Yearly Archives

2023

ଭାଲୁ ଆକ୍ରମଣରେ ୧୦ ଆହତ

କେନ୍ଦୁଝର : ଚମ୍ପୁଆ ରେଞ୍ଜ ବାଲିବନ୍ଧ ଅଞ୍ଚଳରେ ଭାଲୁ ଆତଙ୍କ । ଭାଲୁ ଆକ୍ରମଣରେ ୧୦ ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟା ସମୟରେ ଜଙ୍ଗଲରୁ ଗୋଟାଏ ଭାଲୁ ବାଲିବନ୍ଧ ଅଞ୍ଚଳକୁ ପଶି ଆସିଥିଲା । ରାସ୍ତାରେ ଯାଉଥିବା କିଛି ଲୋକଙ୍କ ଉପରେ ଆକ୍ରମଣ କରିଥିଲା ।
Read More...

ଗାୟତ୍ରୀ ମାତାଙ୍କ ଭବ୍ୟ ମନ୍ଦିର ନିର୍ମାଣର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଗାୟତ୍ରୀ ପରିବାର ଟ୍ରଷ୍ଟ, ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ କାମାକ୍ଷୀନଗର, ବାବାମଠ ନିକଟରେ ଗାୟତ୍ରୀ ମାତାଙ୍କର ଏକ ଭବ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ବସନ୍ତ ପଞ୍ଚମୀ (ସରସ୍ୱତୀ ପୂଜା)
Read More...

୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ସରକାରୀ ପ୍ରାଥମିକ ବିଦ୍ୟାଳୟ, କେନାଲପଡା, ଡାଙ୍ଗରେ ୭୪ତମ ସାଧାରଣତନ୍ତ୍ର ଦିବସ ସମାରୋହ ପାଳନ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାଏକଙ୍କ ଅଧ୍ୟକ୍ଷତାରେ ପରିଚାଳିତ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ
Read More...

ସରସ୍ୱତୀ ପୂଜା, ସାର୍ବଜନୀନ ଖଡ଼ିଛୁଆ ଉତ୍ସବ ଓ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ୱତୀ ପୂଜା ମହା ଆଡ଼ମ୍ବରରେ ପାଳିତ ହୋଇ ଯାଇଛି । ମୁଦିରଥ ପଣ୍ଡା ଓ ଯଦୁମଣି ମିଶ୍ର ପୂଜକ ଦାୟିତ୍ୱ ତୁଲାଇଥିଲେ । ଏହି ଅବସରରେ ବିଦ୍ୟା ମନ୍ଦିର ପରିସରରେ ଶିଶୁ ବାଟିକା ବିଭାଗର ବିଦ୍ୟାରମ୍ଭ ସଂସ୍କାର
Read More...

୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି ।ପୃଥ୍ୱୀରାଜ ସାହୁ ସ୍ଥାନୀୟ ସଭାପତି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତ୍ତୋଳନ କରି ପ୍ୟାରେଡ଼ରେ ଅଭିଭାଦନ ଗ୍ରହଣ କରିଥିଲେ । ଚୈତନ୍ୟ ଭୋଇ ଗୁରୁଜୀ ସ୍ୱାଗତ
Read More...

ଗଣତନ୍ତ୍ର ଦିବସ ଅବସରରେ କୋର୍ଟରେ ସାମ୍ବିଧାନିକ ଅଧିକାର ଓ ଦାୟିତ୍ୱ ଉପରେ ଆଲୋଚନାଚକ୍ର

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ସ୍ଥାନୀୟ ସିଭିଲ କୋର୍ଟସ୍ଥିତ ଓକିଲ ସଂଘ ସଭା ଗୃହରେ ୭୪ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ କଣ୍ଟାବାଞ୍ଜି ତାଲୁକ ଆଇନ ସହାୟତା କମିଟି ଦ୍ୱାରା ନାଗରିକମାନଙ୍କ ସାମ୍ବିଧାନିକ ଅଧିକାର ଓ ଦାୟିତ୍ୱ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି
Read More...

କଣ୍ଟାବାଞ୍ଜିରେ ଶତାଧିକ ସ୍ଥାନରେ ୭୪ତମ ଗଣତନ୍ତ୍ର ଦିବସ ପାଳିତ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିର ବିଭିନ୍ନ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ କାର୍ଯ୍ୟାଳୟରେ ଧୁମ୍‌ଧାମ୍‌ରେ ୭୪ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏପରିକି କେନ୍ଦ୍ର ସରକାରଙ୍କ ରେଲବାଇ, ପୋଷ୍ଟ ଅଫିସ, ବ୍ୟାଙ୍କ, ବୀମା କାର୍ଯ୍ୟାଳୟରେ ମଧ୍ୟ
Read More...

ମ.ରାମପୁରରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁରର ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଆଜି ସର୍ବ ସାଧାରଣରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସକାଳ ୮ ଘଣ୍ଟା ୧୫ ମିନିଟ ସମୟରେ ମୁଖ୍ୟ ଅତିଥି ଭାବରେ ବିଡିଓ ବିନୟ କୁମାର ଭୋଇ ଉପସ୍ଥିତ ରହି ଜାତୀୟ ପତାକାକୁ ଉତ୍ତୋଳନ
Read More...

ବୌଦ୍ଧର କଚେରୀ ପଡିଆଠାରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ଆଜି ୭୪ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ବୌଦ୍ଧର କଚେରୀ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଜାତୀୟ ପତାକାକୁ ଉତ୍ତୋଳନ କରି ଆରକ୍ଷୀ ଅଧିକାରୀ ପ୍ରହଲ୍ଲାଦ ସାଇ ମିନାଙ୍କ ସହ ମିଳିତ ଭାବରେ ପ୍ୟାରେଟରେ ପ୍ରଦକ୍ଷଣ
Read More...

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସାଧାରଣତନ୍ତ୍ର ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୪ତମ ସାଧାରଣତନ୍ତ୍ର ଦିବସ ଏବଂ ସରସ୍ୱତୀ ପୂଜା ପାଳିତ ହୋଇଯାଇଛି । ସାଧାରଣତନ୍ତ୍ର ଦିବସ ପରେଡରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ପ୍ରାଣୀ ଚିକିତ୍ସା ଅଧିକାରୀ ପ୍ରକାଶ କୁମାର ବେଉରା ଯୋଗ ଦେଇ ଜାତୀୟ ପତାକା
Read More...