ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶାନ୍ତି ଏବଂ ବିକାଶ ପାଇଁ ବିଶ୍ୱ ବିଜ୍ଞାନ ଦିବସ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ଶାନ୍ତି ସାମ୍ପ୍ରତିକ ସମୟରେ ଅପରିହାର୍ଯ୍ୟ ହୋଇପଡ଼ିଛି । ବିଜ୍ଞାନର ବିକାଶ ସହିତ ବିଭିନ୍ନ ଦେଶ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛନ୍ତି । ପୁଣି ଏଥିରେ ଆଣବିକ ଶକ୍ତିର ଉପଯୋଗ କରାଯାଉଛି । ଏହାଦ୍ୱାରା ବିଶ୍ୱ ଶାନ୍ତି ବ୍ୟାହତ!-->…
Read More...
Read More...