Yearly Archives

2023

ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବୈଠକ ସଂପାଦକ ପ୍ରଭାକର ମିଶ୍ରଙ୍କ ଆବାହକତ୍ୱରେ ସ୍ଥାନୀୟ ଯାଦବ ଭବନରେ ଅନୁଷ୍ଠିତ ହୋଇଥିଲା । ସର୍ବ ପ୍ରଥମେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ଧର୍ମପତ୍ନୀଙ୍କ ଦେହାନ୍ତ ହୋଇଥିବାରୁ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ
Read More...

ଆରପାରିରେ ବିନୋଦ ନାଏକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ସାଗରପଡାର ବିନୋଦ ନାଏକ (କାଲିଆ)ଙ୍କ ୫୨ ବର୍ଷ ବୟସରେ ପରଲୋକ ଘଟିଛି । ଗତ ୨୬ ତାରିଖରେ କଦଳୀମୁଣ୍ଡା ନର୍ସରୀଠାରେ ବିନୋଦଙ୍କୁ ଏକ ଅଜଣା ଓଟୋ ପଛପଟୁ ଧକ୍କା ଦେଇଥିଲା ଫଲରେ ସେ ଭାରସାମ୍ୟ ହରାଇ ତଳେ ପଡି ଯାଇଥିଲେ ସେତେବେଳେ ତାଙ୍କର ମୁଣ୍ଡ
Read More...

ସଂଚୟ ପକ୍ଷ-୨୦୨୩ ଅବସରରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଂଚୟ ଓ ଆର୍ଥିକ ସେବା ସଂଗଠନ, ଅର୍ଥ ବିଭାଗ, ଓଡ଼ିଶା ସରକାର ଓ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ସଂଚୟ ପକ୍ଷ-୨୦୨୩ ଅବସରରେ ବକ୍ତୃତା ପ୍ରତିଯୋଗିତା ବଲାଙ୍ଗିର ଟାଉନ୍‌ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାକୁ ବିଭାଗୀୟ
Read More...

ଝାରମୁଣ୍ଡା ଏଥ୍‌ଲେଟିକ୍‌ ଏସୋସିଏସନ୍ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଏଥ୍‌ଲେଟିକ୍‌ ଏସୋସିଏସନ୍ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ - ୨୦୨୩ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଷ୍ଟାଡିୟମ ପରିସରରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ
Read More...

ଜିଲ୍ଲାସ୍ତରରୁ ରାଜ୍ୟସ୍ତରକୁ ଉତ୍ସାହ କାର୍ଯ୍ୟକ୍ରମରେ ଯୋଗଦାନ ପାଇଁ ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ତରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ତରଫରୁ ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଅନାଥ ଶିଶୁମାନଙ୍କର ଅନ୍ତରରେ ଥିବା ଅନ୍ତର୍ନିହିତ ଗୁଣର ବିକାଶକୁ ପ୍ରସ୍ଫୁଟିତ ବା ପ୍ରକାଶିତ କରିବା ପାଇଁ ତଥା ସମସ୍ତଙ୍କୁ ଉତ୍ସାହିତ କରିବା ପାଇଁ ଜିଲ୍ଲା ଶିଶୁ
Read More...

ବଲାଙ୍ଗିରରେ କ୍ରେତା ବିକ୍ରେତା ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିରରେ ରାଜ୍ୟ ହୋଟେଲ ପରିଚାଳନା ପ୍ରତିଷ୍ଠାନରେ ଓରମାସ ଓ ଜିଲ୍ଲା ପ୍ରଶାସନ ମିଳିତ ସହଯୋଗରେ କ୍ରେତା ବିକ୍ରେତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ସମସ୍ତ ଚାଷୀ ଏବଂ ବିକ୍ରେତାଙ୍କ ସମସ୍ୟା, ସୁବିଧା ଏବଂ ପରସ୍ପର ସହ ଆଳାପ ପାଇଁ ଏହି
Read More...

ଜିଲ୍ଲାର ବେରୋଜଗାର ଯୁବକ ଯୁବତୀଙ୍କ ପାଇଁ ପ୍ରଶାସନ ତରଫରୁ ପରାମର୍ଶ ଶିବିର

ତା ୧୩.୧୧.୨୦୨୩ ରୁ ତା ୧୮.୧୧.୨୦୨୩ ମଧ୍ୟରେ ଅନୁଷ୍ଠିତ ହେବ ବ୍ଲକସ୍ତରୀୟ ପରାମର୍ଶ ଶିବିର ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରସାଶନ ଓ ଦକ୍ଷତା ବିକାଶ ପ୍ରାଧିକରଣ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ଯୁବକ ଓ ଯୁବତୀମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ବ୍ଲକସ୍ତରୀୟ
Read More...

ଡେଲାଙ୍ଗରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଆଭା ଅନୁଷ୍ଠାନ, ଡଂପୁର ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ପୁରୀ ଜିଲ୍ଲା ପ୍ରଶାସନ ଓ ଡେଲାଙ୍ଗ ବ୍ଲକ ପ୍ରଶାସନର ଆୟୋଜନରେ ସୋମବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର
Read More...

ଇସ୍ପାତ ଫିଟନେସ୍‌ ପାର୍କର ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ଦ୍ୱାରା ସେକ୍ଟର ୧୯ରେ ଇସ୍ପାତ ଫିଟନେସ ପାର୍କ ୨୦୦୬ ମସିହାରେ ନିର୍ମିତ ହୋଇଥିଲା । ସେଦିନଠାରୁ ପାର୍କର ବର୍ଷିଆନ ନିମାଇଁ ଚରଣ ରାୟଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦାଙ୍କ ସହ ଇସ୍ପାତ ସରକାରୀ, ସରକାରୀ କର୍ମଚାରୀ, ବିଭିନ୍ନ
Read More...

ଶ୍ରୀରାଜେଶ୍ୱରୀ କାଦିକ୍ଷାନ୍ତ ସ୍ତୁତି ଗ୍ରନ୍ଥ ଉନ୍ମୋଚିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିକଟସ୍ଥ ରାଜପୁର ଗ୍ରାମର ଶ୍ରୀ ରାଜଶ୍ୱେରୀ କାଳୀ ମନ୍ଦିର କଲ୍ୟାଣ-ମଣ୍ଡପ ପ୍ରାଙ୍ଗଣରେ ଶ୍ରୀ ରାଜେଶ୍ୱରୀ କାଦିକ୍ଷାନ୍ତ ସ୍ତୁତି ଗ୍ରନ୍ଥ ଉନ୍ମୋଚିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବିଧାନସଭାର ପୂର୍ବତନ ଉପ-ବାଚସ୍ପତି ତଥା
Read More...