Yearly Archives

2023

ଜିଲ୍ଲା ବନ ବିଭାଗ ପକ୍ଷରୁ ୭୪ତମ ସାଧାଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ବନ ବିଭାଗ ପକ୍ଷରୁ ୭୪ତମ ସାଧାଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ୭୪ତମ ଗଣତନ୍ତ୍ର ଦିବସ ଅବସରରେ ନୀତିଶ କୁମାର, ଆଇଏଫ୍‌ଏସ୍‌, ଡିଏଫ୍‌ଓ, ବଲାଙ୍ଗିର ବନ ବିଭାଗ, ବଲାଙ୍ଗିରର ଡିଭିଜନ ଅଫିସ କ୍ୟାମ୍ପସରେ ଭାରତର ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ।
Read More...

ମାୟାବର୍ହାରେ ସାଧାରଣତନ୍ତ୍ର ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲ ଏବଂ ନୋଡାଲ ଅପର ପ୍ରାଇମେରୀ ସ୍କୁଲ ଆନୁକୂଲ୍ୟରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ହାଇସ୍କୁଲର ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ ଜାତୀୟ ପତାକା ଉତୋଳନ କରି
Read More...

ପୌରାଣିକ ତଥ୍ୟ ଅନୁସାରେ ମା’ ସରସ୍ୱତୀ ଦେବୀଙ୍କ ବିଷୟରେ କିଛି….

ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶ ରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ । ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା
Read More...

ଆଜି ପବିତ୍ର ସାଧାରଣତନ୍ତ୍ର ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପବିତ୍ର ସାଧାରଣତନ୍ତ୍ର ଦିବସ । ଆସନ୍ତୁ ଜାଣିବା ସାଧାରଣତନ୍ତ୍ର ଦିବସ ବିଷୟରେ କିଛି । ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ
Read More...

ଆଜି ରଥ କାଠ ପୂଜାର୍ଚ୍ଚନା ହେବ

ପୁରୀ : ଆଜି ପବିତ୍ର ଶ୍ରୀପଞ୍ଚମୀ । ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ । ଏଥିପାଇଁ ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ
Read More...

ବାଲିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ

ପାଟଣାଗଡ, (କେପିଏନ୍‌ଏସ୍‌) : ନିକଟସ୍ଥ ବାଲିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋତ୍ସ୍ନାରାଣୀ ଭୋଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ କାର୍ଯ୍ୟକ୍ରମରେ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ତଥା
Read More...

ମାଲକାନଗିରି ପୌର ପରିଷଦରେ ୬ ପ୍ରକଳ୍ପ ଉଦ୍‌ଘାଟିତ

ମାଲକାନଗିରି : ମାଲକାନଗିରି ପୌର ପରିଷଦର ବିଭିନ୍ନ ସାହିବସ୍ତିରେ ସାଂସଦଙ୍କ ଦ୍ୱାରା ୬ଟି ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ପୌର ପରିଷଦ ଅଧିନସ୍ଥ ବାଲିସାଗର ସାହିରେ ମୁଖ୍ୟମନ୍ତ୍ରୀ କର୍ମତତ୍ପର ମୁକ୍ତା ଯୋଜନାରେ ନିର୍ମିତ ଭେଣ୍ଡିଙ୍ଗ ଜୋନ, ମୁଣ୍ଡା ଗୁଡା, ମଦଳାଗୁଡା,
Read More...

ବଲାଙ୍ଗିର ସାମ୍ବାଦିକ ଭବନରେ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସ୍ଥାନୀୟ ସାମ୍ବାଦିକ ଭବନଠାରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ବରିଷ୍ଠ ସଦସ୍ୟ ଗୋପବନ୍ଧୁ ଶତପଥୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସାଧାରଣ ସମ୍ପାଦକ
Read More...

ପ୍ରଫେସର ଡକ୍ଟର ସଚିଦାନନ୍ଦ ମହାନ୍ତିଙ୍କୁ ଡିଏମ୍‌ଇଟି ନିର୍ଦ୍ଦେଶକ ଭାବେ ନିଯୁକ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଫେସର ଡକ୍ଟର ସଚିଦାନନ୍ଦ ମହାନ୍ତିଙ୍କୁ ଡିଏମ୍‌ଇଟି ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ଡେପୁଟେସନରେ ଥିବା ପ୍ରଫେସର ଡକ୍ଟର ମହାନ୍ତି ଏବେ ଭୁବନେଶ୍ୱର ଏମ୍ସର ସୁପରିଣ୍ଟେଣ୍ଡେଣ୍ଟ
Read More...

ବ୍ରାଉନସୁଗାର ଜବତ, ୧ ଗିରଫ

ଖୋର୍ଦ୍ଧା : ଖୋର୍ଦ୍ଧା ଅବକାରୀ ବିଭାଗ ପାନବରଜ ନିକଟରେ ଚଢାଉ କରି ବ୍ରାଉନସୁଗାର ଜବତ କରିବା ସହ ଜଣେ ଯୁବକକୁ ଗିରଫ କରିଥିବା ଜଣାପଡିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ପାନବରଜର ସେକ୍ ନସିମ୍(୩୨) । ଖୋର୍ଦ୍ଧା ଅବକାରୀ ଇନ୍ସପେକ୍ଟର ଭୈରବ ସାହୁଙ୍କ ସୂଚନା ଅନୁସାରେ, ଗତକାଲି ମଧ୍ୟାହ୍ନ
Read More...