Yearly Archives

2023

ନାଟ୍ୟକାରଙ୍କ ପରଲୋକରେ ଶୋକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲାର ବହୁ ପୁରାତନ ଏବଂ ଡେଲାଙ୍ଗ ବ୍ଲକର ସର୍ବ ପୁରାତନ ମଞ୍ଚ ନାଟ୍ୟ ଜୟଦୁର୍ଗା କ୍ଲବର ସଦସ୍ୟ ତଥା ନାଟ୍ୟକାର, ମଞ୍ଚ ନିର୍ଦ୍ଦେଶକ, ଅର୍ଣ୍ଣପୂର୍ଣ୍ଣା ଥିଏଟରର ବହୁମୁଖୀ କଳାକାର, ରବିନ୍ଦ୍ର ମଣ୍ଡପ ଏବଂ ସୁଦୂର କଲିକତାରେ କଂସାକବାଟ ପରି
Read More...

ଜେଡି କଲେଜରେ ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ କଲେଜଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । କଲେଜର ଜାତୀୟ ସେବା ଯୋଜନା ୟୁନିଟ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ
Read More...

ତହଁକ୍ କୁଟୁମ୍ ତରଫରୁ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଯାଦବ ଭବନଠାରେ ତହଁକ କୁଟୁମ୍‌ ତରଫରୁ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟବକ୍ତା ଭାବରେ 'କୋଶଳ ପ୍ରବାହ'ର ସମ୍ପାଦକ ତଥା କବି ଆନନ୍ଦ ଚନ୍ଦ୍ର ସାହୁ ଯୋଗ ଦେଇଥିବା
Read More...

ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ରକ୍ତଦାନ ଶିବିର

କଂଟାବାଂଜି, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଚଟୁଅନକା ପଂଚାୟତ ବେହେରେନସିଲେଟ ଗାଁର ଡ. ଆମ୍ବେଦକର କ୍ଲବ ଦ୍ୱାରା ସୋମବାର ଦିନ ଏକ ରକ୍ତଦାନ ଶିବିର କଂଟାବାଂଜି ସ୍ଥିତ ବିଜୁ ପଟ୍ଟନାୟକ ରକ୍ତ ଭଣ୍ଡାରରେ ଅନୁଷ୍ଠିତ ହୋଇଯାଇଛି । ସ୍ୱାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ର
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ

ସଇଁନ୍ତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ କୁଇକେଡ଼ା ପଞ୍ଚାୟତର ରେଙ୍ଗାଲୀ ଉଚ୍ଚ ବିଦ୍ୟାଳୟଠାରେ ନେତାଜୀ ସୁଭାସ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କୁଳମଣୀ ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ବଲାଙ୍ଗିର ଆର୍‌ଟିଓ ଛକ ନିକଟସ୍ଥ ଶ୍ମଶାନଘାଟକୁ ପୌର ପରିଷଦର ଅଧିକାରୀମାନଙ୍କ ସହ ପରିଦର୍ଶନ କଲେ ପୌର ଅଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଆର୍‌ଟିଓ ଛକ ନିକଟସ୍ଥ ଶ୍ମଶାନଘାଟକୁ ପୌର ପରିଷଦର ଅଧିକାରୀମାନଙ୍କ ସହ ପରିଦର୍ଶନ କରିଛନ୍ତି ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ତେବେ ଏହି ଶ୍ମଶାନଘାଟ ୧.୨କୋଟି ବ୍ୟୟରେ ନିର୍ମିତ ହେଇଥିବା ବେଳେ ଏଠାରେ ଶବଦାହ କରିବା ପାଇଁ ସମସ୍ତ ଉନ୍ନତ
Read More...

ବ୍ରହ୍ମପୁରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାନଗରର ବିଭିନ୍ନ ସ୍ଥାନରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ଦିବସ ମହାସାମାରୋହରେ ପାଳିତ ହୋଇଯାଇଛି । ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରଭାତ ଫେରି, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ,
Read More...

ଛତ୍ରପୁର ପ୍ରେସ କ୍ଲବକୁ ଉଦ୍‌ଘାଟନ କରିବେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁରଠାରେ ଆନୁଷ୍ଠାନିକ ଜାତୀୟ ପରେଡ଼ ଉତ୍ସବରେ କୃଷି ଓ କୃଷକ ସଶକ୍ତିକରଣ ତଥା ପଶୁସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ
Read More...

ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଦ୍ୟା ମନ୍ଦିର ବିଭାଗରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନଙ୍କ ଅଧ୍ୟକ୍ଷତାରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ଚୈତନ୍ୟ ଭୋଇ ଗୁରୁଜୀ (ବିଦ୍ୟା ମନ୍ଦିର ପ୍ରମୁଖ) ସ୍ୱାଗତ ଭାଷଣ ଓ
Read More...

କଟାବାହାଲରେ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମରେ ପ୍ରଥମ ଥର ପାଇଁ ଭଲିବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ଏଥିରେ କଟାବାହାଲ (କ), ମୁଣ୍ଡାପାଲି, ଲରମ୍ଭା, ସହାଜବାହାଲ, ଘନାମାଲ, ଆଗଲପୁର, କଟାବାହାଲ (ଖ) ମୋଟ ୭ ଗୋଟି ଦଳ
Read More...