Yearly Archives

2023

ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା ମହଙ୍ଗା ପଡିଲା : ଆନ୍ଦୋଳନକାରୀଙ୍କ ମଧ୍ୟରୁ ୭ ଜଣଙ୍କୁ ଗିରଫ କରି…

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା ମହଙ୍ଗା ପଡିଲା । ଆନ୍ଦୋଳନକାରୀଙ୍କ ମଧ୍ୟରୁ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସୂଚନା ଅନୁସାରେ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ମହରାପଦର ପଂଚାୟତର ସର୍ଗିପାଲି ଗ୍ରାମରେ ମନରେଗା କାର୍ଯ୍ୟରେ
Read More...

ଓଡ଼ିଶା ମେଡିକାଲ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ଏମକେସିଜି ମେଡିକାଲ କଲେଜ ପ୍ରାଙ୍ଗଣରେ ମେଡିକାଲ କର୍ମଚାରୀ ସଂଘ ତରଫରୁ ବିଶ୍ୱନାଥ ପଣ୍ଡିତ ଭବନ ଠାରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ହିନ୍ଦ୍‌ ମଜଦୁର ସଭାର ରାଜ୍ୟ ଉପସଭାପତି ତଥା ସଂଗଠନର ଉପଦେଷ୍ଟା ରବି ରଥ ଜାତୀୟ ପତାକା
Read More...

ଚୁଡାପାଲି ଠାରେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚକ୍ଷୁଦାନ କଲେ ପରିବାର ଲୋକେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୃତକଙ୍କ ଚକ୍ଷୁଦାନ କରିଛନ୍ତି ପରିବାର ଲୋକେ । ସୂଚନା ଅନୁସାରେ ଗତକାଲି ଚୁଡାପାଲି ଠାରେ ଏକ ସଡକ ଦୁର୍ଘଟଣାରେ ବୁଦ୍ଧ ବରିହା(୩୫)ଙ୍କର ମୃତ୍ୟୁ ହୋଇଥିଲା । ତେବେ ଆଜି ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲ ସ୍ଥିତ ଶବ ବ୍ୟବଚ୍ଛଦ କେନ୍ଦ୍ର ଠାରେ ତାଙ୍କ ଶବ
Read More...

‘ନବୀନ’ କାର୍ଯ୍ୟାଳୟରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ 'ନବୀନ' କାର୍ଯ୍ୟାଳୟରେ ୭୪ତମ ସାଧାରଣତନ୍ତ୍ର ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଡ଼. ଡ଼ମ୍ବରୁଧର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ
Read More...

ସୁବର୍ଣ୍ଣପୁରରେ ମହାସମାରୋହରେ ସାଧାରଣତନ୍ତ୍ର ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ଆନନ୍ଦ ଉଲ୍ଲାସ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ପଞ୍ଚାୟତିରାଜ ପାନୀୟଜଳ ଯୋଗାଣ, ସୂଚନା ଓ ଲୋକ ସଂପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ରୂପେ
Read More...

ଦିଲ୍ଲୀରେ ଅନୁଷ୍ଠିତ ହେଲା ଆଦି ସୌର୍ଯ୍ୟ ଔର ପର୍ବ ପରାକ୍ରମ କି : ଓଡିଶାର ନେତୃତ୍ୱ ନେଲେ ବଲାଙ୍ଗିରର କୁନା ବାଗ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ନୂଆଦିଲ୍ଲୀର ଜବାହାରଲାଲ ଷ୍ଟାଡିୟମ ଠାରେ ଜାନୁଆରୀ ୨୩ ଓ ୨୪ ଦୁଇ ଦିନ ଧରି ଆଦି ସୌର୍ଯ୍ୟ ଔର ପର୍ବ ପରାକ୍ରମ କି ନାମକ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଦେଶର ୨୦ଟି ରାଜ୍ୟରୁ ୨୦ଟି
Read More...

ଛତ୍ରପୁରଠାରେ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ଜିଲ୍ଲା ମହକୁମା ଛତ୍ରପୁରସ୍ଥ ରିଜର୍ଭ ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସ ଅବସରରେ ଓଡ଼ିଶାର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁସମ୍ପଦ
Read More...

ବାସନ୍ତୀ ପାଠାଗାରର ୩୭ତମ ବାର୍ଷିକୋତ୍ସବ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ୩୭ତମ ବାର୍ଷିକୋତ୍ସବ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ୱ ଓ
Read More...

ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସାଧାରଣତନ୍ତ୍ର ଦିବସରେ ସଂପର୍ଣ୍ଣା ପରିବାର ତରଫରୁ ମାଲପଡା ସ୍ଥିତ ଅଫିସ ପ୍ରାଙ୍ଗଣରେ ପତାକା ଉତ୍ତୋଳନ କରାଯାଇଥିଲା । ସମାଜସେବୀ ସୁଚିତ୍ରା ଚାନ୍ଦ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଏଥିରେ ଅନୁଷ୍ଠାନର ସମସ୍ତ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ ।
Read More...

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଆଗାମୀ ୩୦ ଓ ୩୧ ଦୁଇଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌ ବାତିଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଆଗାମୀ ଜାନୁଆରୀ ୩୦ ଓ ୩୧ ତାରିଖ ଦିନ ଡାକରା ଦିଆଯାଇଥିବା ବ୍ୟାଙ୍କ ଷ୍ଟ୍ରାଇକ୍‌ ବାତିଲ ହୋଇଥିବା ସୂଚନା ମିଳିଛି । ତେବେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ରଖାଯାଇଥିବା ଦାବୀ
Read More...