Yearly Archives

2023

କୋଏଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାମନ୍ଦିରର ପ୍ରଧାନ ଶିକ୍ଷୟିତ୍ରୀ ସଂଧ୍ୟାରାଣୀ ଜୟସିଂହ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରଭାତଫେରୀ
Read More...

ଦୟାନନ୍ଦ ପ୍ଲେ ସ୍କୁଲ ଠାରେ ସାଧାରଣତନ୍ତ୍ର ଦିବସ ଓ ସରସ୍ୱତୀ ପୂଜା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଦୟାନନ୍ଦ ପ୍ଲେ ସ୍କୁଲ ଠାରେ ସାଧାରଣତନ୍ତ୍ର ଦିବସ ଓ ସରସ୍ୱତୀ ପୂଜା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଏପିଡି ଟ୍ରେନିଙ୍ଗ ଡିଆର୍‌ଡିଏର ଅଭିଜିତ ପଣ୍ଡା ଓ ଜିଲ୍ଲା ଜଙ୍ଗଲ ସୁରକ୍ଷା ଫୋରମ୍‌ର ଆବାହାକ କୁଳମଣି ସାହୁ ଯୋଗ ଦେଇ ପ୍ରଥମେ ପତାକା
Read More...

ହମିରପୁର ଉନ୍ନୟନ ପରିଷଦ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ପରିଷଦର ସଭାପତି ଡଃ ସୁମନ ଦତ୍ତ ଓ ଆବାହକ ନିରଞ୍ଜନ ଦାସଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରିତ୍ବିକ୍ ଭୁବନେଶ୍ୱର ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ସଚେତନ ନାଗରିକ ମଞ୍ଚ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେକ୍ଟର ୫ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ସଚେତନ ନାଗରିକ ମଞ୍ଚର ସଭାପତି ଡାକ୍ତର ଫକୀର ଚରଣ ହୋତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...

ଏକତା କ୍ଲଷ୍ଟର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା କ୍ଲଷ୍ଟର ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେକ୍ଟର ୨୦ ନେହେରୁପଲ୍ଲୀ ସ୍ଥିତ ଏକତା କ୍ଲଷ୍ଟରର ସଭାପତି ଲିଳିମା ଜୟସିଂହଙ୍କ ସଭାପତିତ୍ୱ ଓ ସଂପାଦକ ରୀଡା ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ
Read More...

ହକର ଆସୋସିଏସନ୍ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହକର ଆସୋସିଏସନ୍ ପକ୍ଷରୁ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେକ୍ଟର ୨ସ୍ଥିତ ହକର୍ସ ଆସୋସିଏସନ୍ ଠାରେ ବରିଷ୍ଠ ଶ୍ରମିକ ନେତା ତଥା ସିଟୁର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବିଷ୍ଣୁ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ
Read More...

ରାଉରକେଲାରେ ପାଳିତ ହେଲା ୭୪ତମ ସାଧାରଣତନ୍ତ୍ର ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ନଗରୀ ରାଉରକେଲାରେ ମହାଧୂମ୍‌ଧାମ୍‌ରେ ପାଳିତ ହୋଇଯାଇଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ସହରର ବିଭିନ୍ନ ଅନୁଷ୍ଠାନ ତରଫରୁ ଯୋଗଦେଇଥିବା ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ କହିଲେ ଯେ, ଭାରତର ସମସ୍ତ ନାଗରିକ ଭାରତକୁ ଏକ ସଂପୂର୍ଣ୍ଣ
Read More...

ତୁରେକେଲା କ୍ଲଷ୍ଟରରେ ଟିଏଲ୍‌ଏମ୍‌ ମେଳା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଲଷ୍ଟର ଅଧିନସ୍ଥ ବିଦ୍ୟାଳୟମାନଙ୍କରେ ଶିକ୍ଷଣ ସହାୟକ ସାମଗ୍ରୀ ପ୍ରସ୍ତୁତ କରାଯାଇଛି । କ୍ଲଷ୍ଟର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟରର ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,
Read More...

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ ସମ୍ମିଳନୀ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୂହିକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଲିଲି ପଟେଲ ଯୋଗଦେଇ ଶିଶୁମାନଙ୍କ ଭବିଷ୍ୟତ ପାଇଁ ମାଆ ମାନଙ୍କ ଭୂମିକା ସମ୍ପର୍କରେ ମତ ବ୍ୟକ୍ତ କରିଥିଲେ । ଅତିଥି ପରିଚୟ ଓ
Read More...

ପାଟଣାଗଡ଼ ଉପଜିଲ୍ଲାପାଳଙ୍କୁ ରାଜ୍ୟପାଳଙ୍କ ଦ୍ୱାରା ସମ୍ମାନିତ

ପାଟଣାଗଡ, (ସଦାଶିବ ସରାଫ୍‌) : ସମଗ୍ର ପାଟଣାଗଡ଼ ଉପଖଣ୍ଡରେ ନୂତନ ଭୋଟର ତାଲିକାରେ ସଂଯୋଗ ପାଇଁ ବେଶ ଆଗେଇ ନେଇଥିବାରୁ ତଥା ଉପଜିଲ୍ଲାପାଳ ଡ଼କ୍ଟର ବିଜୟା ନନ୍ଦ ସେଠୀଙ୍କ ଅଭିନବ ପ୍ରୟାସ ପାଇଁ ବଲାଙ୍ଗିର ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଶଂସିତ ହେବା ସଙ୍ଗେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ
Read More...