Yearly Archives

2023

୩୭ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସର୍ବସାଧାରଣ ଖେଳପଡିଆ ଠାରେ ୩୭ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ଉଦଘାଟିତ ହୋଇଯାଇଛି । ଧନୁଯାତ୍ରା ପାଇଁ ବଙ୍ଗୋମୁଣ୍ଡା ପାଲଟିଛି ମଥୁରାନଗରୀ ଓ ଗୋହିରାପଦର ପାଲଟିଛି ଗୋପପୁର । ମଥୁରାନଗର ବାସୀ ଧନୁଯାତ୍ରା
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ସମୀକ୍ଷା କଲେ ରାଜ୍ୟ ଖାଦ୍ୟ ଆୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ତିନିଦିନିଆ ଗସ୍ତର ଶେଷ ଦିନରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷ ଅବନିକାନ୍ତ ସାହୁ । ପୂର୍ବାହ୍ନରେ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଖାଦ୍ୟ
Read More...

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ତ୍ରୟୋବିଂଶତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ): ଚଳିତ ୨୩ ଓ ୨୪ ତାରିଖ ଦୁଇଦିନ ଧରି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାର ତ୍ରୟୋବିଂଶତମ କ୍ରୀଡ଼ା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ନବକିଶୋର ନାଏକ ଯୋଗ ଦେଇ କ୍ରୀଡ଼ା ପତାକା ଉନ୍ମୋଚନ
Read More...

ଭୁବନେଶ୍ୱର ଏଜି ଅଫିସ ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାରେ ଅଡିଟ୍ ସପ୍ତାହ ପାଳିତ

ସରକାରଙ୍କ ଆର୍ଥିକ ବ୍ୟୟ ଆକଳନ ଜରୁରୀ- ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : “ଲୋକ ହିତାର୍ଥ ସତ୍ୟନିଷ୍ଠା”, ଲୋକ ମାନଙ୍କ ହିତ ସାଧନ ଦିଗରେ ସରକାରଙ୍କ ପ୍ରଦତ୍ତ ଅର୍ଥ ବିନିଯୋଗ ହେବାପରେ ସେହି ଅର୍ଥର ସତ୍ୟନିଷ୍ଠ ପ୍ରତିପାଦନ ସମୀକ୍ଷା
Read More...

ଓଏଏସ୍ କୃତକାର୍ଯ୍ୟ କେଦାର ସିଂ ବରିହାଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ସର୍ଗିବାହାଲ ଗ୍ରାମର କେଦାର ସିଂ ବରିହା ଓପିଏସ୍‌ସି (ଓଏଏସ୍‌)ରେ କୃତକାର୍ଯ୍ୟ ହୋଇଥିବାରୁ ଶ୍ରୀ ସିଂ ବରିହାଙ୍କୁ ସର୍ଗିବାହାଲ ବସଷ୍ଟାଣ୍ଡ ଛକରେ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।
Read More...

ଘୋରଡିଆରେ କାର୍ତିକେଶ୍ୱରଙ୍କ ଜନ୍ମ ବାର୍ଷିକ ପୂଜା ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ଗ୍ରାମର ଯୁବ ଗୋଷ୍ଠୀଙ୍କ ଦ୍ୱାରା ପ୍ରତିବର୍ଷ ଭଳି ଚଳିତ ବର୍ଷ ପ୍ରଭୁ କାର୍ତ୍ତିକେଶ୍ୱରଙ୍କ ଜନ୍ମ ବାର୍ଷିକ ଉତ୍ସବ -୨୦୨୩ ଘୋରଡିଆ(ସାଉରିଆ )ଗ୍ରାମର ଶ୍ରୀ ମହାବୀରୀ ଦେବ ମନ୍ଦିର ପ୍ରାଙ୍ଗଣରେ ୧୧ତମ
Read More...

ବୌଦ୍ଧ ଜିଲ୍ଲା ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୨୪ କୋଟି ଟଙ୍କା…

ଉପକାର ପାଇବେ ବୌଦ୍ଧର ଜନସାଧାରଣଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ, ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ପ୍ରକଳ୍ପ ଅନୁମୋଦନ ଭୁବନେଶ୍ୱର :
Read More...

ହରଭଙ୍ଗାରେ ଜେଆର୍‌ସି ସେବା ଶିବିର

ସାଲେଭଟା, (କେପିଏନ୍‌ଏସ୍‌) : ସ୍ଥାନୀୟ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଜୁନିୟର ରେଡକ୍ରସ ୟୁନିଟ୍‌ ତରଫରୁ ସାମାଜିକ ସେବା ଶିବିର ଅୟୋଜିତ ହୋଇଯାଇଛି । ହରଭଙ୍ଗା ଗ୍ରାମରେ ପବିତ୍ର କାର୍ତ୍ତିକ ମାସରେ କଳାସୀ ଯାତ୍ରା ଆୟୋଜିତ ହୋଇଥିବା ଅବସରରେ ସ୍କୁଲର ରେଡକ୍ରସ ୟୁନିଟ ତରଫରୁ
Read More...

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଡଃ. ପ୍ରମୋଦ କୁମାର ତ୍ରିପାଠୀ ଏହି ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରତିଯୋଗିତା ଓ
Read More...

କଂଟାବାଂଜି ପୋଲିସ ଦ୍ୱାରା ବଡ ଧରଣର ଚୋରି ସାମଗ୍ରୀ ଉଦ୍ଧାର : ୪ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଳା କଣ୍ଟାବାଞ୍ଜି…

୨ଟି ବୋଲେରୋ ପିକ୍‌ ଅପ୍‌ ଭ୍ୟାନ, ଗୋଟିଏ ମୋରଟ୍‌ ସାଇକଲ, ଗୋଟିଏ ଏଲ୍‌ଇଡି ଟିଭି, ପ୍ରିଂଟର ମେସିନ, ଜେରକ୍ସ ମେସିନ, ସିଲଭର ଆଇଡୋଲ ଭଗବାନ ହନୁମାନ, ଏକ ଇନଭେଟର, ବ୍ୟାଟେରୀ, ଷ୍ଟେବିଲାଇଜର ସହ ଅନ୍ୟାନ୍ୟ ଜିନିଷ ଜବତ କଂଟାବାଂଜି, (ଗୁରୁଦୟାଲ ହଂସ/କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା
Read More...