Yearly Archives

2023

ସ୍ୱର୍ଗତ ଦୟାନିଧି ମଲିକଙ୍କ କୁଇ ଲିପିକୁ ସାର୍ବଜନିନ ଲିପି ଭାବେ ଘୋଷଣା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ନିଖିଳ ଉତ୍କଳ କୁଇ ସମାଜ ୟୁନିଅନ ଘୁ.ଉଦୟଗିରି ଆନୁକୂଲ୍ୟରେ ହଦଗଡ଼ ଶାଖା ଟିକାବାଲିର ଆବାହକତ୍ଵରେ କୁଇ ସମାଜ ଟିକାବାଲି କାର୍ୟ୍ୟାଳୟ ଠାରେ କୁଇ ଭାଷା, ସାହିତ୍ୟ, ଲିପି, ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସମ୍ବନ୍ଧେ ଏକ ସଚେତନତା ସଭା…
Read More...

ଅଦ୍ଵିକା କପ୍‌ ଉଦଯାପିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଏବଂ ଆକ୍ସନଆଡ଼୍‌ ଆସୋସିଏସନ୍‌ର ମିଳିତ ସହଯୋଗରେ ଅଦ୍ଵିକା କପ୍‌-୨୦୨୩ ସ୍ଥାନୀୟ ରାମେଶ୍ୱର ଷ୍ଟାଡିଅମରେ ଉଦ୍‌ଯାପିତ ହୋଇ ଯାଇଛି । ଉଦ୍‌ଯାପିନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଏଡ଼ିଏମ୍‌ ଜେନେରାଲ ଶ୍ରୀମତୀ…
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ଜଳାଭିଷେକ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ନାଗରିକ ମଂଚର ଏକ ଜଳାଭିଷେକ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । ଜଳାଭିଷେକ ସହିତ ପ୍ରବଚନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନ ତରଫରୁ ଆର୍ତ୍ତତ୍ରାଣ ମିଶ୍ର ସପତ୍ନୀକ ପୂଜାରେ କର୍ତ୍ତା ରୂପେ କାର୍ଯ୍ୟ ସମ୍ପାଦନ…
Read More...

ବଲାଙ୍ଗିର ଗୁଡଭେଲାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ମୁଖ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ…
Read More...

ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଠାରେ ବିଶ୍ଵ ନିମୋନିଆ ଦିବସ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତଙ୍କ ଅଧ୍ୟକ୍ଷତାରେ ବିଶ୍ଵ ନିମୋନିଆ ଦିବସ ଅନୁଷ୍ଠିତ ହୋଇଛି । ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ରିତାଞ୍ଜଳି…
Read More...

ଡେଲାଙ୍ଗ ବ୍ଲକର ପୂର୍ବତନ ଅଧକ୍ଷ ସତ୍ୟବାଦୀ ସ୍ୱାଇଁଙ୍କ ପରଲୋକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଳା ଡେଲାଙ୍ଗ ବ୍ଳକ୍ ଅଧିନ ହାକପଡା ଗ୍ରାମର ଡେଲାଙ୍ଗ ବ୍ଲକର ପ୍ରାକ୍ତନ ଅଧକ୍ଷ ସତ୍ୟବାଦୀ ସ୍ୱାଇଁ( ୮୨)ଙ୍କ ନଭେମ୍ବର ୧୨ତାରିଖ ରବିବାର ରାତ୍ର ୯ଟା ରେ ଭୁବନେଶ୍ୱର କେୟାର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି ।…
Read More...

ବ୍ରିଜର ୨୦ଫୁଟ ତଳକୁ ଖସି ପଡିଲା ଅଟୋ, ଡ୍ରାଇଭର୍‌ ମୃତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରବିବାର ବିଳମ୍ବିତ ରାତିରେ ଫିରିଙ୍ଗିଆ ଥାନା ତେଲିମୁଣ୍ଡାଠାରେ ଏକ ଅଟୋ ରିକ୍ସା ବ୍ରିଜର ୨୦ଫୁଟ ତଳକୁ ଖସି ପଡିଥିବା ବେଳେ ଚାଳକଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ମୃତ ଚାଳକ ଜଣକ ହେଲେ ରତଙ୍ଗ ପଞ୍ଚାୟତ ଡେଲାରପଡା ଗ୍ରାମର…
Read More...

୩୪ତମ ପଲ୍ଲୀ ପ୍ରଗତି ପାଠାଗାର ର ପ୍ରତିଷ୍ଠା ଦିବସ ସମାରୋହ : ଦେଶ ଗଠନରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ଗ୍ରାମରେ ଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପଲ୍ଲୀ ପ୍ରଗତି ପାଠାଗାରର ୩୪ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡାକଋଶି ବାରିକଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ…
Read More...

ବଙ୍ଗୋମୁଣ୍ଡରେ ୩୭ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖମ୍ବ ସ୍ଥାପନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ସର୍ବସାଧାରଣ ଖେଳପଡ଼ିଆ ଠାରେ ଚଳିତ ବର୍ଷ ୩୭ତମ ଧନୁଯାତ୍ରା ମହୋତ୍ସବ ପାଳନ ପାଇଁ ଶୁଭଖମ୍ବ ସ୍ଥାପିତ ହୋଇଯାଇଛି । ପୂଜାରେ କର୍ତ୍ତା ଭାବେ ଅଶୋକ ହଂସ ଦାୟିତ୍ୱ ନେଇଥିବା ବେଳେ ପୂଜକ ଭାବେ ହରିହର…
Read More...

ଦଶାହ କାର୍ଯ୍ୟ ପାଇଁ ଯାଉଥିବା ବେଳେ ଅଘଟଣ : ହାଇୱ। ଗାଡି ଧକ୍କାରେ ଜଣେ ମୃତ୍ୟୁ, ଜଣେ ଗୁରୁତର

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା-ସିନ୍ଧେକେଲା ୪୨ ନମ୍ବର ରାଜ୍ୟ ରାଜପଥ ବାଗବାହାଲ ଛକ ଠାରେ ହାଇୱା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ମୃତକ ଜଣକ ହେଉଛନ୍ତି ଗନ୍ଧରାବନ୍ଧ ପଞ୍ଚାୟତ…
Read More...