Yearly Archives

2023

ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ ଅଭିଯୋଗ

ଧୋଡ୍ରା : ଧୋଡ୍ରାସ୍ଥିତ ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି ହୋଇଛି । ଖବରପାଇ ଉମରକୋଟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି । କିଛି ସ୍ଥାନୀୟ ବ୍ୟକ୍ତି ଏଟିଏମ୍‌ରୁ ଟଙ୍କା ଉଠାଣ ପାଇଁ ଯିବା ସମୟରେ ଏଟିଏମ୍ ମେସିନ ଭଙ୍ଗା ହୋଇ ଥିବା ଦେଖିବାକୁ ପାଇଥିଲେ ।
Read More...

ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ

ଓଡ଼ିଶାର ଚିନାବାଦାମ ଚାଷୀଙ୍କ ପାଇଁ ଗୁଜୁରାଟ ଯାତ୍ରା ବେଶ୍‌ ସହାୟକ ହେବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରସୋଆ ଏବଂ ଲାଇଭ୍‌ଲିହୁଡ ଅଲ୍‌ଟରନେଟିଭ୍‌ ପକ୍ଷରୁ ଚାଷୀଙ୍କୁ ସହଯୋଗ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚିନାବାଦାମ ଚାଷର ଉପାୟ, ଉତ୍ପାଦନ ଓ ଜ୍ଞାନକୌଶଳ ନେବାପାଇଁ ଓଡ଼ିଶାର କିଛି
Read More...

ଆସନ୍ତା ୫ରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆସନ୍ତା ୫ ତାରିଖ ରବିବାର ପବିତ୍ର ମାଘ ପୂର୍ଣ୍ଣମୀରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ସେଥିପାଇଁ ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମ୍‌ରେ ବେଶ ପ୍ରସ୍ତୁତି ଆରମ୍ଭ ହୋଇଛି । ଦୟଣା ମାଳି ସେବକ ବସନ୍ତ କୁମାର ରଣାଙ୍କ ତତ୍ତ୍ୱାବଧାନରେ
Read More...

ଗିନିଜ ବୁକ ଅଫ ୱାଲ୍‌ର୍ଡ ରେକର୍ଡରେ ସ୍ଥାନ ପାଇଲା ବିର୍ସା ମୁଣ୍ଡା ଷ୍ଟାଡିୟମ

ଭୁବନେଶ୍ୱର : ଗିନିଜ ବୁକ ଅଫ ୱାଲ୍‌ର୍ଡ ରେକର୍ଡରେ ସ୍ଥାନ ପାଇଲା ବିର୍ସାମୁଣ୍ଡା ଷ୍ଟାଡିୟମ । ଏ ନେଇ ୫ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୂଚନା ଦେଇଛନ୍ତି । ରାଉରକେଲାରେ ୨୧ ହଜାର ବସିବା କ୍ଷମତା ରଖିଥିବା ଏହି ବିର୍ସାମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡିୟମ ଗିନିଜ ବୁକରେ ସ୍ଥାନ ପାଇଥିବା
Read More...

ଆସନ୍ତା ୩୦ରେ ଡେଲାଙ୍ଗ ବ୍ଲକ ଘେରାଉ : ରାଧାମୋହନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଡେଲାଙ୍ଗ ବ୍ଲକରେ ବ୍ୟାପକ ଅନିୟମିତତା ନେଇ ଆସନ୍ତା ଜାନୁଆରୀ ୩୦ ତାରିଖରେ 'ଡେଲାଙ୍ଗ ପିପିଲି ଜନକଲ୍ୟାଣ ମଞ୍ଚ' ତରଫରୁ ୪ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ନେଇ ବିକ୍ଷୋଭ, ପ୍ରତିବାଦ ସହ ବ୍ଲକ ଘେରାଉ
Read More...

ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ପାଟଣାଗଡ, (ପୁସ୍ତମ୍ ଯୁଆଡ଼ି) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତା, ସମ୍ମାନିତ ଅତିଥି ଭାବେ
Read More...

‘ଡ୍ରିଙ୍କ୍ ଫ୍ରମ ଟ୍ୟାପ’କୁ ନୋବେଲ ବିଜେତାଙ୍କ ପ୍ରଶଂସା : ଟ୍ୟାପରୁ ସିଧାସଳଖ ପାଣି ପିଇଲେ, ଜଳସାଥୀଙ୍କ ସହ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ ଟ୍ୟାପ’କୁ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ୨୦୧୯ ନୋବେଲ ବିଜେତା ମାଇକେଲ କ୍ରେମର୍ ପ୍ରଶଂସା କରିଛନ୍ତି । ଓଡ଼ିଶାର ଏହି ଯୋଜନାରେ ଲୋକମାନଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି ମିଳୁଛି । ଏହି ସେବା ଯୋଗାଣ ପରେ ସରକାର ଓ ସାଧାରଣ
Read More...

ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟର
Read More...

ଭାରତୀୟ ଜନତା ପାର୍ଟି, ପାନପୋଷ ସାଂଗଠନିକ ଜିଲ୍ଲାର କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପି ଜିଲ୍ଲା ପାନପୋଷ ସାଂଗଠାନିକ ଜିଲ୍ଲାର କାର୍ୟ୍ୟକାରିଣୀ ବୈଠକ ରାଉରକେଲା, ଫର୍ଟିଲାଇଜର ସ୍ଥିତ ରଙ୍ଗିଲା ଛକ ଶୁଭମ୍ ପ୍ୟାଲେସ ପରିସରରେ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟର
Read More...

ହୁସେନ ରବି ଗାନ୍ଧୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଭେଟେରାନ ନେତା ତଥା ଲେଖକ ହୁସେନ ରବି ଗାନ୍ଧୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ସ୍ୱର୍ଗତଃ ଗାନ୍ଧୀ ଦୀର୍ଘ ଦିନରୁ ବିଜୁ ବାବୁ ଏବଂ ପରେ ବିଜୁ ଜନତା ଦଳ ସହ ଜଡ଼ିତ ଜଣେ ଭେଟେରାନ ନେତା
Read More...