଲ ଭୁକ୍ତ ଜାତିରେ ଅନ୍ତର୍ଭୁକ୍ତ କରାଯାଉ, ମାଟିକଳା ବୋର୍ଡ ଗଠନ,
Read More...

ସେକ୍ଟର ୭ ସ୍ଥିତ ମୁକ୍ତେଶ୍ଵର ମନ୍ଦିରର ପ୍ରତିଷ୍ଠା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା କାଲି ସୋମବାରଠାରୁ ୩/୨/୨୩ ଶୁକ୍ରବାର ପର୍ଯ୍ୟନ୍ତ ପାଞ୍ଚଦିନ ବ୍ୟାପୀ ରୁଦ୍ର ମହାଯଜ୍ଞ, ବିଗ୍ରହ ଓ ଅଟ୍ଟାଳିକା ପ୍ରତିଷ୍ଠା କାର୍ଯ୍ୟକ୍ରମ ସେକ୍ଟର ୭, ବି ବ୍ଲକ ସ୍ଥିତ ଶ୍ରୀ ଶ୍ରୀ ମୁକ୍ତେଶ୍ଵର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ । ଏହି
Read More...

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ

ଭୁବନେଶ୍ୱର : ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆଜି ସକାଳୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ମନ୍ତ୍ରୀ ଶ୍ରୀ ଦାସ ଯାଇଥିବା ବେଳେ ସେ ଏକ ବିରାଟ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ବ୍ରଜରାଜନଗରର ଗାନ୍ଧୀଛକରେ ସେ ଓହ୍ଲାଇବା ସମୟରେ ସମସ୍ତ ପ୍ରକାରର ସୁରକ୍ଷା
Read More...

୩୮ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆର୍ ବି ହାଇସ୍କୁଲ ପଡିଆରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ୩୮ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦ୍‌ଯାପିତ ହୋଇଯାଇଛି । ଆଜି ସକାଳ ଆରମ୍ଭରେ ସତ୍ୟନାରାୟଣ ସାହା ଗୁରୁଜୀ ଦୀପ ପ୍ରଜ୍ୱଳନ କରି ୩୦୦୦ ମିଟର ଦୌଡ଼ ପ୍ରତିଯୋଗିତାକୁ ଆରମ୍ଭ କରିଥିଲେ ।
Read More...

ଆଖିକ ଭାରତୀୟ ୮୪ ଘର ଅଘରିଆ ସମାଜ ପଞ୍ଚମ ମଣ୍ଡଳୀ କମିଟି ବୈଠକ

ସଇଁନ୍ତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ କୁଇକେଡା ପଞ୍ଚାୟତ ରେଙ୍ଗାଲୀ ପଟେଲପଡ଼ା ଠାରେ ଅଖିଳ ଭାରତୀୟ ୮୪ ଘର ଅଘରିଆ ସମାଜ ଓଡ଼ିଶା ପ୍ରଦେଶ ଭାଲେର ମଣ୍ଡଳର ପଞ୍ଚମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ରେଙ୍ଗାଲୀ ଗୁଡ଼ି ସଭାପତି ସାଧୁଚରଣ ପଟେଲଙ୍କ
Read More...