ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ବୀର ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି । ଛତ୍ରପୁର ସହରର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରଭାତଫେରି, ମାଲ୍ୟାର୍ପଣ ସହ ଭକ୍ତିପୂତ ସମ୍ମାନ ସ୍ୱରୂପ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି!-->…
Read More...
Read More...