Yearly Archives

2023

ନିଜ ଜନ୍ମ ଦିନରେ ଆୟୋଜନ କଲେ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ସମ୍ପର୍କ ସ୍ୱେଚ୍ଛାସେବୀ ସଂଘ ପକ୍ଷରୁ ବରଗଡ଼ ବ୍ଲକ ଅନ୍ତର୍ଗତ ସସ୍ତୁପାଲିଠାରେ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଯୁବ ସଂଗଠକ କୁଶ ସାହୁଙ୍କ ଜନ୍ମଦିନ ଥିବାରୁ ରକ୍ତଦାନ ଶିବିର ଆୟୋଜନ କରିଥିଲେ । ମୁଖ୍ୟ ଅତିଥି ଭାବେ ସମାଜସେବୀ
Read More...

ଆମ ଓଡିଶା ନବୀନ ଓଡିଶା ୧୧ତମ ଦିନରେ : କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୮୫.୫୦ କୋଟି : ୨୦୯୯ ପ୍ରକଳ୍ପଅନୁଗୋଳର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୧୨.୫୦ କୋଟି : ୨୭୯୬ ପ୍ରକଳ୍ପଗଜପତିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୭୪.୫୦ କୋଟି - ୧୬୬୨ ପ୍ରକଳ୍ପପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କାସଂସ୍କୃତି ଓ ଆଧୁନିକତାର ସମନ୍ଵୟ ହିଁ
Read More...

ଶ୍ରମ ମନ୍ତ୍ରୀଙ୍କ ଦ୍ୱରା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲାର ବିଦ୍ୟା ଭବନ ସମେତ ବିଭିନ୍ନ ନୂତନ କୋଠାର…

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲାର ବିଦ୍ୟା ଭବନ ସମେତ ବିଭିନ୍ନ ନୂତନ କୋଠାର ଉଦ୍‌ଘାଟନ ଏବଂ ବିଭିନ୍ନ ପ୍ରକଳ୍ପ ପାଇଁ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ଦ୍ୱରା ଶିଳାନ୍ୟାସ ହୋଇଯାଇଛି । ଏହି କ୍ରମରେ ମହାବିଦ୍ୟାଳୟର ବର୍ଦ୍ଧିତ
Read More...

ବଲାଙ୍ଗିର ଛତାମଖନା ପାଖରେ ଅଘଟଣ : କାର୍‌ ଧକ୍କାରେ ସ୍ଵାମୀ ମୃତ, ସ୍ତ୍ରୀ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଛତାମଖନା ପାଖରେ ଏକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ଗୁରୁତର ହୋଇ ପଡ଼ିଛନ୍ତି । ସୂଚନା ଅନୁସାରେ ବଲାଙ୍ଗିର ସମ୍ବଲପୁର ରାସ୍ତା ୨୬ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି
Read More...

ପିସି ଏଣ୍ଡ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ମିନି ସମ୍ମିଳନୀ କକ୍ଷରେ ପିସି ଏଣ୍ଡ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାର ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟ ଅଧୀନରେ ଅତି
Read More...

ରାମପୁରରେ ବିଜେଡିର ବ୍ଲକସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବେନ୍ଦ୍ରା ଗ୍ରାମ ପଂଚାୟତର ରାମପୁରଠାରେ ବିଜୁ ଜନତା ଦଳର ବ୍ଲକସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଲୋକସଭା ସଦସ୍ୟ କଳିକେଶ ନାରାୟଣ ସିଂଦେଓ ରାଜ୍ୟ ପରିଷଦ ସଭ୍ୟ ନିହାର ରଂଜନ
Read More...

ହୋଇପାରୁନି ବିଦ୍ୟୁତ୍ ବିଲ୍ ପୈଠ, ପାନୀୟ ଜଳଯୋଗାଣ ବନ୍ଦ ହେବାରୁ ଗ୍ରାମବାସୀ ହନ୍ତସନ୍ତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବିଦ୍ୟୁତ୍ ବିଲ୍ ପୈଠ ନକରିବାରୁ ଖପ୍ରାଖୋଲ ବ୍ଲକ୍ ଅନ୍ତର୍ଗତ ସଦର ଖପ୍ରାଖୋଲ ଆରଡବ୍ଲୁଏସ୍‌ଏସ୍‌ ପରିସରରେ ଥିବା ପାଣିଟାଙ୍କିକୁ ବିଦ୍ୟୁତ ସରବରାହ ବନ୍ଦ କରି ଦିଆଯାଇଛି । ଗ୍ରାମରେ ପାନୀୟ ଜଳଯୋଗାଣ ୩ ଦିନ ହେଲା ବନ୍ଦ ହୋଇ ଥିବାରୁ ଖପ୍ରାଖୋଲ ଗ୍ରାମବାସୀ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭାର ନୂଆଁଖାଇ ଭେଟ୍‌ଘାଟ୍‌ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ପାଳନ କରିବା ପାଇଁ ଜିଲ୍ଲା ବ୍ରାହ୍ମଣ ମହାସଭାର ଏକ ପ୍ରସ୍ତୁତି ବୈଠକ ନୃସିଂହମନ୍ଦିରଠାରେ ସଭାପତି ଧନଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି । ଏହି ଅବସରରେ ସମ୍ପାଦକ ଜୟରାମ ମିଶ୍ର ବିବରଣୀ ପାଠ କରିଥିଲେ ଓ କୋଷାଧ୍ୟକ୍ଷ
Read More...

ଶତାଧିକ ଛାତ୍ରଛାତ୍ରୀଙ୍କୁ ୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀ : ପାଠପଢ଼ାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦରେ ସ୍କୁଲ କମିଟି ଓ…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଅଧୀନରେ ଥିବା ବିବିନା ପଞ୍ଚାୟତର ଜାମପଦର ଗ୍ରାମରେ ଥିବା ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଗ୍ରାମବାସୀ ଅଭିଯୋଗ କରି ଆସୁଥିଲେ । ଏହି ବିଦ୍ୟାଳୟରେ ଜଣେ ପ୍ରଧାନ ଶିକ୍ଷୟତ୍ରୀ ଓ
Read More...

ଜିଲ୍ଲାରେ ପରିକ୍ରମା କରିବ ଆନ୍ତଃ ରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ରଥ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ଓ ଶ୍ରମ ଆଇନରେ ଥିବା ଅଧିକାର ଏବଂ ସୁବିଧା-ସୁଯୋଗ ଉପରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି । ଉଭୟ ଭାରତ ସରକାର ଏବଂ ଓଡିଶା ସରକାର ତରଫରୁ
Read More...