Yearly Archives

2023

ଆନ୍ତଃ ବିଦ୍ୟାଳୟ ବିଜ୍ଞାନ ମେଳା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମଣ୍ଟେଶୋରୀ ପବ୍ଲିକ ସ୍କୁଲଠାରେ ଆନ୍ତଃ ବିଦ୍ୟାଳୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଓଏଭି ପଥରଚେପା ସ୍କୁଲ ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ଏବଂ ସିଡିଏମ୍‌ଓ କୁବେର ଚନ୍ଦ୍ର ମହନ୍ତ ବିଜ୍ଞାନ ମେଳା
Read More...

ମଦନପୁରଠାରେ ଡେନ୍ସ ବ୍ଲାଷ୍ଟ କାର୍ଯ୍ୟକ୍ରମ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅନ୍ତର୍ଗତ ମଦନପୁରଠାରେ ଦୀପାବଳି ଉପଲକ୍ଷେ ୟଙ୍ଗ ଷ୍ଟାର କ୍ଲବ ତରଫରୁ ମହାଆଡମ୍ବରରେ ଡେନ୍ସ ବ୍ଲାଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଶ୍ଚିମ ଓଡିଶା କମେଡି କିଙ୍ଗ ଯୋଗେଶ ଯୋଯୋ ମୁଖ୍ୟ ଆକର୍ଷଣ ଥିବା ବେଳେ
Read More...

ଦୁର୍ଘଟଣାରେ ଆହତ ଛାତ୍ରୀ ନିମର୍ଳା ସୁନାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଏଆଇଡିଏସ୍‌ଓର ଏସ୍‌ପିଙ୍କ ନିକଟରେ ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ ସେପ୍ଟେମ୍ବର ୧୧ ତାରିଖ ଦିନ ବଲାଙ୍ଗିର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀ ନିର୍ମଳା ସୁନା ପଢିବାକୁ ଯାଉଥିବା ବେଳେ ବଲାଙ୍ଗିର ବ୍ଲକ ଛକରେ ଏକ ଶ୍ରମିକ ବୋଝେଇ ଟାଟା ଏସ୍‌ ଗାଡି ତାଙ୍କ ଉପରେ ଚଢି ଯିବା ଯୋଗୁଁ ଗୁରୁତର
Read More...

ପୋଲିସ ହାଇସ୍କୁଲ ବଲାଙ୍ଗିରରେ ଶିଶୁ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ମନୋହରପୁର ପୋଲିସ ହାଇସ୍କୁଲରେ ଶିଶୁ ଦିବସ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବିରାଟ କେଶରୀ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଶିକ୍ଷାଧିକାରୀ ଲୋକନାଥ ସୁନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ନୂତନ
Read More...

ତୁରେକେଲା ବ୍ଲକ ଏବଂ କଂଟାବାଂଜି ଏନ୍‌ଏସିସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଏବଂ କଂଟାବାଂଜି ଏନ୍‌ଏ୍‌ସିସ୍ତରୀୟ ଭୀମ ବୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ମଂଗଲବାର ଦିନ ତୁରେକେଲା ବ୍ଲକ ସଦର ମହକୁମାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ତୁରେକେଲା ବ୍ଲକର ୧୯ ଗୋଟି ପଂଚାୟତ ଏବଂ
Read More...

କଂଟାବାଂଜି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଶ୍ରୀଶ୍ରୀ ଗିରି ଗୋବର୍ଦ୍ଧନ ପୂଜା ପାଳିତ

ରାଜନୈତିକ, ଶିକ୍ଷା ଏବଂ ଅର୍ଥନୈତିକ ବିକାଶ ଉପରେ ଗୁରୁତ୍ୱଯାଦବ ସମାଜର କଂଟାବାଂଜି ଜିଲ୍ଲା ଦାବୀକୁ ସମର୍ଥନ ଜଣାଇଲେ କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଶ୍ରୀଶ୍ରୀ ଗିରି ଗୋବର୍ଦ୍ଧନ ପୂଜା ମଂଗଲବାର ଦିନ
Read More...

ନିର୍ମଳ ମୁଣ୍ଡା ସ୍ମାରକୀ ବୌଦ୍ଧିକ ବକ୍ତୃତା ଶୃଙ୍ଖଳାର ତୃତୀୟ ଅର୍ଘ୍ୟ : ‘ବ୍ୟକ୍ତିମାନଙ୍କର ମାନସିକ ମଙ୍ଗଳ’…

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ଆରମ୍ଭ ହୋଇଥିବା ‘ନିର୍ମଳ ମୁଣ୍ଡା ସ୍ମାରକୀ ବୌଦ୍ଧିକ ବକ୍ତୃତା ଶୃଙ୍ଖଳା’ର ତୃତୀୟ ଅର୍ଘ୍ୟ କାର୍ଯ୍ୟକ୍ରମରେ ‘ବ୍ୟକ୍ତିମାନଙ୍କର ମାନସିକ ମଙ୍ଗଳ ବା ଶୁଭକାମନା’ ଶୀର୍ଷକ ବକ୍ତୃତା କାର୍ଯ୍ୟକ୍ରମ
Read More...

ରାଜବୋରାସମ୍ବର ବ୍ଲକସ୍ତରୀୟ ବିଜ୍ଞାନ ମେଳା ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜା ବୋରାସମ୍ବର ବ୍ଲକସ୍ତରୀୟ ବିଜ୍ଞାନ ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଲୋକନାଥ ଭୋଇ, ବ୍ଲକ ଶିକ୍ଷା ଅଧିକାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା
Read More...

ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିଶୁଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିଶୁଦିବସ ପାଳିତ ହୋଇଯାଇଛି । ଶିକ୍ଷକ ପଞ୍ଚାନନ ମାଝୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶିକ୍ଷୟିତ୍ରୀ ନିହାରୀକା ଯୋଶୀ ଦିବସର
Read More...

ଶ୍ୟାମା ଜ୍ୟୋତି ମହୋତ୍ସବର ତୃତୀୟ ସନ୍ଧ୍ୟା ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଶ୍ୟାମା ଜ୍ୟୋତି ମହୋତ୍ସବ ତୃତୀୟ ରଜନୀରେ ଜଳନ୍ଦର ଦରବାରରେ ଇନ୍ଦ୍ରପୁରୀ ଆକ୍ରମଣ, ଯମକୁ ବନ୍ଧନ ଦୃଶ୍ୟ ପରିବେଷିତ ହୋଇଯାଇଛି । ମକରନ୍ଦ ସାହୁ ନୃତ୍ୟ ପରିବେଷଣ କରିଥିଲେ । ବରଗଡ଼ ନିଷ୍ଠା ପରିବାର ତଥା କାଳୀ ପୂଜା କମିଟି
Read More...