Yearly Archives

2023

ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବକଟି, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବକଟି ପଂଚାୟତ ବକଟି ଉଷାଦେବୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଗ୍ରାମବାସୀ ମୁଖ୍ୟ ଗେଟ୍‌ରେ ତାଲା ପକାଇଛନ୍ତି । ପ୍ରାପ୍ତ ସୂଚନା ମୁତାବକ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଧର୍ମଶାଳା, (କେପିଏନ୍‌ଏସ୍‌) : ଧର୍ମଶାଳା ଜୁନିୟର ମହାବିଦ୍ୟାଳୟ, ଧର୍ମଶାଳା, ସୁବର୍ଣ୍ଣପୁରରେ ଛାତ୍ରୀ ଆତ୍ମ ସୁରକ୍ଷା ତଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଦୀର୍ଘ ୮ ଦିନ ଧରି ଚାଲିଥିବା ଏହି ତାଲିମ ଶିବିରର ପରିସମାପ୍ତି ପର୍ବରେ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର
Read More...

ଜିଲ୍ଲାସ୍ତରୀୟ ସ୍କୁଲ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ର ଶୁଭ ଦେଲେ ବିଧାୟକ ନରସିଂହ

ବାଳକ ବିଭାଗରେ ଟିଟିଲାଗଡ ଓ ବାଳିକା ବିଭାଗରେ ବଲାଙ୍ଗିର ଚାମ୍ପିୟନଖେଳ ଓ ଖେଳାଳିଙ୍କ ପ୍ରାଣକେନ୍ଦ୍ର ପାଲଟିବ ବଲାଙ୍ଗିର - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପିଆର ହାଇସ୍କୁଲ ବ୍ୟାଡମିଣ୍ଟନ ଇନଡୋର ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ସ୍କୁଲ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌
Read More...

ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ

ପାଟଣାଗଡ଼, (କେପିଏନ୍‌ଏସ୍‌) : ଭାରତବର୍ଷରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ବେଳେ ଏହି ଅବସରରେ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ସଭାନେତ୍ରୀ ସଂଯୁକ୍ତା ପରିଚ୍ଛାଙ୍କ ସଭାପତିତ୍ୱରେ
Read More...

ଘରେ ପଶି ମା’ ଓ ଝିଅଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ

ବ୍ରହ୍ମପୁର ବଡ଼ବଜାର ଥାନାରେ ଆକ୍ରମଣକାରୀ ଯୁବକ ଅଟକ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବଡ଼ବଜାର ଥାନା ଅଧିନସ୍ଥ ମହାନଗର ଅଞ୍ଚଳର ଫାଷ୍ଟଗେଟ୍ ରଘୁପତିନଗର ଅଞ୍ଚଳରେ ଜଣେ ଯୁବକ ଘରେ ପଶି ଜଣେ ମହିଳାଙ୍କୁ କାତିରେ ଆକ୍ରମଣ କରିବା ସାଙ୍ଗକୁ ଝିଅଙ୍କୁ ମଧ୍ୟ କାତିରେ
Read More...

ସିଆର୍‌ପିଏଫ୍‌ର ଜନସମ୍ପର୍କ ଶିବିର

ଗୋଇପଟା : ଗୋଇପଟା ସ୍ଥିତ ସିଆର୍‌ପିଏଫ୍ କ୍ୟାମ୍ପରେ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲାଞ୍ଜି ପଞ୍ଚାୟତର ୧୨ଟି ଗ୍ରାମର ୧୦୦ ଜଣ ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଓଡିଶା ସେକ୍ଟର ଭୁବନେଶ୍ୱର ଏବଂ ସମ୍ବଲପୁରର ୧୨ର୍ଥ ବାଟାଲିୟନ
Read More...

ଗଞ୍ଜାମ କଲେଜରେ ପରାକ୍ରମ ଦିବସ ପାଳନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ କଲେଜ ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପବିତ୍ର ଜନ୍ମ ତିଥିରେ ପରାକ୍ରମ ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମ ନାଭାଲ ଏନ୍‌ସିସି କ୍ୟାଡେଟମାନଙ୍କ ଦ୍ଵାରା ଆୟୋଜିତ କରାଯାଇଛି । ପ୍ରଥମେ କଲେଜ ଏନ୍‌ସିସି ଅଧିକାରୀ ସବ୍‌ଲେଫ୍ଟନାଣ୍ଟ
Read More...

ସେଣ୍ଟ ଜାଭିୟର୍ସ ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ

ଟିଟିଲାଗଡ, (କେପିଏନ୍‌ଏସ୍‌) : ସ୍ଥାନୀୟ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ରେଳବାଇ ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ସଂସ୍ଥାପକ ସତ୍ୟବ୍ରତ ପଣ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ । ଉଦ୍‌ଯାପନୀ ଉତ୍ସବରେ ଜିଲ୍ଲା ସରପଞ୍ଚ ସଂଘ ସଭାପତି ବୀରବର ସାହୁ
Read More...

ଦେଓଗାଁ ଶିଶୁ ମନ୍ଦିରରେ ନେତାଜୀ ଜୟନ୍ତୀ ପାଳିତ

ଦେଓଗାଁ, (କେପିଏନ୍‌ଏସ୍‌) : ଦେଓଗାଁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନେତାଜୀ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି । ପୂର୍ବତନ ଛାତ୍ର ସପନ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ ସା ସ୍ୱାଗତ ଭାଷଣ ଦେଇଥିଲେ । ଗୁରୁଜୀ କୁନୁ
Read More...

ଶିମିଳିପାଳ ଅଭୟାରଣ୍ୟରେ ବାଘ ଛୁଆର ମୃତଦେହ ଉଦ୍ଧାର

ମୟୂରଭଞ୍ଜ : ଶିମିଳିପାଳ ଅଭୟାରଣ୍ୟରେ ଗୋଟିଏ କଲରାପତରିଆ ବାଘ ଛୁଆର ମୃତଦେହ ଉଦ୍ଧାର ହୋଇଛି । ବନ ବିଭାଗ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଚଳାଇଥିବା ଜଣାପଡିଛି । ଏହାର ବୟସ ଦେଢ଼ ମାସ ହେବ । ବାଘର କେମିତି ମୃତ୍ୟୁ ହୋଇଛି, ତାହା ସ୍ପଷ୍ଟ ଜଣାପଡ଼ିନାହିଁ । ସୂଚନା
Read More...