ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଅଶାଳୀନ ମନ୍ତବ୍ୟକୁ ନେଇ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ…
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ଅପରାହ୍ନ ୪ ଟାରେ ବଲାଙ୍ଗିର କଚେରୀ ଛକଠାରେ ବିଜେପି ମହିଳା ମୋର୍ଚ୍ଚା ତରଫରୁ ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଅଶାଳୀନ ମନ୍ତବ୍ୟକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିଧାନସଭା ଭିତରେ ମହିଳାମାନଙ୍କ ପ୍ରତି ଅପମାନଜନକ କଥା କହିଥିବାରୁ!-->…
Read More...
Read More...