Yearly Archives

2023

ଶାନ୍ତି ତପୋବନ ଆଶ୍ରମରେ ସାଧାରଣତନ୍ତ୍ର ଦିବସ ଓ ସରସ୍ଵତୀ ପୂଜା ପାଳିତ

ବରଗଡ, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତି ତପୋବନ ଆଶ୍ରମଠାରେ ମାତୃଛାୟା ଓ ବାନପ୍ରସ୍ଥର ଅନ୍ତେବାସିନୀଙ୍କ ଗହଣରେ ସାଧାରଣତନ୍ତ୍ର ଦିବସ ଓ ମା' ବିଦ୍ୟାଦୟିନୀ ସରସ୍ଵତୀଙ୍କ ପୂଜା ପାଳିତ ହୋଇଯାଇଛି । ଉକ୍ତ ଦିବସରେ ମୁଖ୍ୟ ଅତିଥିଭାବେ ସ୍ବେଚ୍ଛାସେବିକା ଶ୍ରୀମତୀ ଜାନକୀ ବିଶି ଯୋଗଦେଇ
Read More...

ଶାସ୍ତ୍ରୀନଗରର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାସ୍ତ୍ରୀନଗର ଠାରେ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀନଗରର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଉକ୍ତ ସାଧାରଣତନ୍ତ୍ର ଦିବସରେ ମାତୃଶକ୍ତି ସ୍ୱରୂପା ଆଶା ମା' ଯେ କି ସର୍ବଦା ସମାଜରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ନିଜକୁ
Read More...

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

କେନ୍ଦୁଝର : ଆଜି କେନ୍ଦୁଝରରେ ୭୪ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦୁଝର ଷ୍ଟାଡିୟମ୍ ପଡିଆରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ପ୍ରଥମେ ସହରରେ ଅବସ୍ଥାପିତ
Read More...

ନିୟମଗିରି ପାହାଡ଼ରେ ଲାଗିଲା ମାଓ ପୋଷ୍ଟର

ରାୟଗଡ଼ା : ଗଣତନ୍ତ୍ର ଦିବସକୁ ବିରୋଧ କରି ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ନିୟମଗିରି ପାହାଡ଼ର ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଇ ମାଓବାଦୀ ସଙ୍ଗଠନ ବିରୋଧ କରିବା ସହିତ କଳା ଦିବସ ଭାବେ ପାଳନ କରିବାକୁ ଆହ୍ଵାନ ଜଣାଇଛନ୍ତି । ନିୟମଗିରି ପାହାଡର ବିଭିନ୍ନ ଗାଁମାନଙ୍କରେ ଏହି ପୋଷ୍ଟର ଲଗାଯାଇଛି ।
Read More...

ରାୟଗଡ଼ାରେ ସାଧାରଣତନ୍ତ୍ର ଦିବସ ପାଳିତ

ରାୟଗଡ଼ା : ରାୟଗଡ଼ାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଆଡ଼ମ୍ବର ସହକାରେ ପାଳନ ହୋଇଯାଇଛି । ଜିଲ୍ଲାସ୍ତରୀୟ ଉତ୍ସବରେ ଜିଲ୍ଲାପାଳ ସ୍ଵଧା ଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହା ସହ ଜିଲ୍ଲାପାଳ ସମବେତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି ।
Read More...

ଆସନ୍ତା ଫେବୃଆରୀ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସାମାଜିକ ସଂଗଠନ ଆଉଟରିଚ୍‌ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଛି ନବମ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ଫେବୃଆରୀ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସାମାଜିକ ସଂଗଠନ ଆଉଟରିଚ୍‌ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଛି ନବମ ଆନ୍ତର୍ଜାତୀୟ ରେଡିଓ ମେଳା । ଭଞ୍ଜକଳା ମଣ୍ଡପରେ ଏହି ମେଳା ଅନୁଷ୍ଠିତ ହେବ । ନୂଆ ପୁରୁଣା ରେଡିଓ ପ୍ରଦର୍ଶନୀ ସହିତ ପ୍ରତିଭାବାନ
Read More...

ବହିରା ଛକରେ ସିରିଜ୍ ଦୁର୍ଘଟଣା, ୨ ମୃତ

ବାଉଁଶୁଣୀ : ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକରେ ସିରିଜ୍ ଦୁର୍ଘଟଣା ଘଟିଛି । ସୋନପୁର ପଟରୁ ଦୃତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର୍‌ ଓ ୬ଟି ବାଇକ୍‌କୁ ଧକ୍କା ଦେଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର
Read More...

କୋରାପୁଟରେ ସାଧାରଣତନ୍ତ୍ର ଦିବସ ପାଳିତ

କୋରାପୁଟ : କୋରାପୁଟରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ପୁଲିସ ପରେଡ ପଡିଆ ଠାରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ସୂଚନା ଓ ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବ ସେବା ତଥା ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି
Read More...

ନବରଙ୍ଗପୁରରେ ସାଧାରଣତନ୍ତ୍ର ଦିବସ ପାଳିତ

ନବରଙ୍ଗପୁର : ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ଡ.କମଳଲୋଚନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ।
Read More...

ବାଲେଶ୍ୱରରେ ଜିଲ୍ଲାସ୍ତରୀୟ ୭୪ତମ ଗଣତନ୍ତ୍ର ଦିବସ ପାଳିତ

ବାଲେଶ୍ୱର : ବାଲେଶ୍ୱରରେ ଜିଲ୍ଲାସ୍ତରୀୟ ୭୪ତମ ଗଣତନ୍ତ୍ର ଦିବସ ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇଯାଇଛି । ସ୍ଥାନୀୟ ପୁଲିସ ପଡ଼ିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ସେ ଉଦ୍‌ବୋଧନ
Read More...