Yearly Archives

2023

ୟଙ୍ଗ୍‌ଷ୍ଟାର୍‌ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ କୁର୍‌ସୁଡ୍‌ ଚାମ୍ପିଆନ୍

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ବ୍ଲକ ତଥା ସିନ୍ଧେକେଲା ଥାନା ଅନ୍ତର୍ଗତ କୁର୍‌ସୁଡ୍‌ ଗ୍ରାମର ନୀଳଚକ୍ର ଖେଳପଡିଆଠାରେ ଚାଲିଥିବା ୟଙ୍ଗ୍‌ଷ୍ଟାର୍‌ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ ଆଜି ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ଗୋଟି ଦଳ
Read More...

ତୁରେକେଲା ଆର୍‌ଜିପିଏସ୍‌ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (ଗୁରୁ ଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ସଦର ମହକୁମାରେ ସ୍ଥିତ ରାଜୀବ ଗାନ୍ଧୀ ପଂଚାୟତ ସମିତି ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ସପ୍ତାହ ବ୍ୟାପି ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । କାର୍ଯ୍ୟକ୍ରମର ଚତୁର୍ଥ ଦିବସ ଶନିବାର ଦିନ ପ୍ରାତଃ
Read More...

ଜୟ ରାକାମବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟନୀ ମ୍ୟାଚ୍‌ରେ ସୁଲେକେଲା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଞ୍ଚାୟତ ତେତେଲପଡା ଗାଁର ପୋଡ଼ଖାଇ ଖେଳପଡିଆଠାରେ ରାକାମବୁଢା ଫୁଟବଲ କ୍ଲବ ପକ୍ଷରୁ ୪ତମ ଜୟ ରାକାମ ବୁଢାଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି
Read More...

ଶଳାବୁଢା ଅଟଲ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ସମାରୋହ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ବ୍ଲକ ଅନ୍ତର୍ଗତ ସମଲେଶ୍ୱରୀ ବିହାରଠାରେ ଫାର୍ମାସିଷ୍ଟ କଲେଜର ସଭା ଗୃହରେ ସ୍ୱର୍ଗତ ଅଟଲ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ସମାରୋହ ଅଧ୍ୟକ୍ଷ ଅନ୍ନବାଦିତ୍ୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶଳା ବୁଢା, ଆଦିମ୍‌ ବିଚାର୍‌ ଓ ଶଳା
Read More...

ସୁଦାମ ଚରଣ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଚନ୍ଦନଭାଟିଠାରେ ନୂଆଁ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ନୂଆଁ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଯୁବବର୍ଗଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ପାଇଁ ସୁଦାମ ଚରଣ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଚନ୍ଦନଭାଟିଠାରେ ଏହାର ଶୁଭାରମ୍ଭ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଧ୍ୟାପକ ଅଶୋକ
Read More...

ହରିଶଙ୍କରରେ ଛାତ୍ରଛାତ୍ରୀଙ୍କ ସଫେଇ କାର୍ଯ୍ୟକ୍ରମ : ପର୍ଯ୍ୟଟନ କେନ୍ଦ୍ରକୁ ସ୍ୱଚ୍ଛ ଓ ନିର୍ମଳ ରଖିବାକୁ ଆହ୍ୱାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ କେନ୍ଦ୍ର ହରିଶଙ୍କରଠାରେ ଖପ୍ରାଖୋଲ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ସମୂହ ସଫେଇ କାର୍ଯ୍ୟକ୍ରମ ସହିତ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ
Read More...

ଡିସେମ୍ବର ୨୯ ପାଚକ ପାଚିକା ମହାସଂଘ ପକ୍ଷରୁ ଭୁବନେଶ୍ଵରଠାରେ ବିରାଟ ଗଣ ବିକ୍ଷୋଭ ଓ ଧାରଣା

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚକ ପାଚିକା ମହାସଂଘ ରାଉରକେଲା ଶାଖା ପକ୍ଷରୁ ସେକ୍ଟର -୭ ବି/୪୦ ରାଉରକେଲାର ସିଅର କାର୍ଯ୍ୟାଳୟ ଠାରେ ଏକ ସଭାର ଆୟୋଜନ କରାଯାଇଥିଲା । ଏହି ସଭାରେ ଓଡିଶା ମହାସଂଘର ସଭାପତି ଯୋଗେନ୍ଦ୍ର ସ୍ୱାଇଁ ଅଧ୍ୟକ୍ଷତା କରିଥିଲେ ।
Read More...

ଧାନ ବିକ୍ରି ପାଇଁ ଟୋକନ୍‌ ବିଳମ୍ବ ନେଇ ଚୁଲିଫୁଙ୍କା ଧାନମଣ୍ଡିକୁ ତାଲା ପକାଇଲେ ଚାଷୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଚାଷୀଙ୍କ ଧାନ ବିକ୍ରି କରିବା ପାଇଁ ଟୋକାନ୍‌ ବିଳମ୍ବରେ ଆସିଥିବାରୁ ଆଜି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କାରେ ଥିବା ସେବା ସମବାୟ ସମିତି ଲିଃ ଧାନମଣ୍ଡିକୁ ତାଲା ପକାଇଲେ ଚାଷୀ । ଚାଷୀମାନେ ଦୀର୍ଘ ଦିନ ହେଲା ଧାନକୁ ଅମଳ କରି ଖଳା
Read More...

ବାଦିଘୋର ପୋଲ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ମହିଳା ମୃତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ଚନ୍ଦନଭାଟି ପଞ୍ଚାୟତ ଅନ୍ତର୍ଗତ ବାଦିଘୋର ପୋଲ ନିକଟରେ ଆଜି ସଂଧ୍ୟାରେ ନିଜ ଗ୍ରାମ ଦୁଆନପାଲିରୁ କାମ ସାରି ବଲାଙ୍ଗିର ସ୍ଥିତ ବାସଭବନକୁ ଏକ ସ୍କୁଟିରେ ଫେରୁଥିବା ବେଳେ ବଲାଙ୍ଗିର ପଟୁ ଆସୁଥିବା ଏକ ହାଇୱା ଗାଡି ଧକ୍କା ଦେଇଥିଲା ।
Read More...

ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଆଜି ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ର ଛାତ୍ରୀମାନଙ୍କ ସକାଶେ ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...