ଶିଶୁ ସୁରକ୍ଷା ଓ ଯତ୍ନ ପାଇଁ ମହାସଂଘର ସଭାପତି ଓ ସମ୍ପାଦକମାନଙ୍କୁ ତାଲିମ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ ସମ୍ମୁଖରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ସୁରକ୍ଷା ସମ୍ପର୍କିତ ଏକ ତାଲିମ ଅନୁଷ୍ଠିତ ହୋଇଥିଲା । ଉକ୍ତ ତାଲିମ ଶିବିରରେ କପିଳଦେବ ସାହୁ ପ୍ରଦୀପ ପ୍ରଜ୍ୱଳନ କରି ଶୁଭ ଉଦ୍ଘାଟନ କରି ଶିଶୁ ସୁରକ୍ଷା!-->…
Read More...
Read More...