Yearly Archives

2023

ଭୁବନେଶ୍ୱରଠାରେ ସାମ୍ବାଦିକ ରାଜୀବ ସଗରିଆଙ୍କୁ ଲୋକସ୍ଵର ସମ୍ମାନ ୨୦୨୩ରେ ସମ୍ବର୍ଦ୍ଧିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଭୁବନେଶ୍ଵର ଲୋହିଆ ଏକାଡ଼େମୀଠାରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାର ବରିଷ୍ଠ ସାମ୍ବାଦିକ ରାଜୀବ ସଗରିଆଙ୍କୁ ଭୂବନେଶ୍ୱର ଲୋକସ୍ଵର ସମ୍ମାନ ୨୦୨୩ରେ ସମ୍ବର୍ଦ୍ଧିତ କରାଯାଇଛି । ଆୟୋଜିତ ସଭାରେ ନିଜ ନିଜ କ୍ଷେତ୍ରରେ ପ୍ରତିଷ୍ଠିତ ଶତାଧିକ ବିଶିଷ୍ଟ
Read More...

ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ : ଦୁଲକି ଉଠିବ ରଙ୍ଗମଂଚ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳପଡିଆଠାରେ ୩୭ତମ ଧନୁଯାତ୍ରା ମହୋତ୍ସବ ପାଇଁ ଆଜି ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୨ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଧନୁଯାତ୍ରା ମହୋତ୍ସବରେ
Read More...

ଶାନ୍ତି ଅନୁଭୂତି କେନ୍ଦ୍ର ଆନୁକୂଲ୍ୟରେ ବିଶାଳ ଆଧ୍ୟାତ୍ମିକ ସମାବେଶ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି କେନ୍ଦ୍ର ଆନୁକୂଲ୍ୟରେ ରବିବାର ଏକ ବିଶାଳ ଆଧ୍ୟାତ୍ମିକ ସମାବେଶର ଆୟୋଜନ ହୋଇଯାଇଛି । ଏହି ସମାବେଶରେ ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ଗଞ୍ଜାମ ଗଜପତି
Read More...

ଗଜକୁ ଘଉଡ଼ାଇବା ବେଳେ ଗଜ ଆକ୍ରମଣର ଶିକାର ହେଲେ ଗଜ ସାଥୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଉଡ଼ାର ଗ୍ରାମ ପଂଚାୟତ ବୁବେଲଗୁମା ଗାଁରେ ଗଜକୁ ଘଉଡ଼ାଇବା ବେଳେ ଗଜ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ଗଜ ସାଥୀ ବୋଲି ଖବର ମିଳିଛି । ଗଜ ଆକ୍ରମଣର ଶିକାର ହୋଇଥିବା ଗଜ ସାଥୀ ଜଣକ ଗୁରୁତର ଅବସ୍ଥାରେ ବଲାଙ୍ଗିର ଭୀମ ଭୋଇ
Read More...

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି । ଆଜି କେନ୍ଦ୍ର ଜନଜାତି ଏବଂ ଜଳଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମୟୂରଭଞ୍ଜ ଜିଲ୍ଲାର ବାରିପଦା ବ୍ଲକ୍‌
Read More...

କେନ୍ଦୁଝର ଓ କଳାହାଣ୍ଡିରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଆଜି ପଞ୍ଚମ ଦିନରେ ପହଞ୍ଚିଛି ।କେନ୍ଦୁଝର ସଦର ବ୍ଲକ୍ ରାଇସୁଆଁ ଗ୍ରାମ ପଞ୍ଚାୟତରେ ବିକଶିତ
Read More...

ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

ଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ।ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ
Read More...

ଚତୁର୍ଥ ଦିନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

ମାଲକାନଗିରି, କଳାହାଣ୍ଡି ଓ କେନ୍ଦୁଝରରେ ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କ ଯୋଜନା ସମ୍ପର୍କରେ ସଚେତନ କରାଯିବା ସହ ସହାୟତା ବଣ୍ଟନ ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଆଜି ଚତୁର୍ଥ ଦିନରେ
Read More...

ଦ୍ୱିତୀୟ ଭଏସ୍ ଅଫ୍ ଦ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ବକ୍ତବ୍ୟ

ଦିଲ୍ଲୀ, (ପିଆଇବି) :ମହାମହିମ ଗଣ,ନମସ୍କାର!ଦ୍ୱିତୀୟ ଭଏସ୍ ଅଫ୍ ଦ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ଆପଣମାନଙ୍କୁ ହାର୍ଦ୍ଦିକ ସ୍ୱାଗତ।ମୁଁ ଆନନ୍ଦିତ ଯେ ଲାଟିନ ଆମେରିକା ଏବଂ କେରିବିୟାନ ଦେଶ ଠାରୁ ଆରମ୍ଭ କରି ଆଫ୍ରିକା, ଏସିଆ ଏବଂ ପ୍ରଶାନ୍ତ ମହାସାଗରୀୟ ଦ୍ୱୀପପୁଞ୍ଜ
Read More...

ବିକଶିତ ଭାରତ ସଂକଳ୍ପ ଯାତ୍ରାର ତୃତୀୟ ଦିନରେ ଦେଖିବାକୁ ମିଳିଲା ବ୍ୟାପକ ଜନଭାଗିଦାରୀ

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାର ତୃତୀୟ ଦିନରେ ଆଜି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ
Read More...