ବଲାଙ୍ଗିରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୨୯୬.୫୦ କୋଟି ଟଙ୍କା ମଞ୍ଜୁର
ସୁନଗଡ ନଦୀରେ ସିକୁଆଁ ପ୍ରକଳ୍ପ ପାଇଁ ୪୯ କୋଟି, ଅଙ୍ଗ ନଦୀରେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି୪ଟି ବ୍ଲକ୍ର ଜନସାଧାରଣ ଉପକାର ପାଇବେଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ ବଲାଙ୍ଗିର ଗସ୍ତ ସମୟରେ!-->…
Read More...
Read More...