Yearly Archives

2023

ଶ୍ରୀ ଶ୍ରୀ ନାଗେଶ୍ଵର ବାବାଙ୍କ ମନ୍ଦିର ପ୍ରତିଷ୍ଠା

ବରଗଡ, (ନିରୋଜ କୁମାର ପାଣୀ) : ଶ୍ରୀ ଶ୍ରୀ ନାଗେଶ୍ୱର ବାବାଙ୍କ ମନ୍ଦିର ପ୍ରତିଷ୍ଠା ତଥା ଦୁଇ ବୀରପୁତ୍ର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଆଜି ନାଗେନପାଲି ଗ୍ରାମରେ ସଂକଳ୍ପ ପରିବାର ଓ ନାଗେନପାଲି ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ଏକ ସ୍ୱେଚ୍ଛାକୃତ
Read More...

ବିରଞ୍ଚି ଦାଶ ପାଇଲେ ଆନ୍ତର୍ଜାତିକ ଲାଇଫ୍‌ ସେଭର ଏୱାର୍ଡ

ତୁରେକେଲା, (କୈଳାସ ସଗ୍ରିଆ) : ଆଜି ଭାରତ ବର୍ଷରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଧୂମଧାମରେ ପାଳନ ହେଉଥିବା ଅବସରରେ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଟ୍ରଷ୍ଟର ସଭାନେତ୍ରୀଙ୍କ ସଭାପତିତ୍ୱରେ ଡ.ଗୋବର୍ଦ୍ଧନ ସାହୁ ମୁଖ୍ୟ
Read More...

ଜାତୀୟ ଯୁବ ମହୋତ୍ସବରେ ଆଦିବାସୀ ଲୋକନୃତ୍ୟ ପ୍ରଦର୍ଶିତ କରି ଓଡ଼ିଆ ପୁଅ ପୁରସ୍କୃତ

କଟକ, (କେପିଏନ୍‌ଏସ୍‌) : କର୍ଣ୍ଣାଟକର ହୁବଲୀ ଠାରେ ଜାନୁଆରୀ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ୨୬ତମ ଜାତୀୟ ଯୁବ ମହୋତ୍ସବରେ(କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ, ଭାରତ ସରକାର) ଯୋଗଦାନ କରି କୁଲିତା ଟୁକୁରା (ଗାନ୍ଧୀ ଟିକିରା)ର ଆଶୀର୍ବାଦ ମହାପାତ୍ର(ଅନୁପ) ତାଙ୍କ ଗାଁ
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ନେତାଜୀଙ୍କ ଜୟନ୍ତୀ ପାଳନ ଅବସରରେ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ମହେନ୍ଦ୍ର
Read More...

ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ନେତାଜୀ ଜୟନ୍ତୀ ପାଳିତ

ସାକ୍ଷୀଗୋପାଳ, (ଦିଲ୍ଲୀପ କୁମାର ଧାଉଡିଆ) : ଐତିହ୍ୟ ସଂପନ୍ନ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ନେତାଜୀ ଜୟନ୍ତୀ ପାରମ୍ପରିକ ଶୈଳୀରେ ସମୂହ ଛାତ୍ରଛାତ୍ରୀ ଓ କାର୍ଯ୍ୟରତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଦ୍ୱାରା ପାଳିତ ହୋଇଯାଇଛି । ପ୍ରଥମେ ପୂଣ୍ୟତ୍ମା
Read More...

ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ମହାନ ବିପ୍ଲବୀ ସ୍ୱାଧୀନତା ସଂଗ୍ରାମୀ ଓଡ଼ିଆ ସ୍ୱାଭିମାନର ପ୍ରତୀକ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗାନ୍ଧୀନଗର ଛକ ସ୍ଥିତ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଶ୍ରଦ୍ଧାସୁମନ ଜ୍ଞାପନ କରାଯାଇଥିଲା ।
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିପ୍ସହାରେ ନେତାଜୀ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଦୁଇ ବରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଗୌରୀ ଶଙ୍କର ବେଜ ଯୋଗ ଦେଇ ଉଭୟ ବରପୁତ୍ରଙ୍କ
Read More...

ପରିବହନ କର୍ମଚାରୀ ନେତା ଉପେନ୍ଦ୍ର ମିଶ୍ରଙ୍କ ପ୍ରଥମ ଶ୍ରାଦ୍ଧ ଦିବସ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ପରିବହନ କର୍ମଚାରୀ ସଂଘର ବିଶିଷ୍ଟ ନେତା ତଥା ନାଟ୍ୟକାର ଉପେନ୍ଦ୍ର ମିଶ୍ର(କୁନି)ଙ୍କ ବଡ଼ଖେମୁଣ୍ଡି ସାହି ସ୍ଥିତ ତାଙ୍କ ବାସଭବନରେ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ହିନ୍ଦ ମଜଦୁର ସଭାର
Read More...

ନେତାଜୀ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ନେତାଜୀ ଜୟନ୍ତୀ ଅବସରରେ ଖଣ୍ଡଦେଉଳି ନେତାଜୀ ଗୁରୁକୁଳ ସ୍କୁଲ ବାର୍ଷିକ ଉତ୍ସବ ସୋମବାର ପାଳିତ ହୋଇଯାଇଛି । ନେତାଜୀ ଗୁରୁକୁଳ ସ୍କୁଲ ଶିକ୍ଷା ଅନୁଷ୍ଠାନ ଅଧ୍ୟକ୍ଷ ହରିଶ୍ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ
Read More...

ଆଶୁକବି ହେମନ୍ତ ଦାଶ ରାଜ୍ୟସ୍ତରୀୟ ପୂଜ୍ୟପୂଜା ସମ୍ମାନ ୨୦୨୩ରେ ସମ୍ମାନୀତ

ତୁଷୁରା, (କେପିଏନ୍‌ଏସ୍‌) : ରବିବାର କଟକ ଶତାବ୍ଦୀ ଭବନରେ ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ, କଟକ, ଅଗ୍ନିସ୍ଫୁଲିଙ୍ଗ, ରାଉରକେଲା, ପୂଜ୍ୟପୂଜା ପରିଷଦ, କଟକ ଓ ଚିନ୍ମୟ ସାହିତ୍ୟ ସଂସଦ କଟକର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ୪୬ତମ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ଓ ସମ୍ବର୍ଦ୍ଧନା
Read More...