Yearly Archives

2023

ବ୍ରାଉନସୁଗାର ଜବତ, ୩ ଗିରଫ

ନିରାକାରପୁର : ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ ବାଇକ୍‌ ଏବଂ ସ୍କୁଟି ଜବତ କରିଥିବା ଜଣାପଡିଛି । ଏଥିରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ
Read More...

ପ୍ରବାସୀ ଭାରତୀୟ ଓଡ଼ିଆ ପୁଅ ସନ୍ତୋଷଙ୍କ ମର ଶରୀର ୧୦ ଦିନପରେ ଜନ୍ମମାଟିରେ ପହଞ୍ଚିଲା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକ୍ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତ ୱାର୍ଡ ନମ୍ବର ୨, ପାଇତାରି ଗ୍ରାମ ବାସିନ୍ଦା ସ୍ବର୍ଗତ ଦୀନବନ୍ଧୁ ବେହେରାଙ୍କ ପୁତ୍ର ସନ୍ତୋଷ ବେହେରା(୪୧)ଙ୍କର ବିଦେଶରେ ପରଲୋକ ହୋଇଯାଇଛି । ଦୁବାଇରେ କାର୍ଯ୍ୟ କରୁଥିବା
Read More...

ନୃସିଂହନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ନୃସିଂହନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଉତ୍ସବରେ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମୋହିନୀ ଦଳପତୀ ସଭାପତିତ୍ୱ କରିଥିବା ବେଳେ
Read More...

୨୮ତମ ପୁସ୍ତକ ମେଳା ଆସନ୍ତା ଫେବୃଆରୀ ୧ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ପକ୍ଷରୁ ଆୟୋଜିତ ହେବାକୁ ଥିବା ୨୮ତମ ପୁସ୍ତକ ମେଳା ଆସନ୍ତା ଫେବୃଆରୀ ୧ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଭଞ୍ଜଭବନ ପଡିଆ ଠାରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ପାଠାଗାରର ଉପଦେଷ୍ଟା ଅଭୟ କୁମାର
Read More...

ଅଗସ୍ତିନୂଆଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଅଗସ୍ତିନୂଆଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପରିଚାଳନା କମିଟି ସଭାପତି କୃଷ୍ଣଚନ୍ଦ୍ର ଛାଟେଇଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ
Read More...

ଯୁବ ସାମ୍ବାଦିକଙ୍କ ଅକାଳ ବିୟୋଗକୁ ନେଇ ଗଞ୍ଜାମ ପ୍ରେସକ୍ଲବର ଶୋକସଭା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ବ୍ରହ୍ମପୁରରେ ଦୈନିକ ଖବର କାଗଜ ସକାଳର କାର୍ଯ୍ୟରତ ତଥା ଯୁବ ଆଇନଜୀବୀ ଚିରଞ୍ଜିତ ରାଜଗୁରୁଙ୍କ ଅକାଳ ବିୟୋଗକୁ ନେଇ ଗଞ୍ଜାମ ପ୍ରେସକ୍ଲବ ପକ୍ଷରୁ ଏକ ଶୋକସଭା ଗଞ୍ଜାମ ସହରରେ ଅନୁଷ୍ଠିତ ହୋଇଯାଇଛି । ପ୍ରେସ କ୍ଳବ ସଭାପତି ଶବର କୁମାର ତରାଇଙ୍କ ପୌରାହିତରେ
Read More...

ମୁଖ୍ୟ ଶାସନ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆସନ୍ତା ୩ ମାସରେ ସମ୍ପର୍ଣ୍ଣ ହେବ : ଶ୍ରୀ ମହାପାତ୍ର ପୁରୀ, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରୀୟ ପରିଦର୍ଶନ କରିବା ସହ ସମୀକ୍ଷା ମଧ୍ୟ କରିଛନ୍ତି
Read More...

ବଙ୍ଗୋମୁଣ୍ଡାରେ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ରାଓଡି ସ୍ପୋର୍ଟସ କ୍ଲବ ପକ୍ଷରୁ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୁବ ସମାଜସେବୀ କାହ୍ନା ଅଗ୍ରୱାଲ, ସମ୍ମାନୀୟ ଅତିଥି
Read More...

ଉଦ୍ୟାନ କୃଷି ଦ୍ୱାରା ଘରେ ଘରେ ପୁଷ୍ଟି ପ୍ରୟାସରେ ଯୋଗଦେଲେ ନରସିଂହ

ଯୋଜନା ଠିକ୍‌ କିନ୍ତୁ କାର୍ଯ୍ୟକାରିତା ଉପରେ ପ୍ରଶ୍ନ କଲେ ନରସିଂହବିଭାଗ ପକ୍ଷରୁ ସରକାରୀ ଶିତଳ ଭଣ୍ଡାର ପାଇଁ ଯାଉ ପ୍ରସ୍ତାବ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ରାଜ୍ୟ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଜିଲ୍ଲା ଉଦ୍ୟାନ କୃଷି ଉଦ୍ୟାନ
Read More...

ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ଅର୍ଣ୍ଣପୂର୍ଣ୍ଣା ଦାସ ୟାଦବଙ୍କ ବିୟୋଗ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଝାକରପଡ଼ା ନିବାସୀ ଶିକ୍ଷୟତ୍ରୀଙ୍କ ଅର୍ଣ୍ଣପୂର୍ଣ୍ଣା ଦାସ ୟାଦବ(୭୭)ଙ୍କ ପରଲୋକ ଘଟିଛି । ଗତ କିଛି ଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ । ଗତ କିଛି ଦିନ ତାଙ୍କର ଦେହ ଅତ୍ୟନ୍ତ ଅସୁସ୍ଥ ଥିଲା ।
Read More...