Yearly Archives

2023

ଜବାହରଲାଲ ମହାବିଦ୍ୟାଳୟରେ ପରିଚାଳନା କମିଟିର ବୈଠକ

ପାଟଣାଗଡ଼ ଜବାହରଲାଲ ମହାବିଦ୍ୟାଳୟରେ ପରିଚାଳନା କମିଟି ପକ୍ଷରୁ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟିର ସଭାପତି ସତ୍ୟପ୍ରିୟ ଖୁଣ୍ଟିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାକୁ ମହାବିଦ୍ୟାଳୟର ଅଧ୍ୟକ୍ଷା ତଥା ପରିଚାଳନା କମିଟିର ସମ୍ପାଦିକା ଆୟାଶା ବାନୁ ପରିଚାଳନା କରିଥିଲେ । ସଭ୍ୟମାନଙ୍କ
Read More...

ଦୈନିକ ସକାଳର ତୃତୀୟ ସ୍ଵନକ୍ଷତ୍ର ଦିବସ ଓ ବିଶ୍ଵ ଏଡ଼ସ୍‌ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୈନିକ ସକାଳର ତୃତୀୟ ସ୍ଵନକ୍ଷତ୍ର ଦିବସ ଓ ବିଶ୍ଵ ଏଡ଼ସ୍‌ ଦିବସ ପାଳନ ହୋଇଯାଇଛି । ଦୈନିକ ସକାଳର ରାଉରକେଲା ପ୍ରତିନିଧି ଦେବବ୍ରତ ପଟ୍ଟନାୟକଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନ୍ଆଇଟିର ନିର୍ଦ୍ଦେଶକ ପ୍ରଫେସର ଡ.
Read More...

ଆଜି ଚତୁର୍ଥ ଟି-୨୦ କ୍ରିକେଟ୍‌ ମ୍ୟାଚ୍‌

ରାୟପୁର : ଆଜି ଚତୁର୍ଥ ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟି-୨୦ ମ୍ୟାଚ୍‌ର ୪ର୍ଥ ମ୍ୟାଚ ଆଜି ରାୟପୁରରେ ଖେଳାଯିବ । ତେବେ ଭାରତ ପ୍ରଥମ ଦୁଇଟି ମ୍ୟାଚ୍‌ରେ ବିଜୟୀ ହୋଇଥିବା ବେଳେ ତୃତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଦ୍ୱାରା ଭାରତକୁ
Read More...

ବଲାଙ୍ଗିରରେ ବିଶ୍ୱ ଏଡ଼ସ୍‌ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବିଶ୍ୱ ଏଡ଼ସ୍‌ ଦିବସ । ସାରା ବିଶ୍ୱରେ ଜନସାଧାରଣଙ୍କ ସଚେତନତା ପାଇଁ ବିଶ୍ୱ ଏଡ଼ସ୍‌ ଦିବସ ପାଳନ କରାଯାଉଛି । ଏହି କ୍ରମରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ପାଳିତ ହେଉଛି ବିଶ୍ୱ ଏଡ଼ସ୍‌ ଦିବସ । ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ୍‌ କଲେଜ୍‌ ଓ
Read More...

କଟକଣାକୁ ନମାନି ପ୍ରବେଶ କରିଥିବା ଟ୍ରଲର ଜବତ କଲା ବନବିଭାଗ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ଗଞ୍ଜାମ ସହର ନିକଟରେ ଥିବା ଋଷିକୁଲ୍ୟା ମୁହାଁଣରେ ପାରାଦୀପରୁ ଆସିଥିବା ଟ୍ରଲର ଫରେଷ୍ଟ ଡ଼ିପାର୍ଟମେଣ୍ଟର କଟକଣା ନମାନି ମାଛ ମାରୁଥିବା ବେଳେ ବନ ବିଭାଗ ପକ୍ଷରୁ ଚଢ଼ାଉ କରି ଟ୍ରଲରକୁ ଜବତ କରାଯାଇଛି । ସେଥିରେ ମାଛ ମାରୁଥିବା ୬ଜଣ
Read More...

ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା

ବରଗଡ: ଆସନ୍ତା ଜାନୁଆରି ୧୫ ତାରିଖରୁ ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଧନୁଯାତ୍ରା ମହୋତ୍ସବ ସମିତିର ଏହି ସାଧାରଣ ପରିଷଦ ବୈଠକ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ କରିଥିଲେ । ତେବେ
Read More...

ଗଞ୍ଜାମ କଲେଜରେ ଯୁବ ଓଡିଶା, ନବୀନ ଓଡିଶା ସାଂସ୍କୃତିକ ଓ ଯୁବ ବିକାଶ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟ ପରିସରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରେରଣା ଯୁବ ଓଡିଶା, ନବୀନ ଓଡିଶା ସମନ୍ୱିତ ସାଂସ୍କୃତିକ ଓ ଯୁବ ବିକାଶ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସିମାଞ୍ଚଳ ଭୋଳ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟଅତିଥି ଭାବେ
Read More...

ସମୁଦ୍ର ଜୀବନ ଜୀବିକାର ଜୀବନ ବୀମା ସଚେତନତା ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମ ସ୍ଥିତ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳରେ ମା' ଜାନବି ଫିସେରୀ ସୋସାଇଟି ସଭାପତି ଭି.ବୁଦ୍ଧିବନ୍ତ ରାଓଙ୍କ ସଭାପତିତ୍ୱରେ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ନିମନ୍ତେ ଏକ ସଚେତନତା ଶିବିର
Read More...

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ସଚେତନ ନାଗରିକ ମଞ୍ଚ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଉରକେଲା ଗସ୍ତ ଅବସରରେ ସଚେତନ ନାଗରିକ ମଞ୍ଚର ସଭାପତି ବିମଳ କୁମାର ବିଶି ଓ ସାଧାରଣ ସମ୍ପାଦକ ପି ପି ରାୟ ଶ୍ରୀ ପ୍ରଧାନଙ୍କୁ ରାଉରକେଲା ହାଉସ୍‌ଠାରେ ଭେଟି ସ୍ମାର୍ଟ ସିଟି ରାଉରକେଲାରେ ଏକ ଭାରତୀୟ
Read More...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ରାଉରକେଲା ବିକାଶ ମଞ୍ଚର ଆଲୋଚନା

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଉରକେଲା ଗସ୍ତ ଅବସରରେ ରାଉରକେଲା ହାଉସ୍‌ଠାରେ ରାଉରକେଲା ବିକାଶ ମଞ୍ଚର ଆବାହକ ଡଃ ସୁମନ ଦତ୍ତଙ୍କ ନେତୃତ୍ୱରେ ବରିଷ୍ଠ ସଦସ୍ୟମାନେ ସାକ୍ଷାତ କରିଥିଲେ । ଆଲୋଚନା କାଳରେ ରାଉରକେଲା ବିମାନର
Read More...