Yearly Archives

2023

ଘୁନସର କଲେକରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଘୁନସର ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରର ଆଜି ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୩୧ନମ୍ବର
Read More...

ନୂଆ ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା ସ୍ୱାସ୍ଥ୍ୟ ଶିବିର ଓ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ ଯୁବ ସମ୍ମାନିତ କାର୍ଯ୍ୟକ୍ରମରେ ଏକ ସ୍ୱାସ୍ଥ୍ୟ ଶିବର ଓ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ସାଲେପାଲି ଗ୍ରାମରେ ଓ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଚୁଡ଼ାପାଲି ଗ୍ରାମ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ
Read More...

ସଇଁତଲା କଲେଜରେ ନୂଆ ଓଡିଶା ଓ ଯୁବ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ : ବିଧାୟିକା ନ ଆସିବାରୁ ଛାତ୍ରଛାତ୍ରୀ ନିରାଶ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗୀର ଜିଲ୍ଲା ସଇଁତଲା ସ୍ଥିତ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ ଓଡିଶା ଓ ଯୁବ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବରେ ସଇଁତଲା ବିଡ଼ିଓ ବିନୟ କୁମାର ଭୋଇ ମୁଖ୍ୟଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମକୁ
Read More...

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ଜଗତ ବନ୍ଧୁ ଶିକ୍ଷା ନିକେତନ କାର୍ଯ୍ୟାଳୟଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲା
Read More...

ମୁରିବାହାଲ ଡିଗ୍ରୀ କଲେଜରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱରଚିତ କବିତା ପଠନ ଓ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ସୋମବାର ତୃତୀୟ ଦିନରେ ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସ୍ୱରଚିତ କବିତା ପାଠ ଓ ରଙ୍ଗୋଲି ପ୍ରତିଯୋଗତା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ
Read More...

ପଦ୍ମପୁରରେ ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରରେ ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୂପଣ ପାଇଁ ଡକ୍ଟର ସୁରେଶ ଚନ୍ଦ୍ର ଦଳାଇ ଆର୍‌ଡିସି ଉତ୍ତରାଂଚଳ, ସମ୍ବଲପୁରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଆଜି କ୍ଷେତ୍ର ପରିଦର୍ଶନ କରିଛନ୍ତି । ପଦ୍ମପୁର ନିକଟସ୍ଥ ଚିରୋଲି, ଅନ୍ୱେଶା
Read More...

ମାଡି ଆସୁଛି ବାତ୍ୟା ମିଗଜୋମ୍‌

ଭୁବନେଶ୍ୱର : ଭୟଙ୍କର ବେଗରେ ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା ମିଗଜୋମ୍‌ । ଗତକାଲି ବାତ୍ୟାରେ ପରିଣତ ହେବା ପରେ ଆଜି ଭୀଷଣ ବାତ୍ୟାରେ ପରିଣତ ହୋଇ କରାଳ ରୂପ ନେଇ ଧାଇଁ ଆସୁଛି ବାତ୍ୟା ‘ମିଗ୍‌ଜୋମ୍‌’ । ଆସନ୍ତାକାଲି ଏହା ଲ୍ୟାଣ୍ଡଫଲ୍‌ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା
Read More...

ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାରଙ୍କ ଦ୍ଵାରା କ୍ରୀଡା ଓ ଯୁବସେବା ବିଭାଗ ସହାୟତାରେ ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ଦ୍ୱାରା ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱ ଓ ଅଧ୍ୟାପକ ପ୍ରଦୀପ କୁମାର ଗିରିଙ୍କ
Read More...

ଖପ୍ରାଖୋଲ ଠିପିବନ୍ଦ ବିଦେଶୀ ମଦ ଦୋକାନରେ ଗଣ୍ଡଗୋଳ ଅଭିଯୋଗ : ମଦ ବିକ୍ରେତାଙ୍କୁ ଠେଙ୍ଗାରେ ଆକ୍ରମଣ, ଚିକିତ୍ସାଧୀନ…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ସ୍ଥିତ ଠିପିବନ୍ଦ ବିଦେଶୀ ମଦ ଦୋକାନରେ ରବିବାର ଅପରାହ୍ନ ସମୟରେ ମଦ ବିକ୍ରେତାଙ୍କୁ ତିନିଜଣ ଯୁବକ ଠେଙ୍ଗାରେ ଆକ୍ରମଣ କରିଥିବା ସୂଚନା ମିଳିଛି। ସୂଚନା ଅନୁସାରେ ରବିବାର ଅପରାହ୍ନ ୪ଟା ବେଳେ କିଛି ଯୁବକ ମଦ କିଣିବାକୁ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାି କାର୍ଯ୍ୟକ୍ରମ ଆଜି ଲୋଇସିଂହା ଜିଲ୍ଲା ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ,
Read More...