ବିଲରୁ ମିଳିଲା ଯୁବକଙ୍କ ମୃତଦେହ
ଜଳେଶ୍ଵର : ବାଲେଶ୍ଵର ଜିଲ୍ଲା କମର୍ଦ୍ଦା ଥାନା ଅଧୀନସ୍ଥ ନହରା ପଞ୍ଚାୟତର କଣ୍ଠାଳିଆ ଗାଁ ନିକଟରେ ବିଲ ଭିତରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ସେହି କଣ୍ଠାଳିଆ ଗାଁର କାର୍ତ୍ତିକ ପଢିଆରୀଙ୍କ!-->…
Read More...
Read More...