Yearly Archives

2023

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି : କାଲିମେଳା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ କ୍ୟାମ୍ପ ପ୍ରକୋଷ୍ଠରେ ୮୮ଟି ଅଭିଯୋଗର ଫଇସଲା ହୋଇଛି । କାଲିମେଳା ବ୍ଲକରେ ଜିଲ୍ଲାପାଳ ବିଶାଲ ସିଂ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ । ବ୍ଲକର ବିଭିନ୍ନ ଗ୍ରାମରୁ ଲୋକମାନେ ପହଞ୍ଚି ସେମାନଙ୍କ ସମସ୍ୟା ସମ୍ପର୍କରେ ଦରଖାସ୍ତ
Read More...

ଅଜଣା ଗାଡି ଧକ୍କାରେ ବାଇକ୍‌ ଆରୋହୀ ମୃତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା କୋମନା ଥାନା ଦରଲିପଡ଼ା ଛକ ଠାରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ବାଇକ ଅରୋହୀ ସିଆଲଲଟି ଗାଁର ହୀରାସିଂ ଧରୁଆ(୨୮) । ସୂଚନା ଅନୁସାରେ, ସିଆଲଲଟି ଗାଁର ହୀରାସିଂ ମାଲଭଟା ଗାଁରେ ଟ୍ରାକ୍ଟର
Read More...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ହେବ

ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହେବ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ । କିମ୍ୱଦନ୍ତୀ ଅନୁଯାୟୀ, ସନ୍ଥ ମନୋହର ଦାସଙ୍କ ପାଇଁ ପ୍ରଭୁ ଶ୍ରୀପଞ୍ଚମୀ ପୂର୍ବରୁ ଏହି ବେଶରେ ଦର୍ଶନ ଦେଇଥିଲେ । ତେଣୁ ବଡ଼ଛତା ମଠ ପକ୍ଷରୁ
Read More...

ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ବେଳେ ଜବତ ହେଲା ଗଞ୍ଜେଇ, ୭ ଗିରଫ

କୋରାପୁଟ : ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ବେଳେ ଜୟପୁର ସଦର ପୋଲିସ ଚଢାଉ କରି ୭ ଜଣଙ୍କୁୁ ଗିରଫ କରିଥିବା ଜଣାପଡିଛି । ସେମାନଙ୍କ ଠାରୁ ୩୩୦ କେଜି ଗଞ୍ଜେଇ ଜବତ କରିଛି । ଏଥିସହ ୬ଟି ମୋବାଇଲ, ୨୨ ହଜାର ୧ ଶହ ଟଙ୍କା ଜବତ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ବୈପାରିଗୁଡାର ବିଭୀଷଣ
Read More...

ବିଲେଇସର୍ଡା ହାଇସ୍କୁଲରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ସମାଜ ପ୍ରତି କନ୍ୟା ସନ୍ତାନର ଗୁରୁତ୍ୱ ପରିବାର ଲୋକେ ଉପଲବ୍ଧି କରନ୍ତୁ ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ହାଇସ୍କୁଲରେ ଜୁନିୟର ରେଡକ୍ରସ ତରଫରୁ ଜାତୀୟ କନ୍ୟା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଜୁନିୟର ରେଡକ୍ରସ ପରାମର୍ଶଦାତା
Read More...

ଆବାସ ଯୋଜନାରୁ ବାଦ ପଡିଥିବା ହିତାଧିକାରୀଙ୍କୁ ତାଲିକାଭୁକ୍ତ କରିବାକୁ ଦାବୀ

ସ୍ୱତନ୍ତ୍ର ଗ୍ରାମସଭା ସମ୍ପୂର୍ଣ୍ଣ ବର୍ଜନ କରିବାକୁ ଖପ୍ରାଖୋଲ ବ୍ଲକ ସରପଂଚ ସଂଘ ପକ୍ଷରୁ ନିଷ୍ପତି ଖପ୍ରାଖୋଲ, (ଅଶୋକ ବାଗ) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ପାଇବା ନିମନ୍ତେ ସରକାରଙ୍କ ପକ୍ଷରୁ ଯୋଗ୍ୟହିତାଧିକାରୀଙ୍କ ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଥିବା ବେଳେ ଏହା ବିଭିନ୍ନ
Read More...

କେସିଙ୍ଗା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : ଆଜି କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ, ଭବାନୀପାଟଣା
Read More...

ରେଙ୍ଗାଲି ପଂଚାୟତସ୍ତରୀୟ କ୍ରୀଡା ମହୋତ୍ସବ ଉଦ୍‌ଘାଟିତ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଂଚାୟତରେ ପଂଚାୟତସ୍ତରୀୟ କ୍ରୀଡା ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ସ୍ଥାନୀୟ ହରିଶଙ୍କର ହାଇସ୍କୁଲ ଖେଲ ପଡିଆଠାରେ ଆୟୋଜିତ ଏହି କ୍ରୀଡା ମହୋତ୍ସବକୁ ଖପ୍ରାଖୋଲ ବିଡିଓ ରଶ୍ଚିରଞ୍ଜନ ରାଉତ ମୁଖ୍ୟଅତିଥି ଭାବେ ଯୋଗଦେଇ
Read More...

ଦୁଇ ଦିବ୍ୟାଙ୍ଗଙ୍କ ମୁହଁରେ ହସ ଫୁଟାଇଲା ଓଡିଶା ମୋ ପରିବାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦିବ୍ୟାଙ୍ଗ ହେଲେ ମଧ୍ୟ ହାରି ନାହିଁ ତାଙ୍କ ମନୋବଳ, ଯୁବାବସ୍ଥାରେ ଗୋଡ଼ ହରାଇଥିଲେ ମଧ୍ୟ ପରିବାର ମୁହଁରେ ଆହାର ଯୋଗାଇବା ପାଇଁ ଅନେକ ପରିଶ୍ରମ କରୁଛନ୍ତି ସେ । ତାଙ୍କ କରୁଣ କାହାଣୀ ସମ୍ପର୍କରେ ଜାଣିବା ପରେ ସହାୟ ହେଲା ଓଡ଼ିଶା ମୋ ପରିବାର । ସ୍ଵାବଲମ୍ବୀ
Read More...

ଜିଲ୍ଲାରେ କନ୍ୟା ଲିଙ୍ଗ ହାର ଅନୁପାତ ବୃଦ୍ଧି ପାଇଁ ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ପିସି-ପିଏନ୍‌ଡିଟି ଜିଲ୍ଲା ପରାମର୍ଶଦାତା କମିଟି ବୈଠକ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ପ୍ରାଧିକରଣ, ପିସିଏଣ୍ଡପିଏନ୍‌ଡିଟି ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଅଦ୍ୟ
Read More...